ଗଜପତି

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି କରିଥିବା ଅଭିଯୋଗ ହୋଇଛି। ଘର ମାଲିକା ଏସ୍‌. ସନ୍ତୋଷିନି ନିଜ ପରିବାର ସହ…

ପ୍ରଦୀପଙ୍କୁ ସ୍ବାବଲମ୍ବୀ କରିଛି ଡ୍ରାଗନ ଫ୍ରୁଟ ଚାଷ

ଜି.ଉଦୟଗିରି,୭ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରି ବଜାର ଫୁଟପାଥରେ ଡ୍ରାଗନ ଫ୍ରୁଟ ବିକ୍ରି ହେଉଛି। ଏହାର କିଲୋ ୨୦୦ ଟଙ୍କା ରହିଥିଲେ ମଧ୍ୟ ଗ୍ରାହକଙ୍କ କିଣି ନେଉଥିବା ଦେଖିବାକୁ ମିଳିଛି। ଜି. ଉଦୟଗିରିଠାରୁ ୨୫ କି.ମି. ଦୂର ବେହେରା…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର ତାଙ୍କ ବଡ଼ବାପାଙ୍କ ଅସୁସ୍ଥତା ଖବର ପାଇ ସ୍ବାମୀଙ୍କ ସହ ଲୁହାଖୁଣ୍ଟି ଗ୍ରାମକୁ ଯାଇଥିଲେ।…

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କରାଯାଇ ବିରିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ,…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ କାମୁଡ଼ାରେ ମାଆ ଓ ୭ ବର୍ଷର ପୁଅଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ,…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବୁଧବାର ପୂର୍ବତନ କନିଷ୍ଠ ଯନ୍ତ୍ରୀ (ଜେଇ), ମ୍ୟୁନିସିପାଲ ଇଞ୍ଜିନିୟର…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଛି। ପ୍ରାଥମିକ ସୂଚନା ଅନୁଯାୟୀ, ଟ୍ରକ୍‌ଟିର ଟାୟାର…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ। ଦୀର୍ଘ ବର୍ଷ ଧରି ଅବହେଳିତ ହୋଇ ଜଙ୍ଗଲରେ ପରିଣତ ହୋଇଥିବା ଏହି ବଡବନ୍ଧ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା/ଆର.ଉଦୟଗିରି,୫ା୮(ମନ୍ମଥ ମିଶ୍ର/ମନୋଜ କୁମାର ପାଢୀ): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ ବୁଧବାର ଭିଜିଲାନ୍ସର ଏକ ସ୍ବତନ୍ତ୍ର ଦଳ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଦୁଇଜଣ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ ଘଟିଥିବା ଦୁଇଟି ପୃଥକ ଲୁଟ୍‌ ମାମଲାରେ ପୋଲିସ ଦ୍ରୁତ ତଦନ୍ତ କରି ଅଭିଯୁକ୍ତଙ୍କୁ…

ବାଇକକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବସ, ଦୁଇ ବାଇକ ଆରୋହୀ ସମେତ ୭ ଯାତ୍ରୀ ଆହତ

ମୋହନା/ଦାରିଙ୍ଗବାଡ଼ି.୩।୮( ମନ୍ମଥ ମିଶ୍ର/ଅରୁଣ ସାହୁ ): ଗଜପତି ଜିଲା ଅଡବା ଥାନା ରାଇଗଣ୍ଡା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ସକାଳେ ବ୍ରହ୍ମପୁର ଠାରୁ ଦାରୀଙ୍ଗବାଡି ଅଭିମୁଖେ ଯାଉଥିବା ବିକ୍ରାନ୍ତ ନାମକ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?