ଗଜପତି

୫କି.ମି. ଖଟିଆରେ ବୁହା ହେଲେ ଗର୍ଭବତୀ

ଆର.ଉଦୟଗିରି,୧୫ା୯(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ପୁରୁଣାପାଣି ଗ୍ରାମ ପଞ୍ଚାୟତ କୁମୁଟିକଙ୍କାଳ ଗ୍ରାମକୁ ରାସ୍ତାଟିଏ ନ ଥିବାରୁ ପୁଣି ଜଣେ ଗର୍ଭବତୀଙ୍କୁ ଖଟିଆରେ ୫ କିମି ବୁହା ହୋଇ ଡାକ୍ତରଖାନାକୁ ନିଆଯାଇଛି। କୁମୁଟିକଙ୍କାଳ ଗ୍ରାମର ଉଆଳି ମଲ୍ଲିକଙ୍କ ସ୍ତ୍ରୀ ଲଳିତ…

ସେଲ୍‌ଫି ହେଲା କାଳ, ଝରଣାରେ ପଡ଼ିଲେ ଯୁବକ

ପାରଳାଖେମୁଣ୍ଡି,୧୪।୯(ଡି.ଏନ୍‌.ଏ.): ସେଲ୍‌ଫି ହେଲା କାଳ। ଗୁଦୁଗୁଦାରେ ସେଲ୍‌ଫି ନେଲା ବେଳେ ଝରଣାରେ ପଡ଼ି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଗୁରାଣ୍ଡି ଥାନା ଅନ୍ତର୍ଗତ ଚନ୍ଦନଖଳାର ଟି. ଶ୍ରୀକାନ୍ତ। ମଙ୍ଗଳବାର ୪ ସାଙ୍ଗଙ୍କ ସହ ବଣଭୋଜି ପାଇଁ ଜିରାଙ୍ଗ ନିକଟସ୍ଥ ଗୁଦୁଗୁଦାକୁ…

ଥାନାରେ ପୋଲିସକୁ ମାଡ଼

ପାରଳାଖେମୁଣ୍ଡି/ଆର୍‌.ଉଦୟଗିରି, ୧୪ା୯(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନାରେ ମଙ୍ଗଳବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତିଙ୍କୁ ବେଆଇନ ଭାବେ ଗିରଫଦାରିର ପ୍ରତିବାଦରେ ୫୦୦ରୁ ଊର୍ଦ୍ଧ୍ୱ ଲୋକ ଥାନାରେ ପଶି ପୋଲିସକୁ ଅତର୍କିତ ଆକ୍ରମଣ କରିଛନ୍ତି। ଏଥିରେ ୮ ପୋଲିସ…

ଥାନାରେ ପଶି ପୋଲିସକୁ ନିର୍ଧୁମ ଛେଚିଲେ ଲୋକେ

ପାରଳାଖେମୁଣ୍ଡି,୧୩।୯(ଡି.ଏନ୍‌.ଏ.): ଗଞ୍ଜେଇ ଜବତ ଓ ଗିରଫଦାରିକୁ ନେଇ ଲୋକେ ପୋଲିସକୁ ନିର୍ଧୁମ ପିଟିବା ସହ ଥାନା ଭଙ୍ଗାରୁଜା କରିଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଝରଣପୁର ଗାଁରେ । ସୋମବାର ଅଡ଼ବା ପୋଲିସ ଝରଣପୁର…

ଲଘୁଚାପ ବର୍ଷାରେ ଭାଙ୍ଗିଲା ଘର: ୫ ପରିବାର ବାସହରା

ପାରଳାଖେମୁଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଜପତି ଜିଲାରେ ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷାରେ ୫ଟି ଘର ଭାଙ୍ଗିଯାଇଛି। ଗୁମ୍ମା ବ୍ଲକ କୁଜାସିଂ ପଞ୍ଚାୟତ ଅଧୀନ ଅଢେଇ, କୁଣ୍ଢେଇସିଂ, ଜଗନ୍ନାଥପୁର ଓ ଗିରା ଗାଁରେ ଘର ଭାଙ୍ଗି ଭୁଶୁଡ଼ି ପଡିଛି। କୁଣ୍ଢେଇସିଂ ଗ୍ରାମର…

