ଗଜପତି

ସମ୍ପୂର୍ଣ୍ଣ ହେଉନି କାଶୀନଗର ଏନ୍‌ଏସିର ଅଧୁରା କାମ

କାଶୀନଗର,୨।୬: ଗଜପତି ଜିଲାର ଦ୍ୱିତୀୟ ସହର ଏକମାତ୍ର ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନର ୪୭ ବର୍ଷ ପୂର୍ତ୍ତି ହେଲାଣି। ତଥାପି ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚତ୍ତ। ଏଠାରେ ନିଜସ୍ବ ଏନ୍‌ଏସି କାର୍ଯ୍ୟାଳୟ ନାହିଁ। ଟାଉନ ହଲ୍‌, ପାର୍କ ଓ ବସ୍‌ଷ୍ଟାଣ୍ଡ ନାହିଁ। ଏନ୍‌ଏସିର…

ରଥ ନିର୍ମାଣ ପ୍ରସ୍ତୁତି ଜୋରଦାର

ପାରଳାଖେମୁଣ୍ଡି,୨୯।୫(ଡି.ଏନ୍‌.ଏ.): ରଥ ଯାତ୍ରା ଲାଗି ତିନି ରଥ ପ୍ରସ୍ତୁତି ଜୋରଦାର କରାଯାଇଛି। ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିର ପ୍ରସିଦ୍ଧ ରଥଯାତ୍ରା କୋଭିଡ କଟକଣା ଲାଗି ୨ବର୍ଷ ବନ୍ଦ ଥିବା ବେଳେ ଚଳିତ ବର୍ଷ ପାରମ୍ପାରିକ ରୀତିନୀତି ଅନୁଯାଇ ଅନୁଷ୍ଠିତ ହେବାକୁ…

ଘାଟିରେ ଓଲଟିଲା ଅଟୋ

ଆର,ଉଦୟଗିରି,୨୭ା୫(ଡି.ଏନ୍‌.ଏ.)-ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଗୁଣ୍ଡିମା ଆଦର୍ଶ ବିଦ୍ୟାଳୟରୁ ଏକ ଅଟୋ ଯୋଗେ କେତେଜଣ ଛାତ୍ରୀ ମୋହନା ଫେରୁଥିବା ବେଳେ ଭାରସାମ୍ୟ ହରାଇ ଅଟୋଟି ଲୁଦୁପଙ୍କା ଘାଟି ନିକଟରେ ଓଲଟି ପଡିଥିଲା। ଫଳରେ ୪ ଜଣ ଛାତ୍ରୀ ଆହତ ହୋଇଥିବା ବେଳେ ଜଣଙ୍କର…

ମୌଳିକ ସୁବିଧାରୁ ବଞ୍ଚିତ ନିଲ୍ଡିକ୍ଲିଆ ଗ୍ରାମବାସୀ

ଆର.ଉଦୟଗିରି/ପାରଳାଖେମୁଣ୍ଡି, ୨୬।୫(ଡି.ଏନ.ଏ.): ଗଜପତି ଜିଲା ମୋହନା ବ୍ଲକ ଡମ୍ବଗୁଡା ଗ୍ରାମ ପଞ୍ଚାୟତର ନିଲ୍ଡିକ୍ଲିଆ ଗ୍ରାମରେ ପହଞ୍ଚି ପାରୁନି ମୌଳିକ ସୁବିଧା। ସରକାରଙ୍କ ମାଳ ମାଳ ଯୋଜନା ଏଠି ବାଟବଣା ହୋଇ ଅଧା ରାସ୍ତାରୁ ଫେରି ଯାଉଛି। ରାସ୍ତା, ପାନୀୟ ଜଳ, ବିଜୁଳି କୁହନ୍ତୁ…

