ଗଜପତି

କାର୍ଯ୍ୟକ୍ଷମ ହେଉନି ମୋହନା କଲେଜ ଛାତ୍ରୀ ନିବାସ

ଆର.ଉଦୟଗିରି,୭ା୭(ଡି.ଏନ.ଏ.): ଗଜପତି ଜିଲା ମୋହନା ହିଲଟପ କଲେଜରେ ଆଦିବାସୀ ଛାତ୍ରୀଙ୍କ ପାଇଁ ନିର୍ମିତ ହଷ୍ଟେଲ କୋଠା କାର୍ଯ୍ୟକ୍ଷମ ହୋଇପାରିନି। ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବ ଯୋଗୁ କୋଟିଏ ଟଙ୍କାର ଏହି କୋଠା ଦୀର୍ଘ ୪ ବର୍ଷ ହେଲା କାମରେ ଲାଗିନି। ଏଥିରେ ଏବେ…

ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ଚାଲିଗଲା ଜୀବନ

ମୋହନା,୭।୭: ଗଜପତି ଜିଲାର ମୋହନା ନାରାୟଣନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଚାଉମିନ ଫ୍ୟାକ୍ଟ୍ରିରେ କାମ କରୁଥିବା ବେଳେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ୩ ଜଣ ହେଲେ ଅରୁଣ ସାହୁ, ମୁଠା ଦଳାଇ ଓ ଆଉ…

ନିୟମ ମାନୁନାହାନ୍ତି ରାୟଗଡ଼ ମଦ ଦୋକାନୀ

ରାୟଗଡ଼(ଗଜପତି)୪ା୭(ଡି.ଏନ୍‌.ଏ.):  ରାୟଗଡ଼ ବ୍ଲକ ସଦର ମହକୁମାଠାରେ ଥିବା ବିଦେଶୀ ମଦ ଦୋକାନରେ କେତେବେଳେ ଚଢାଦରରେ ବିକ୍ରି ହେଉଛି ତ ଆଉ କେତେବେଳେ ଆନ୍ଧ୍ରକୁ ବେଆଇନ ମଦ ଚୋରାଚାଲାଣ କରୁଥିବା ଅଭିଯୋଗ ହେଉଛି। ହେଲେ ଏବେ ମଦ ବ୍ୟବସାୟୀ ଆଉ ଏକ ବିବାଦୀୟ ବିଷୟରେ…

ଜିଲା କୃଷି ବିଭାଗରେ ଖାଲି ପଡ଼ିଛି ବହୁ ପଦବୀ

ପାରଳାଖେମୁଣ୍ଡି,୩।୭(ଡି.ଏନ୍‌.ଏ.): ଗଜପତି ଜିଲାରେ କୃଷି ବିଭାଗର କାର୍ଯ୍ୟାଳୟ ନାହିଁ ନାହିଁରେ ଚାଲିଛି। ଉକ୍ତ କାର୍ଯ୍ୟାଳୟରେ ୪ର୍ଥ ଶ୍ରେଶୀ କର୍ମଚାରୀଙ୍କଠାରୁ ଆରମ୍ଭ କରି କିରାଣି, ଫିଲ୍ଡ ଅଫିସର ସମସ୍ତ ପଦବୀ ଖାଲି ପଡ଼ିଛି । କୃଷି ଜିଲାମୁଖ୍ୟ କାର୍ଯ୍ୟାଳୟ ଭିତରକୁ ପ୍ରବେଶ କଲେ…

କର୍ଦ୍ଦମାକ୍ତ ଅବସ୍ଥାରେ ରାଜରାସ୍ତା

ପାରଳାଖେମୁଣ୍ଡି,୩।୭(ଡି.ଏନ୍‌.ଏ.): ଗୋଷାଣୀ ବ୍ଲକ ଗାରବନ୍ଧା-ଲାବଣ୍ୟଗଡ ରାଜ ରାସ୍ତା କର୍ଦ୍ଦମାକ୍ତ ଅବସ୍ଥାରେ ପଡିରହିଛି । ଏହି ରାସ୍ତାର ଏକ ପଖୋରୀ ଖନନ ଲାଗି ବହୁ ଦିନରୁ ଟେଣ୍ଡର ହୋଇଥିଲେ ମଧ୍ୟ ବର୍ଷାଦିନେ ଠିକାଦାର ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିଦ ଭାଙ୍ଗିଥିବାରୁ ତୁରନ୍ତ ଏହାକୁ…

ଆନନ୍ଦ ବଜାରରେ ସ୍ବତନ୍ତ୍ର ବ୍ୟବସ୍ଥା

ପାରଳାଖେମୁଣ୍ଡି,୩।୭(ଡି.ଏନ୍‌.): ପାରଳାଖେମୁଣ୍ଡିରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ମା’ ସୁଭଦ୍ରା ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି। ଏହି ଅବସରରେ ସେଠାରେ ପ୍ରସାଦସେବନ ବ୍ୟବସ୍ଥା କରାଯାଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଯାତ୍ରା କମିଟି ପକ୍ଷରୁ ପ୍ରସାଦ ପ୍ରସ୍ତୁତ କରାଯାଇ ପ୍ରତିଦିନ ପ୍ରଥମେ ତିନି…

