ଛାତ୍ରୀଛାତ୍ରଙ୍କୁ ପିଟିବା ଘଟଣା: ଥାନାରୁ ମୁକୁଳିଲେ ଅଭିଯୁକ୍ତ ଶିକ୍ଷକ
ଆର.ଉଦୟଗିରି,୨୬ା୮(ଡି.ଏନ.ଏ.): ଗଜପତି ଜିଲା ମୋହନା ବ୍ଲକ ଡେଙ୍ଗାସଖାଲ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ୟ ବିଦ୍ୟାଳୟର ଜଣେ ଶିକ୍ଷକ ନିଶାସକ୍ତ ହୋଇ ଛାତ୍ରୀଛାତ୍ରୀଙ୍କୁ ମାଡ଼ମାରି କ୍ଷତାକ୍ତ କରିଦେଇଥିଲେ। ସଂପୃକ୍ତ ଶିକ୍ଷକଙ୍କୁ ଶୁକ୍ରବାର ଅଡ଼ବା ପୋଲିସ ଗିରଫ କରିଥିଲା। ତେବେ ଥାନାରେ ଶିକ୍ଷକଙ୍କୁ ସିଆରପିସିର…
ଓଲଟିଲା ଶ୍ରମିକଙ୍କୁ ନେଇ ଯାଉଥିବା ଟ୍ରାକ୍ଟର
ଆର.ଉଦୟଗିରି,୨୬ା୮(ଡି.ଏନ.ଏ.): ମୋହନା ଥାନା ନାରୀଙ୍ଗୀ ଘାଟିରେ ଟ୍ରାକ୍ଟର ଓଲଟି ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଆହତ ହୋଇଛନ୍ତି। ମୃତକ ହେଲେ ମୋହନା ଥାନା ଜୁଡିପଥର ଗ୍ରାମର ଉଷା ନାୟକ। ଶ୍ରମିକମାନଙ୍କୁ ନେଇ ଯାଉଥିବା ବେଳେ କୌଣସି କାରଣବସତଃ…
ଶିକ୍ଷକଙ୍କ ମାଡ଼ରେ ୨୦ ଛାତ୍ରୀଛାତ୍ର ଲହୁଲୁହାଣ
ଆର୍.ଉଦୟଗିରି,୨୬ା୮(ଡି.ଏନ୍.ଏ.): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଲୁଧିଗୁଡ଼ା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଜଗଦୀଶ ବେହେରା ଅନ୍ୟ ଏକ ବିଦ୍ୟାଳୟ ଡେଙ୍ଗା ସଖାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯାଇ ବିନା କାରଣରେ ୨୦ରୁ ଊଦ୍ଧର୍ବ ଛାତ୍ରୀଛାତ୍ରୀଙ୍କୁ ୨ଟି ବାଉଁଶ ବାଡ଼ିରେ ଆଖିବୁଜା…
ମାଟି ମୂର୍ତ୍ତିର କମିଛି, ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତିର ବଢ଼ିଛି ଚାହିଦା
ପାରଳାଖେମୁଣ୍ଡି,୨୫ା୮ (ଡି.ଏନ୍.ଏ): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ କଞ୍ଚା ମାଟିରେ ତିଆରି ମୂର୍ତ୍ତୀ ବ୍ୟବସାୟ କ୍ରମଶଃ କମୁଥିବାବେଳେ ପ୍ଲାଷ୍ଟର ପ୍ୟାରିସ ମୂର୍ତ୍ତି ଚାହିଦା ବୃଦ୍ଧି ପାଉଥିବା ଦେଖିବାକୁ ମିଳୁଛି । ପୂଜାପାର୍ବଣ ଋତୁ ଆସିଲେ କାରିଗରମାନେ ମାଟି ସଂଗ୍ରହ…
ନଦୀରେ ପଶି ରାଶନ ଆଣିବାକୁ ଗଲେ ଲୋକେ
ଆର.ଉଦୟଗିରି,୨୫ା୮(ଡି.ଏନ.ଏ.): ସରକାର ଗାଁ ଗାଁକୁ ରାସ୍ତା ସଂଯୋଗୀକରଣ କରିବା ପାଇଁ ଅନେକ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତଥାପି ସ୍ବାଧୀନତାର ୭ ଦଶନ୍ଧି ପରେ ମଧ୍ୟ ଆଜିବି ଅନେକ ଗ୍ରାମକୁ ଭଲ ରାସ୍ତା ସହିତ ପୋଲ ଖଣ୍ଡେ…
ପାରଳାଖେମୁଣ୍ଡିରୁ ୮୪କିଲୋ ଗଞ୍ଜେଇ ସହ, କାର୍ ଜବତ
ପାରଳାଖେମୁଣ୍ଡି,୨୪।୦୮: ପାରଳାଖେମୁଣ୍ଡି ଅବକାରୀ ପୋଲିସ ଦ୍ବାରା ୮୪ କିଲୋ ଗଞ୍ଜେଇ ଜବତ ହୋଇଛି। ପାଟ୍ରୋଲିଂ ସମୟରେ ମାର୍ଲବା ଘାଟିରେ ଏକ ସୁଜୁକି କାର୍ରୁ ଅବକାରୀ ବିଭାଗ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଗାଡ଼ି ଚାଳକଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ,…