ପାର୍କିଂରେ ଥିବା ୫ କାର୍‌ ଜାଳିଦେଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୨୩ା୫(ଡି.ଏନ୍‌.ଏ.): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଟାଉନହଲ ପରିସର ପାର୍କିଂରେ ନିଆଁ ଲାଗି ଏଠାରେ ରଖାଯାଇଥିବା ୫ଟି କାର୍‌ ସମ୍ପୂର୍ଣ୍ଣ ଜଳିଯାଇଛି। ଅଧିକାଂଶ କାର୍‌ ଅଧା ଜଳିଯାଇଛି। ନିଆଁ ଲାଗିବାର କାରଣ ବର୍ତ୍ତମାନ ଯାଏ ଅସ୍ପଷ୍ଟ ରହିଛି। ପାରିପାର୍ଶ୍ୱିକ ସ୍ଥିତିକୁ…

ପ୍ରଶାସନର ହସ୍ତକ୍ଷେପରେ ହଟାଗଲା ବାଉଁଶ ବାଡ଼

ପାରଳାଖେମୁଣ୍ଡି,୧୯।୫(ଡି.ଏନ୍‌.ଏ.): ଗୋଷାଣୀ ବ୍ଲକ ଅନ୍ତର୍ଗତ ରଣଦେବୀ ଛକ ନିକଟ ମୁଖ୍ୟରାସ୍ତା ଉପରେ ଗତ କିଛି ଦିନ ହେଲା ଜଣେ ବ୍ୟକ୍ତି ନିଜ ଜାଗା ବୋଲି ଦର୍ଶାଇ ରାସ୍ତାକୁ ଲାଗି ବାଉଁଶ ବାଡ ବେଡି ଦେଇଥିଲେ। ବୁଧବାର ଗଜପତି ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ…

ବୃନ୍ଦାବନ ପ୍ୟାଲେସ୍‌ ରାସ୍ତା ଅବସ୍ଥା ସୁଧୁରୁନି

ପାରଳାଖେମୁଣ୍ଡି,୧୯।୫(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରର ଐତିହାସିକ ପର୍ଯ୍ୟଟନସ୍ଥଳୀ ବୃନ୍ଦାବନ ପ୍ୟାଲେସ୍‌କୁ ଯିବା ପାଇଁ ମହେନ୍ଦ୍ରତନୟା ନଦୀ ବ୍ରିଜ୍‌ ପଟେ ଥିବା ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇଛି। ଏହି ରାସ୍ତାର ଦୁରବସ୍ଥା ସୁଧୁରିବ କେବେ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।…

ମଧ୍ୟାହ୍ନଭୋଜନ ରୋଷେଇ ପାଇଁ ସରିଛି ଏଗ୍ରିମେଣ୍ଟ: ଅର୍ଥ ଜମା କରିଥିଲେ ବି ମିଳୁନି ଦାୟିତ୍ୱ

ଆର.ଉଦୟଗିରି,୧୯।୫(ଡି.ଏନ.ଏ.):  ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ମହିଳା ସଶକ୍ତୀକରଣ ପାଇଁ ମହିଳାଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ଆଗରେ ରଖାଯାଉଛି ଏବଂ ବିଭିନ୍ନ ଯୋଜନା ଲୋକାର୍ପଣ କରିଛନ୍ତି ରାଜ୍ୟ ସରକାର। ହେଲେ ତାହାକୁ ଅଣଦେଖା କରୁଛନ୍ତି ବିଦ୍ୟାଳୟ ପ୍ରଧାନ ଶିକ୍ଷକ। ମୋହନା ବ୍ଲକ ଅଡ଼ବାର ମହିଳା…

ଗଜପତି ଅବକାରୀ ଏସ୍‌ଆଇଙ୍କ ୪ ପଦକ ହାସଲ

ପାରଳାଖେମୁଣ୍ଡି,୧୬।୫(ଡି.ଏନ୍‌.ଏ.): କର୍ନାଟକର ବେଙ୍ଗଲୁରୁଠାରେ ଅନୁଷ୍ଠିତ ପ୍ରଥମ ଜାତୀୟ ପ୍ୟାନ ଇଣ୍ଡିଆ ମାଷ୍ଟର ଗେମ୍ସରେ ଗଜପତି ଜିଲା ଅବକାରୀ ବିଭାଗର ଏସ୍‌ଆଇ କିଶୋର ଚନ୍ଦ୍ର ରଥ ଭାଗ ନେଇ ୪ ପଦକ ହାସଲ କରିଛନ୍ତି। ସେ ସ୍ବର୍ଣ୍ଣ ପଦକ ସହ ଗୋଟିଏ ରୌପ୍ୟ ଏବଂ…

ମହୁଲ ଫୁଲ ବିକି ପରିବାର ପୋଷୁଛନ୍ତି ଆଦିବାସୀ

ଆର.ଉଦୟଗିରି,୧୬।୫(ଡି.ଏନ୍‌.ଏ.): ପ୍ରକୃତିର ଋତୁ ପରିବର୍ତ୍ତନ ଅନୁଯାୟୀ ବୃକ୍ଷରାଜି ଫୁଲ ଫଳରେ ପରିବର୍ତ୍ତନ ଘଟେ। ଫଳରେ ଋତୁ ଅନୁଯାୟୀ ଏବେ ମହୁଲ ଫୁଲର ବାସ୍ନାରେ ମହକୁଛି ପ୍ରକୃତି। ଆଉ ସେହି ମହୁଲ ଫୁଲ ମଧ୍ୟ ଆଦିବାସୀଙ୍କୁ ଦେଉଛି ଜୀବିକା। ହେଲେ ବିକ୍ରି ପାଇଁ…

ମହୁଲ ଫୁଲ ବିକି ପରିବାର ପୋଷୁଛନ୍ତି ଆଦିବାସୀ

ଆର.ଉଦୟଗିରି,୧୬ା୫(ଡି.ଏନ୍‌.ଏ.): ପ୍ରକୃତିର ଋତୁ ପରିବର୍ତ୍ତନ ଅନୁଯାୟୀ ବୃକ୍ଷରାଜି ଫୁଲ ଫଳରେ ପରିବର୍ତ୍ତନ ଘଟେ। ଫଳରେ ଋତୁ ଅନୁଯାୟୀ ଏବେ ମହୁଲ ଫୁଲର ବାସ୍ନାରେ ମହକୁଛି ପ୍ରକୃତି। ଆଉ ସେହି ମହୁଲ ଫୁଲ ମଧ୍ୟ ଆଦିବାସୀଙ୍କୁ ଦେଉଛି ଜୀବିକା। ହେଲେ ବିକ୍ରି ପାଇଁ…

ଉଚ୍ଚକର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶକୁ ମାନୁନି ଜିଲା ଶିକ୍ଷାବିଭାଗ: ପୁନର୍ବାସ ଯୋଜନାରେ ନିଯୁକ୍ତି ଦିଆଯାଇ ନ ଥିବା ଅଭିଯୋଗ

ପାରଳାଖେମୁଣ୍ଡି,୧୫।୫(ଡି.ଏନ୍‌.ଏ.): ସରକାରୀ କଳରେ ଚାକିରିଆଙ୍କ ସ୍ଥାୟୀତ୍ୱ ଓ ଚାକିରି ସମୟରେ ମୃତ୍ୟୁ ଘଟିଲେ ପରିବାରର ଜଣେ ସଦସ୍ୟଙ୍କୁ ଯେଉଁ ବିଭାଗରେ ଚାକିରି କରୁଥିବେ ସେହି ବିଭାଗରେ ଯୋଗ୍ୟତା ଅନୁସାରେ ଚାକିରି ଦେବା ସର୍ଭିସ କୋଡ଼ରେ ନିୟମ ରହିଛି। ହେଲେ ସେହି ନିୟମ ଅନୁଯାୟୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri