ଗଜପତି

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଖବର ପୋଲିସ ବିଭାଗ ସମେତ ସମଗ୍ର ଜିଲାରେ ଗଭୀର ଶୋକର ଛାୟା…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ ନେଇ ଫେରାର ହୋଇଗଲେ ଦୁର୍ବୃତ୍ତ। ଗଜପତି ଜିଲା ପାରଳାଖେମୁଣ୍ଡିରେ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି। ଥାଇଲାଣ୍ଡରେ ଆୟୋଜିତ ଏହି ପ୍ରତିଯୋଗିତାରେ ସେ ନିଜ ପ୍ରତିଭାର ପରିଚୟ ଦେଇଛନ୍ତି। ପାରଳାଖେମୁଣ୍ଡି…

ସ୍ମାର୍ଟ ସ୍କୁଲରେ ତାଲା, ବାରଣ୍ଡାରେ ପାଠପଢ଼ା

ମୋହନା,୩୦।୭(ମନ୍ମଥ ମିଶ୍ର): ପୂର୍ବ ସରକାରଙ୍କ ୫-ଟି ଯୋଜନାରେ ରୂପାନ୍ତରିତ ସ୍ମାର୍ଟ ସ୍କୁଲ, କିନ୍ତୁ ସ୍ମାର୍ଟ ଶିକ୍ଷା କେବଳ ସରକାରୀ ଦସ୍ତାବିଜରେ ସୀମିତ ରହିଯାଇଛି। ଏଠାରେ ସ୍ମାର୍ଟ କ୍ଲାସରୁମରେ ତାଲା ଝୁଲୁଥିବା ବେଳେ ବାରଣ୍ଡାରେ ବସି କୋମଳମତି ଛାତ୍ରୀଛାତ୍ର ପାଠ ପଢ଼ୁଛନ୍ତି। ଶିକ୍ଷକ…

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି । ଏଭଳି ଅଭିଯୋଗ ଆସିଛି ଗଜପତି ଜିଲା ମୋହନା ବ୍ଲକ ମାଣିକପୁର ଗ୍ରାମ ପଞ୍ଚାୟତ…

ଏତେ ଟଙ୍କା ବକେୟା ପଡିଛି ବିଦ୍ୟୁତ୍‌ ବିଲ: ବନ୍ଦ ହେଲା ପାଣି ପମ୍ପ, ସମସ୍ୟାର ସମାଧାନ ନ ହେଲେ…

ମୋହନା, ୨୯।୭( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ପାନୀୟ ଜଳ ସଙ୍କଟ ଆଶଙ୍କା। ବକେୟା ବିଦ୍ୟୁତ୍‌ ବିଲ ପୈଠ ନହେବାରୁ ପଞ୍ଚାୟତର ପାନୀୟ ଜଳ ଯୋଗାଣ ପମ୍ପ ହାଉସର ବିଦ୍ୟୁତ ସଂଯୋଗ କାଟି ଦେଇଛି ବିଦ୍ୟୁତ ବିଭାଗ। ଗତ…

ସିସିଟିଭିରେ କଏଦ ହେଲା ମହିଳାଙ୍କ ଚୋରି ଭିଡିଓ, ଦୋକନକୁ ଯାଇ…

ମୋହନା,୨୮।୭(ମନ୍ମଥ ମିଶ୍ର): ମୋହନାରେ କିଛିଦିନ ହେଲା ଠାକୁରାଣୀ ମନ୍ଦିରରୁ ମା’ଙ୍କ କିରଟି ସହ ଅନ୍ୟାନ୍ୟ ଜିନିଷ ଚୋରି ହୋଇଥିଲା । ଏହାସହ ପାନୀୟ ଜଳ ଯୋଗାଣ ପମ୍ପ ହାଉସରୁ ବିଦ୍ୟୁତ ତାର ଚୋରି ହୋଇଥଲା । ଏହାରି ଭିତରେ ଆଉ ଏକ…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର ସେ ପାରଳାଖେମୁଣ୍ଡି ଏସଡିଜେଏମ୍ ଅଦାଲତରେ ଆତ୍ମସମର୍ପଣ କରିବା ପରେ ଦାଖଲ କରିଥିବା ଜାମିନ…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର ରାଜ୍ୟକୁ ଯାଇଥିଲେ ଛାତ୍ର । ହେଲେ ଫେରିଲାନି ତାଙ୍କ ସ୍ୱପ୍ନ, ଫେରିଲା କେବଳ…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ, ଆତ୍ମସମର୍ପଣ କଲେ ପୂର୍ବତନ ଡିଏଫଓ

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା): ବହୁଚର୍ଚ୍ଚିତ ଏସିଏଫ ସୋମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃମାମଲାରେ ତତ୍କାଳୀନ ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍‌ଙ୍କ(SDJM) ଅଦାଲତରେ ଆତ୍ମସମର୍ପଣ କରିଛନ୍ତି। ଅଦାଲତଙ୍କ ପକ୍ଷରୁ ଜାରି ହୋଇଥିବା ଗିରଫ ପରୱାନା ପରେ ସେ ନିଜ ଓକିଲଙ୍କ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ ଭାବେ ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ ଅପେକ୍ଷା କରିଥିଲେ ମୋହନା ପଞ୍ଚାୟତର…

ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…

ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍‌ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପଦା ଗ୍ରାମ ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ଏକ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?