ସ୍କୁଲ ରାସ୍ତାରେ ଆଣ୍ଠୁଏ ପାଣି
ନୂଆଗଡ଼,୨୦।୮: ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ସ୍କୁଲ ପଡ଼ିଆ ପାଲଟିଛି କୃତ୍ରିମ ପୋଖରୀ। ବିଦ୍ୟାଳୟ ସମ୍ମୁଖ ଆଣ୍ଠୁଏ ପାଣି ପଶି ସ୍କୁଲକୁ ଯାଉଛନ୍ତି ଛାତ୍ରୀଛାତ୍ର। ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଭ୍ରମରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିସରରେ…
୧୮ କେଜିର ଅଷ୍ଟଧାତୁ ମୂର୍ତ୍ତି ଚୋରି
ପାରଳାଖେମୁଣ୍ଡି,୧୯ା୮(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଦିନକୁଦିନ ଚୋରଗ୍ୟାଙ୍ଗ ସକ୍ରିୟ ହେବାରେ ଲାଗିଛନ୍ତି। ଗତ ୧ ତାରିଖରେ ଶିରିଡ଼ି ସାଇ ମନ୍ଦିରରୁ ପ୍ରାୟ ୬ ଲକ୍ଷ ଟଙ୍କାର ମୁକୁଟ ଚୋରି ହୋଇଥିବା ବେଳେ ପୁଣି ହନୁମାନ ମନ୍ଦିରରୁ ୧୮ କେଜି ଓଜନର…
ହନୁମାନଙ୍କ ମୂର୍ତ୍ତି ନେଇଗଲେ ଦୁର୍ବୃତ୍ତ
ପାରଳାଖେମୁଣ୍ଡି,୧୯ା୮(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିରେ ପୁଣି ଏକ ମନ୍ଦିରରୁ ଚୋରି। ରେଲଓ୍ବେ ଷ୍ଟେଶନ ନିକଟସ୍ଥ ସିଦ୍ଧ ମହାବୀର ମନ୍ଦିରରୁ ଅଷ୍ଟଧାତୁରେ ନିର୍ମିତ ହନୁମାନ ମୂର୍ତ୍ତି ଚୋରି ହୋଇଥିବା ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଉକ୍ତ ମନ୍ଦିରର ପ୍ରାୟ ୧୮ କିଲୋ…
ଟ୍ରେନ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ
ପାରଳାଖେମୁଣ୍ଡି,୧୮ା୮(ଡି.ଏନ୍.ଏ.): ଗଜପତି ଜିଲା ସଦରମହକୁମାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗୁଣପୁର କଟକ ମେମୁ ଟ୍ରେନ୍ ଧକ୍କାରେ ଯୁବକଙ୍କ ଜୀବନ ଯାଇଛି। ମୃତକ ହେଉଛନ୍ତି ନିଜାମାବାଦର ୨୮ ବର୍ଷୀୟ ଭି.ମହେଶ। ତିନି ଦିନ ପୂର୍ବେ ପାରଳାଖେମୁଣ୍ଡି ସେରି ସାହିର ଶ୍ୱଶୁରଘରକୁ…
ବିଦ୍ୟାଳୟ ଯିବାକୁ କାଠପୋଲ ଭରସା
ଆର.ଉଦୟଗିରି,୧୭।୮(ଡି.ଏନ.ଏ.): ଛାତ୍ରୀଛାତ୍ରମାନଙ୍କୁ ଗୁଣାମ୍ଭକ ଶିକ୍ଷା ପ୍ରଦାନ କରି ସ୍ମାର୍ଟ କରାଇବା ଉଦ୍ଦେଶ୍ୟରେ ଅନେକ ଯୋଜନା ମଧ୍ୟମରେ ରାଜ୍ୟ ସରକାର ରାଜକୋଷରୁ ବ୍ୟୟ କରୁଛନ୍ତି କୋଟି କୋଟି ଟଙ୍କା। ତଥାପି ସ୍ଥାନୀୟ ବ୍ଲକର ବିଭିନ୍ନ ଅଞ୍ଚଳରେ ସୁଧୁରି ପାରୁନି ଶିକ୍ଷା ବ୍ୟବସ୍ଥା। ବିଦ୍ୟାଳୟ…
ବିପଦ ସଙ୍କେତ ଉପରେ ବଂଶଧାରା, ବନ୍ୟା ଆଶଙ୍କା
ପାରଳାଖେମୁଣ୍ଡି/ଆର. ଉଦୟଗିରି/କାଶୀନଗର, ୧୫ା୮(ଡି.ଏନ୍.ଏ): ଗଜପତି ଜିଲା କାଶୀନାଗରଠାରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବଂଶଧାରା ନଦୀ ଜଳ। ରବିବାର ରାତି ୯ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୫୪.୯୧ ମି.ରେ ପହଞ୍ଚତ୍ଛି। ଏଠାରେ ବିପଦ ସଂକେତ ୫୫.୭୫ମି. ଥିବାବେଳେ ଉପର…
Archives