ଆର.ଉଦୟଗିରିରେ ରେକର୍ଡ ବର୍ଷା

ଆର.ଉଦୟଗିରି,୯ା୯(ଡି.ଏନ.ଏ.): ଲଘୁଚାପ ପ୍ରଭାବରେ ଗଜପତି ଜିଲାରେ ଶୁକ୍ରବାର ସକାଳ ୮ଟା ସୁଦ୍ଧା ହାରାହାରି ୧୯୧.୮ ମିମି ବର୍ଷା ହୋଇଛି। ଆର.ଉଦୟଗିରି ବ୍ଲକରେ ସର୍ବାଧିକ ୪୩.୩ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ନୂଆଗଡ଼ ବ୍ଲକରେ ୨୮.୪ ମିମି ବର୍ଷା ହୋଇଛି। ମୋହନା…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅନ୍ତରୀଣ ରହିତାଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୭ା୯: ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ ନିମ୍ନ ଅଦାଲତରେ ମାମଲାର ଶୁଣାଣି ଉପରେ ହାଇକୋର୍ଟ ଅଙ୍କୁଶ ଲଗାଇଛନ୍ତି। ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନକୁ ଗ୍ରହଣ…

ଆର.ଉଦୟଗିରି-ଶରଳାପଦର ରାସ୍ତା ମରଣଯନ୍ତା

ଆର.ଉଦୟଗିରି,୬ା୯(ଡି.ଏନ.ଏ.): ଆର.ଉଦୟଗିରି ଥାନା ଶରଳାପଦରରୁ ଆର.ଉଦୟଗିରି ରାସ୍ତା ମରଣଯନ୍ତା ପାଲଟିଛି। ୨୦୦୮ରେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ଏହି ରାସ୍ତା କାମ ହୋଇଥିଲା। ଆଜି ପର୍ଯ୍ୟନ୍ତ ଏହି ରାସ୍ତାରେ ମାଟି ମଧ୍ୟ ପଡିନାହିଁ। ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତା କାମ ସରିବା ପରେ…

ମୋହନାରେ ୧୬ ଜଣିଆ ଡାକ୍ତରୀ ଟିମ୍‌

ପାରଳାଖେମୁଣ୍ଡିି/ଆର୍‌.ଉଦୟଗିରି, ୬ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକରେ ଡେଙ୍ଗୁଜ୍ୱର ଆତଙ୍କ ଦେଖାଦେଇଛି। ମାସକ ମଧ୍ୟରେ ଡେଙ୍ଗୁ ଲକ୍ଷଣଯୁକ୍ତ ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଏବେ ବ୍ରହ୍ମପୁର, ଭୁବନେଶ୍ବର, ବିଶାଖାପାଟଣା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ସ୍ଥିତି ଅଣାୟତ୍ତ…

ଡେଙ୍ଗୁ ଆତଙ୍କ: ପହଞ୍ଚିଲା ପ୍ରଶାସନିକ ଟିମ୍‌

ଆର.ଉଦୟଗିରି,୫।୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକରେ ଡେଙ୍ଗୁ ଆତଙ୍କ ଦେଖାଦେଇଛି। କିଛିଦିନ ତଳେ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇ ଅଞ୍ଚଳର କିଛି ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଖବର ପାଇ ଗଜପତି ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ…

କିଚରଲିଙ୍ଗ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଦାବି

ପାରଳାଖେମୁଣ୍ଡି, ୩ା୯ (ଡି.ଏନ୍‌.ଏ): ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ପ୍ରାକୃତିକ ସୌନ୍ଦର୍ଯ୍ୟଭରା ପର୍ଯ୍ୟଟନ ସ୍ଥଳୀ କିଚରଲିଙ୍ଗ। ପାହାଡ଼ ବକ୍ଷରେ ବୋହି ଯାଉଥିବା ଝରଣା ସହ ପ୍ରକୃତିର ମନଲୋଭା ସୃଷ୍ଟିର ଏଭଳି ଏକ ଆକର୍ଷଣୀୟ ସ୍ଥାନ ରହିଛି ଗଜପତି ଜିଲା ନୂଆଗଡ ବ୍ଲକ ସଦରମହକୁମା…

ମୁଖ୍ୟରାସ୍ତାକଡ଼ରେ ଗୋଦାମ, ଟ୍ରାଫିକ୍‌ ସମସ୍ୟା

ପାରଳାଖେମୁଣ୍ଡି,୨ା୯(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରର ମୁଖ୍ୟରାସ୍ତା କଡରେ ଗୋଦାମଗୁଡିକ ଥିବାରୁ ଟ୍ରାଫିକ ସମସ୍ୟା ଉପୁଜୁଛି । ସହରର ରାମସାଗର ରାସ୍ତାରୁ ଆରମ୍ଭ କରି ପୁରୁଣା ପାଟଣା ରାସ୍ତା ତଥା ଜାତୀୟ ରାଜପଥ ୩୨୬-ଏ କଡରେ ବହୁ ଗୋଦାମ ଗୃହ ନିର୍ମାଣ କରାଯାଇଛି। ସେହିପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri