ଗଜପତି

କରୋନା ବିଗାଡ଼ିଲା

ଭାଇରସ୍‌ ସାରା ବିଶ୍ୱରେ ଅଚଳାବସ୍ଥା ସୃଷ୍ଟି କରିଛି। କରୋନାକୁ ପ୍ରତିହତ କରିବାକୁ ପ୍ରଧାନମନ୍ତ୍ରୀ ସମଗ୍ର ଭାରତକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଜୀବନ ବଞ୍ଚାଇବା ପାଇଁ ଲୋକେ ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରି ନିଜକୁ ଘରେ ବନ୍ଦ କରି ରଖିଛନ୍ତି। ହେଲେ...

ରାମଗିରି ଅଞ୍ଚଳରେ କାମ ଦେଉନି ଲକ୍‌ଡାଉନ

ରାମଗିରି,୨୯ା୩(ଡି.ଏନ.ଏ.)- ପ୍ରଧାନମନ୍ତ୍ରୀ ଗତ ୨୨ ତାରିଖରେ ସାରା ଦେଶରେ ଜନତା କର୍ଫ୍ୟୁ ପାଇଁ ପ୍ରଥମେ କହିଥିଲେ। ସେ ଦିନ ରାମଗିରି ତଥା ଆଖପାଖ ଅଞ୍ଚଳ ସମ୍ପୂର୍ଣ୍ଣ ରୂପେ ଶୂନଶାନ୍‌ ହୋଇଯାଇଥିଲା। ଗ୍ରାମାଞ୍ଚଳର ଲୋକମାନେ ଭାବିଥିଲେ ଯେ ଆକାଶ ମାର୍ଗରୁ କରୋନା...

ବିଭିନ୍ନ ହାଟ ବନ୍ଦ, ଯାନବାହନ ଯାଞ୍ଚ

ଆର.ଉଦୟଗିରି,୨୫ା୩(ଡି.ଏନ.ଏ.)- ଆର୍‌.ଉଦୟଗିରି ଓ ସେରଙ୍ଗ ଥାନା ଖଜୁରିପଦା ଫାଣ୍ଡି ପକ୍ଷରୁ ଲକ୍‌ଡାଉନ ଯୋଗୁ ଯାନବାହନ ଯାଞ୍ଚ କଡ଼ାକଡ଼ି କରିବା ସହ ସଚେତନତା ଜାରି ରଖାଯାଇଛି। ସୋମବାର ଆର୍‌.ଉଦୟଗିରି ହାଟ ବନ୍ଦ ଥିବାବେଳେ ମଙ୍ଗଳବାର ନୂଆଗଡ ସାପ୍ତାହିକ ହାଟ ଓ ବୁଧବାର...

କରୋନା ସଚେତନତା ଗୀତ ଗାଇଲେ ଏସ୍‌ପି

ପାରଳାଖେମୁଣ୍ଡି,୨୩।୩(ସ୍ବ.ପ୍ର.)-ମହାମାରୀ କରୋନାକୁ ପ୍ରତିହତ କରିବା ଦିଗରେ ଲୋକଙ୍କୁ ସଚେତନ କରାଯାଉଛି। ଏହା ମଧ୍ୟରେ ଗଜପତି ଏସ୍‌ପି ସାରା ଶର୍ମା ଲୋକଙ୍କ ପାଇଁ ସଚେତନତାମୂଳକ ଗୀତ ଗାଇଛନ୍ତି। ସୋମବାର ଏହା ଲୋକାର୍ପିତ ହୋଇଛି। ଜିଲା ସମନ୍ବିତ ଆଦିବାସୀ ସଂସ୍ଥା ପ୍ରକଳ୍ପ ପ୍ରଶାସକ...

ପାଇଖାନା ନିର୍ମାଣରେ ଅନିୟମିତତା

ରାୟଗଡ଼(ଗଜପତି), ୯ା୩ (ଡି.ଏନ୍‌.ଏ.) ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମରେ ଗାଁରୁ ସହର ସମସ୍ତ ଅଞ୍ଚଳକୁ ବାହ୍ୟ ମଳମୁକ୍ତ କରିବାହ ପାଇଁ ପ୍ରତ୍ୟେକ ଘରେ ସ୍ବଚ୍ଛ ଶୌଚାଳୟ ନିର୍ମାଣ ଯୋଜନା କରିଛନ୍ତି। ମାର୍ଚ୍ଚ ୩୦ ସୁଦ୍ଧା ପାଇଖାନା ତିଆରି ପାଇଁ ଲକ୍ଷ୍ୟ ରଖିଥିବାବେଳେ...

ଟାଉନ୍‌ହଲ ପରିସର ପାଲଟିଛି ପାର୍କିଂସ୍ଥଳ, ପରିସ୍ରାଗାର

ପାରଳାଖେମୁଣ୍ଡି, ୫ା୩(ସ୍ବ.ପ୍ର.) ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ୧୪ ନଂ. ଓ୍ବାର୍ଡସ୍ଥିତ ଟାଉନ୍‌ହଲ ନବୀକରଣ କାର୍ଯ୍ୟ ଚାଲିଥିବାବେଳେ ଏଥିରେ ଅହେତୁକ ବିଳମ୍ବ ହେଉଥିବା ଜଣାପଡ଼ିଛି। ଜିଲା ସଦରରେ ସରକାରୀଭାବେ ଏହା ଏକମାତ୍ର ହଲ୍‌। ଏହା ସାଙ୍ଗଠନିକ କାର୍ଯ୍ୟକ୍ରମ ସହ ଉତ୍ସବ କାର୍ଯ୍ୟରେ...

ପୋତି ହେଲାଣି ସାଗର

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜତ୍ୱ ସମୟରେ ଗଜପତି ଜିଲାର ପାରଳାଖେମୁଣ୍ଡିଠାରେ ଅନେକ ସାଗର ପ୍ରତିଷ୍ଠା ହୋଇଥିଲା। ଯାହାକୁ ନେଇ ଏହି ସହର ଦିନେ ସାଗରର ସହରଭାବେ ସମଗ୍ର ଓଡ଼ିଶାରେ ବେଶ୍‌ ପରିଚିତ ଥିଲା। ରାମ ସାଗର, ସୀତା ସାଗର, କୃଷ୍ଣ...

ଲାଗିଛି ନିମ୍ନମାନର ଡଷ୍ଟବିନ୍‌ ଷ୍ଟାଣ୍ଡ

କାଶୀନଗର,୨୪ା୨(ଡି.ଏନ୍‌.ଏ.) ଗଜପତି ଜିଲା କାଶୀନଗର ଏନ୍‌ଏସିରେ ସଫେଇ କାର୍ଯ୍ୟ ବନ୍ଦ ରହିଥିବା ଯୋଗୁ ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଆବର୍ଜନା ଦେଖିବାକୁ ମିଳୁଛି। ଏଥିପାଇଁ ଅଞ୍ଚଳରେ ଘୁଷୁରିଙ୍କ ଉପଦ୍ରବ ପୁଣି ବଢ଼ିଛି। ତେବେ ଲୋକେ ଅଳିଆ ଆବର୍ଜନା ବାହାରେ ନ ଫୋପାଡ଼ି...

ତିତ୍‌ଲିର ବର୍ଷେ ପରେ ବି ନିର୍ମାଣ ହୋଇପାରୁନି ରାସ୍ତା

ପାରଳାଖେମୁଣ୍ଡି,୨୪ା୨(ସ୍ବ.ପ୍ର.) ଗଜପତି ଜିଲା ରାୟଗଡ଼ ବ୍ଲକ୍‌ ଅଧୀନ କଇଁପୁର-ତୁମ୍ବ ରାସ୍ତାଟି ତିତ୍‌ଲି ପର ବନ୍ୟାରେ ଧୋଇ ହୋଇଯାଇଛି। ହେଲେ ତିତ୍‌ଲିକୁ ଇତିମଧ୍ୟରେ ୧ବର୍ଷ ୪ମାସ ବିତିଯାଇଥିଲେ ମଧ୍ୟ ନୂତନ ରାସ୍ତା କିମ୍ବା ମରାମତି ହୋଇପାରିନାହିଁ। ତିତ୍‌ଲିରେ ଗଜପତି ଜିଲାର ରାୟଗଡ଼ ବ୍ଲକ୍‌...

ଅସ୍ବାସ୍ଥ୍ୟକର ପରିବେଶରେ ଦୈନିକ ବଜାର

କାଶୀନଗର,୨୮ା୧(ଡି.ଏନ.ଏ.) – ଗଜପତି ଜିଲା କାଶୀନଗର ବସଷ୍ଟାଣ୍ଡ ନିକଟ ବଜାର ଆବର୍ଜନାପୂର୍ଣ୍ଣ ଓ ଅସ୍ବାସ୍ଥ୍ୟକର ପରିବେଶରେ ରହିଛି। ବଜାରରେ ପ୍ରତ୍ୟେକ ଦିନ ପନିପରିବା ଏବଂ ଆମିଷ ବିକ୍ରି ହେଉଛି। ହେଲେ ସଫେଇ ପ୍ରତି ଏନ୍‌ଏସି କର୍ତ୍ତୃପକ୍ଷ ଦୃଷ୍ଟି ଦେଉ ନ...

ପଥର ଖୋଲରୁ ୨ ମୃତଦେହ ଉଦ୍ଧାର

ଆର.ଉଦୟଗିରି,୨୬ା୧(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି ଥାନା ଖମ୍ଭାରିସାହି ଗ୍ରାମ ନିକଟସ୍ଥ ତିତ୍‌ଲି ଆମ୍ବ ପର୍ବତର ଏକ ପଥର ଖୋଲରୁ ଶନିବାର ପୋଲିସ ଜଣେ ମହିଳା ଓ ପୁରଷଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ଏ ନେଇ ଆର.ଉଦୟଗିରି ପୋଲିସ ନଂ. ୧/୨୦ରେ...

ଅଡବା ପୋଲିସ କର୍ମଚାରୀଙ୍କ ଦ୍ୱାରା ରକ୍ତଦାନ ଶିବିର

ମୋହନା,୨୪।୧(ଡି.ଏନ୍‌.ଏ.): ଗଜପତି ଜିଲାର ମୋହନା ବ୍ଲକ ଅନ୍ତର୍ଗତ ଅଡବା ପୋଲିସ କର୍ମଚାରୀଙ୍କ ଦ୍ୱାରା ଶୁକ୍ରବାର ରକ୍ତଦାନ ଶିବିରର ଆୟୋଜନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆର. ଉଦୟଗିରି ଏସ୍‌ଡିପିଓ ଅଶୋକ କୁମାର ମହାନ୍ତି ଯୋଗ ଦେଇ ରକ୍ତଦାନ ମହାପୁଣ୍ୟର ମହତ୍ୱକୁ ଜନସାଧାରଣଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri