ଗଜପତି

ଟ୍ରକ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ପାରଳାଖେମୁଣ୍ଡି,୯।୭(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗାରବନ୍ଧ ଥାନା ଅଧୀନ ସାରିଆପଲ୍ଲୀ ଗ୍ରାମ ନିକଟରେ ଏକ ଟ୍ରକ ଧକ୍କାରେ ଜଣେ ଗାଡି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଇଠଡା ଗ୍ରାମର ଟି.ସିମାଞ୍ଚଳମ୍‌(୫୨)। ମିଳିଥିବା ସୂଚନା ମୁତାବକ, ଟି.ସିମାଞ୍ଚଳମ ଗାରବନ୍ଧ…

୩ ଅଭିଯୁକ୍ତଙ୍କୁ ଆଶ୍ୱସ୍ତି

ପାରଳାଖେମୁଣ୍ଡି,୮ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ମୃତ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀ, ପୂର୍ବତନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌…

ମୋହନାରେ ଆବାସ ଯୋଜନା କେଳେଙ୍କାରୀ

ମୋହନା,୭ା୭(ମନ୍ମଥ ମିଶ୍ର)ସରକାର ଆବାସ ଯୋଜନାରେ ଅସହାୟ ଗରିବ ପରିବାରଙ୍କୁ ପକ୍କା ଘର ଯୋଗାଉଛନ୍ତି। ହେଲେ କିଛି ଅସାଧୁ ନେତା ଓ କର୍ମଚାରୀଙ୍କ ପାଇଁ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚତ୍ ପାରୁନଥିବା ଅଭିଯୋଗ ହେଉଛି। ଆବାସ ନିର୍ମାଣ ନାମରେ ହିତାଧିକାରୀଙ୍କ ଅର୍ଥକୁ…

ଗୁମ୍ମା ମିନି ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ ନିମ୍ନମାନର

ପାରଳାଖେମୁଣ୍ଡି,୩ା୭(ଗିରିଧାରୀ ପରିଚ୍ଛା): ସରକାର ଉପାନ୍ତ ଅଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟବରାଦ କରୁଥିବା ବେଳେ ଅଞ୍ଚଳର ବିକାଶ ନାଁରେ ହରିଲୁଟ ଚାଲିଛି। ଗଜପତି ଜିଲା ଗୁମ୍ମା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ପରିଚିତ।…

ମିସ୍‌ ଇଣ୍ଡିଆ କନିଷ୍ଠ ପ୍ରତିଯୋଗିତାରେ ଓଡ଼ିଆ ଝିଅ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା),୧ା୭: ଗ୍ଲାମର ଦୁନିଆରେ ଓଡ଼ିଆ ଝିଅଙ୍କ କମାଲ। ମିସ୍‌ ଇଣ୍ଡିଆ କନିଷ୍ଠ ପ୍ରତିଯୋଗିତାରେ ମନ ଜିଣିଲେ ଗଜପତି ଜିଲା ପାରଳାଖେମୁଣ୍ଡି ନୂଆ ନଡିଆତୋଟା ସାହିର ପାୟଲ ପାତ୍ର। ଷ୍ଟାର ଏଣ୍ଟରଟେନ୍‌ମେଣ୍ଟ ଜାତୀୟ ସ୍ତରରେ ଗତ ଡିସେମ୍ବରଠାରୁ ଆରମ୍ଭ ହୋଇଛି ମିସ୍‌…

ଟ୍ରକ ସହ ୪୮୦ କେଜି ଗଞ୍ଜେଇ ଜବତ, ୪ ଗିରଫ

ବ୍ରହ୍ମପୁର,୩୦।୬ (ସୁବାସ ଚନ୍ଦ୍ର ପାଢ଼ୀ): ଗଜପତିରୁ ହ୍ମପୁର ଦେଇ ଗଞ୍ଜେଇ ଚୋରାଚାଲାଣ ହେଉଥିବା ନେଇ ଅବକାରୀ ଗୁଇନ୍ଦା ନିକଟରେ ଖବର ପହଞ୍ଚିଥିଲା। ଡେପୁଟି ସୁପରଟେଣ୍ଡେଣ୍ଟ କୁବେର ସେଠୀଙ୍କ ନେତୃତ୍ୱରେ ଏକ ଟିମ ଗଠନ ହୋଇଥିଲା। ୪ ଘଣ୍ଟାର ଅପରେଶନରେ ଉକ୍ତ ଟିମ…

ଟମାଟୋ କିଣିବାକୁ ଡର, କିଲୋ ୧୦୦ରୁ ଅଧିକ

ପାରଳାଖେମୁଣ୍ଡି,୩୦ା୬(ଗିରିଧାରୀ ପରିଛା): ବଢୁଛି ପରିବା ଦର। ଅତିଷ୍ଠ ହେଉଛନ୍ତି ସାଧାରଣ ଲୋକେ। ନିମ୍ନ ଓ ମଧ୍ୟବିତ୍ତ ପରିବାରର ଲୋକେ ପରିବା କିଣିବା ଆଗରୁ ଦଶ ଥର ଭାବୁଛନ୍ତି। ପାରଳାଖେମୁଣ୍ଡି ସହରରେ ଟମାଟୋ ଦର ୧୦୦ ଟଙ୍କା ପାର କରିଛି। ମାସକ ତଳେ…

ଜି.ଉଦୟଗିରି ବନାଞ୍ଚଳରେ ହାତୀ ଉପଦ୍ରବ

ଜି.ଉଦୟଗିରି,୨୬ା୬(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେବ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ୧୭ ଟିକିଆ ହାତୀ ପଲ ବନବିଭାଗ ଓ କେତେକ ଗ୍ରାମବାସୀଙ୍କ ନିଦ ହଜାଇ ଦେଲେଣି। ଏଇ ହାତୀପଲ ଜି.ଉଦୟଗିରି କଳିଙ୍ଗା ମଝିରେ ଥିବା…

ଚିନ୍ତାରେ ଓଟିଇଟି ପରୀକ୍ଷାର୍ଥୀ

ପାରଳାଖେମୁଣ୍ଡି,୨୬ା୬ (ଗିରିଧାରୀ ପରିଛା): ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଆୟୋଜିତ ଓଟିଇଟି ପରୀକ୍ଷାକୁ ନେଇ ଏବେ ଚିନ୍ତାରେ ପଡ଼ିଛନ୍ତି ବହୁ ପରୀକ୍ଷାର୍ଥୀ। ଗୋଟିଏ ଦିନରେ ୨ଟି ପେପର ପାଇଁ ପରୀକ୍ଷା ହେବାକୁ ଯାଉଥିବା ବେଳେ ପରୀକ୍ଷା କେନ୍ଦ୍ର ଭିନ୍ନ ଭିନ୍ନ ସହରରେ…

ଅର୍ଥ ଉପାର୍ଜନ ଲାଗି ବିପଦରେ ଶିଶୁ

ପାରଳାଖେମୁଣ୍ଡି,୨୫।୬(ପାରଳାଖେମୁଣ୍ଡି):ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ପବିତ୍ର ରଥ ଯାତ୍ରା ଉପଲକ୍ଷେ ବିଭିନ୍ନ ଜାକଜକମ ସାମଗ୍ରୀ ଠାରୁ ଆରମ୍ଭ କରି ମୀନାବଜାର, ବିଭିନ୍ନ ଦୋକାନମାନ ଖୋଲାଯାଇଛି। ସେହିପରି ରାଜ୍ୟ ବାହାରୁ ଆସିଥିବା ବିଭିନ୍ନ ଲୋକେ ନାନା ଉପାୟରେ ଅର୍ଥ ଉପାର୍ଜନ…

କୃଷିବିଜ୍ଞାନ କେନ୍ଦ୍ର ପରିସରରେ ୭ ମଇଁଷି ମୃତ

ଆର.ଉଦୟଗିରି,୨୩ା୬(ମନୋଜ କୁମାର ପାଢୀ)-ଆର.ଉଦୟଗିରିରେ ଥିବା ଜିଲା କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ୭ଟି ମଇଁଷିଙ୍କ ମୃତ୍ୟୁ ହୋଇଛି। ମୋହନ ପଲେଇ ଓ ତିଲ ପଲେଇଙ୍କ ଏହି ମଇଁଷିଗୁଡିକ କୌଣସି କୀଟନାଶକ ଖାଇ ଦେଇଥିବା ସନ୍ଦେହ କରାଯାଇଛି। କୃଷୀ ବିଜ୍ଞାନ କେନ୍ଦ୍ର ପରିସରରେ…

ପାଣି ପାଇଁ ଡହଳବିକଳ ଆତରସିଂବାସୀ

ଆର.ଉଦୟଗିରି,୨୩ା୬(ମନୋଜ କୁମାର ପାଢ଼ୀ): ଗଜପତି ଜିଲାର ଅନେକ ଅଞ୍ଚଳରେ ପିଇବା ପାଣିର ଘୋର ଅଭାବ ପରିଲକ୍ଷିତ ହେଉଛି। ଆର.ଉଦୟଗିରି ଥାନା ଆତରସିଂ ଗ୍ରାମରେ ଉତ୍କଟ ଜଳାଭାବ ଦେଖାଦେଇଛି। ମହିଳାମାନେ ଗ୍ରାମଠାରୁ କିଛି ଦୂରରେ ଥିବା ଝରଣା ଓ ସନ୍ତସନ୍ତିଆ ଜାଗାରୁ ପିଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?