ହୋମ୍‌ଗାର୍ଡଙ୍କ ବର୍ବରତା: ନିଶାର୍ଦ୍ଧରେ ଥାନା ଘେରିଲେ ଗ୍ରାମବାସୀ

ପାରଳାଖେମୁଣ୍ଡି,୨୯ା୬(ଡି.ଏନ୍‌.ଏ.): ପୋଲିସ ହୋମ୍‌ଗାର୍ଡଙ୍କ ବର୍ବରତାର ପ୍ରତିବାଦରେ ମଙ୍ଗଳବାର ବିଳମ୍ବିତ ରାତିରେ ପାର୍ସମ୍ବା ଗ୍ରାମର ଗ୍ରାମବାସୀ ପାରଳାଖେମୁଣ୍ଡି ଆଦର୍ଶ ଥାନା ଘେରାଉ କରିଛନ୍ତି। ହୋମଗାର୍ଡ ଲକ୍ଷ୍ମଣ ଶବରଙ୍କ ସମେତ ୧୦ଜଣ ପାର୍ସମ୍ବା ଗ୍ରାମରେ ପହଞ୍ଚତ୍ କାମ କରୁଥିବା ଜଣେ ଜେସିବି ଡ୍ରାଇଭରକୁ ମରଣାନ୍ତକ…

ଅବ୍ୟବସ୍ଥା ଘେରରେ ଛେଳିଗଡ଼ ସ୍ମାର୍ଟ ବିଦ୍ୟାଳୟ

ଆର.ଉଦୟଗିରି,୨୬।୬(ଡି.ଏନ୍‌.ଏ.): ୫-ଟି ବିଦ୍ୟାଳୟ ନାମରେ ରାଜ୍ୟ ସରକାର ବିଦ୍ୟାଳୟଗୁଡିକୁ ରୂପାନ୍ତରିତ କରି ଛାତ୍ରୀଛାତ୍ରଙ୍କ ବିକାଶ ଉଦ୍ଦେଶ୍ୟରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ମନୋବୃତ୍ତି ଯୋଗୁ ଅବ୍ୟବସ୍ଥା ମଧ୍ୟରେ ବିଦ୍ୟାଳୟ ଚାଲୁଥିବା ବେଳେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାର…

କୃଷ୍ଣସାଗର ଡାହାଣ କେନାଲ ମରାମତି କରୁଛି ଆନ୍ଧ୍ର

ପାରଳାଖେମୁଣ୍ଡି,୨୫ା୬(ଡି.ଏନ୍‌.ଏ.): ଗଜପତି ଜିଲାରେ ପୁଣି ଆନ୍ଧ୍ର ଅନୁପ୍ରବେଶ କରି ନିଜର ଦାଦାଗିରି ଦେଖାଇଛି। ଚଳିତଥର କୃଷ୍ଣ ସାଗର ଡାହାଣ କେନାଲରେ ଜଳ ଲୁଟି ନେବାକୁ ମସୁଧା କରିଛି। ଗୋଷାଣୀ ବ୍ଲକର ଜଙ୍ଗଲପାଡୁ ନିକଟରେ ଥିବା କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ଆନ୍ଧ୍ର ପ୍ରଶାସନର…

କ୍ରଶରରୁ ଚୋରି କରି ବନ୍ଧା ହେଲେ ୭ ଅଭିଯୁକ୍ତ

ପାରଳାଖେମୁଣ୍ଡିି,୨୩ା୬(ଡି.ଏନ୍‌.ଏ.): ମୋହନା ଥାନା ବନ୍ଧାଗୁଡା ଗାଁରେ ଥିବା ଏକ କ୍ରଶରରୁ ଚୋରି ଅଭିଯୋଗରେ ପୋଲିସ ୭ ଜଣଙ୍କୁ ଗିରଫ କରିଛି l ସେମାନେ ହେଲେ ବନ୍ଧାଗୁଡା ଗାଁର ଅଜିତ ନାୟକ, ସେବାସ୍ତିଆନ ନାୟକ, ସୁନୀଲ ନାୟକ, ସାଇମନ ନାୟକ, ଅଭିନାଶ ନାୟକ,…

ବିକାଶ ଅପେକ୍ଷାରେ ମାନ୍ଦ୍ରାବାଜୁ ଗାଁ

ଆର.ଉଦୟଗିରି,୨୩ା୬(ଡି.ଏନ.ଏ.): ମୋହନା ବ୍ଲକ ରାଇପଙ୍କା ପଞ୍ଚାୟତ ମାନ୍ଦ୍ରାବାଜୁ ଗ୍ରାମରେ ବିକାଶ ଅପହଞ୍ଚ। ଏବେ ବି ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଭଳି ମୌଳିକ ସୁବିଧାରୁ ଗ୍ରାମବାସୀ ବଞ୍ଚିତ ହେଉଛନ୍ତି। କେବଳ ରାସ୍ତା ନିର୍ମାଣକୁ ବାଦ ଦେଲେ ଅନ୍ୟ କୌଣସି ସରକାରୀ ଯୋଜନା ଲୋକଙ୍କ…

ଗଜପତିରେ ପେଟ୍ରୋଲ ଡିଜେଲ ଅଭାବ

ପାରଳାଖେମୁଣ୍ଡି,୨୩ା୬(ଡି.ଏନ୍‌.ଏ.)- ଗଜପତି ଜିଲାର ବିଭିନ୍ନ ସ୍ଥାନରେ ପେଟ୍ରୋଲ ଡିଜେଲର ଅଭାବ ପରିଲିକ୍ଷିତ ହେଉଛି। ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହର ବ୍ୟତୀତ ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଥିବା ପେଟ୍ରୋଲ ପମ୍ପ ଗୁଡିକ ଦିନେ ଖୋଲିଲେ ଦୁଇ ଦିନ ବନ୍ଦ ରହୁଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri