ଗଜପତି

ଅବ୍ୟବସ୍ଥା ଘେରରେ ଛେଳିଗଡ଼ ସ୍ମାର୍ଟ ବିଦ୍ୟାଳୟ

ଆର.ଉଦୟଗିରି,୨୬।୬(ଡି.ଏନ୍‌.ଏ.): ୫-ଟି ବିଦ୍ୟାଳୟ ନାମରେ ରାଜ୍ୟ ସରକାର ବିଦ୍ୟାଳୟଗୁଡିକୁ ରୂପାନ୍ତରିତ କରି ଛାତ୍ରୀଛାତ୍ରଙ୍କ ବିକାଶ ଉଦ୍ଦେଶ୍ୟରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ମନୋବୃତ୍ତି ଯୋଗୁ ଅବ୍ୟବସ୍ଥା ମଧ୍ୟରେ ବିଦ୍ୟାଳୟ ଚାଲୁଥିବା ବେଳେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧାର…

କୃଷ୍ଣସାଗର ଡାହାଣ କେନାଲ ମରାମତି କରୁଛି ଆନ୍ଧ୍ର

ପାରଳାଖେମୁଣ୍ଡି,୨୫ା୬(ଡି.ଏନ୍‌.ଏ.): ଗଜପତି ଜିଲାରେ ପୁଣି ଆନ୍ଧ୍ର ଅନୁପ୍ରବେଶ କରି ନିଜର ଦାଦାଗିରି ଦେଖାଇଛି। ଚଳିତଥର କୃଷ୍ଣ ସାଗର ଡାହାଣ କେନାଲରେ ଜଳ ଲୁଟି ନେବାକୁ ମସୁଧା କରିଛି। ଗୋଷାଣୀ ବ୍ଲକର ଜଙ୍ଗଲପାଡୁ ନିକଟରେ ଥିବା କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ଆନ୍ଧ୍ର ପ୍ରଶାସନର…

କ୍ରଶରରୁ ଚୋରି କରି ବନ୍ଧା ହେଲେ ୭ ଅଭିଯୁକ୍ତ

ପାରଳାଖେମୁଣ୍ଡିି,୨୩ା୬(ଡି.ଏନ୍‌.ଏ.): ମୋହନା ଥାନା ବନ୍ଧାଗୁଡା ଗାଁରେ ଥିବା ଏକ କ୍ରଶରରୁ ଚୋରି ଅଭିଯୋଗରେ ପୋଲିସ ୭ ଜଣଙ୍କୁ ଗିରଫ କରିଛି l ସେମାନେ ହେଲେ ବନ୍ଧାଗୁଡା ଗାଁର ଅଜିତ ନାୟକ, ସେବାସ୍ତିଆନ ନାୟକ, ସୁନୀଲ ନାୟକ, ସାଇମନ ନାୟକ, ଅଭିନାଶ ନାୟକ,…

ବିକାଶ ଅପେକ୍ଷାରେ ମାନ୍ଦ୍ରାବାଜୁ ଗାଁ

ଆର.ଉଦୟଗିରି,୨୩ା୬(ଡି.ଏନ.ଏ.): ମୋହନା ବ୍ଲକ ରାଇପଙ୍କା ପଞ୍ଚାୟତ ମାନ୍ଦ୍ରାବାଜୁ ଗ୍ରାମରେ ବିକାଶ ଅପହଞ୍ଚ। ଏବେ ବି ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଭଳି ମୌଳିକ ସୁବିଧାରୁ ଗ୍ରାମବାସୀ ବଞ୍ଚିତ ହେଉଛନ୍ତି। କେବଳ ରାସ୍ତା ନିର୍ମାଣକୁ ବାଦ ଦେଲେ ଅନ୍ୟ କୌଣସି ସରକାରୀ ଯୋଜନା ଲୋକଙ୍କ…

ଗଜପତିରେ ପେଟ୍ରୋଲ ଡିଜେଲ ଅଭାବ

ପାରଳାଖେମୁଣ୍ଡି,୨୩ା୬(ଡି.ଏନ୍‌.ଏ.)- ଗଜପତି ଜିଲାର ବିଭିନ୍ନ ସ୍ଥାନରେ ପେଟ୍ରୋଲ ଡିଜେଲର ଅଭାବ ପରିଲିକ୍ଷିତ ହେଉଛି। ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହର ବ୍ୟତୀତ ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଥିବା ପେଟ୍ରୋଲ ପମ୍ପ ଗୁଡିକ ଦିନେ ଖୋଲିଲେ ଦୁଇ ଦିନ ବନ୍ଦ ରହୁଛି ।…

ମରଣଯନ୍ତା ପାଲଟିଛି ମୁକୁଳା ଡ୍ରେନ୍‌

ପାରଳାଖେମୁଣ୍ଡି,୨୩ା୬(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ମୁଖ୍ୟ ରାସ୍ତା ନିର୍ମାଣ କାର୍ଯ୍ୟ ଅନେକ ଦିନ ହେବ ଆରମ୍ଭ ହୋଇଥିବା ସତ୍ତ୍ୱେ ସମାପ୍ତ ହୋଇପାରୁନାହିଁ। ଫରେଷ୍ଟ ଗେଟ୍‌ଠାରୁ ପୁରୁଣା କୋର୍ଟ ଏବଂ ପୁରୁଣା କୋର୍ଟଠାରୁ ମୁଖ୍ୟ ଚିକିତ୍ସାଳୟ ଛକ ପ୍ରାୟ ୭ କିମି ରାସ୍ତା ମଧ୍ୟରୁ ଫରେଷ୍ଟ ଗେଟ୍‌ଠାରୁ…

ବୁବୁ ପଣ୍ଡା ହତ୍ୟା ମାମଲା: ପ୍ରମାଣ ଅଭାବରୁ ୧୦ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୨ା୬: ଅତିରିକ୍ତ ଜିଲା ଜଜ୍‌ (ଏଡିଜେ)- ୧ ସଂଘମିତ୍ରା ଶର୍ମା ବହୁ ଚର୍ଚ୍ଚିତ ରଣ୍ଡାର ବୁବୁ ଓରଫ ଗଣେଶ ପଣ୍ଡା ହତ୍ୟା ମାମଲାର ବୁଧବାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୧୦ ଜଣ ଅଭିଯୁକ୍ତଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।…

କଳାକନା ବୁଲାଇଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି:୨୨।୬(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଶ୍ୟାମ ନଗରରେ ମଙ୍ଗଳବାର ରାତିରେ ଚୋରି ହୋଇଛି। ପ୍ରକାଶ ଚୌଧୁରୀଙ୍କ ଘରେ କେହି ନ ଥିବା ସୁଯୋଗ ନେଇ ତାଲା ଭାଙ୍ଗି ସୁନାଗହଣା, ଟଙ୍କା ସହ ମୂଲ୍ୟବାନ ଇଲେଟ୍ରୋନିକ୍‌ ସାମଗ୍ରୀ ଦୁର୍ବୃତ୍ତ ଲୁଟି ନେଇଥିବା ଅଭିଯୋଗ…

ଭାଲୁ ଆକ୍ରମଣରେ ୨ ମୃତ, ୫ ଗୁରୁତର

ପାରଳାଖେମୁଣ୍ଡି,୨୨ା୬(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ସୀମାନ୍ତରେ ଭାଲୁ ଆକ୍ରମଣରେ ଦୁଇ ଦିନରେ ୨ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଆହତ ହୋଇଛନ୍ତି। ମୃତକମାନଙ୍କ ପରିଚୟ ମିଳିନଥିବା ବେଳେ ସେମାନେ ପଲାସା ଅଞ୍ଚଳର ବୋଲି ଜଣାପଡ଼ିଛି। ଆନ୍ଧ୍ର ବନ ବିଭାଗ…

ଲୋକଙ୍କ ସେବାରେ ଆସୁନି ସ୍ବଚ୍ଛ ପାନୀୟ ଜଳ ଯୋଗାଣ

ନୂଆଗଡ଼,୨୦।୬: ନୂଆଗଡ଼ ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଥିବା ବେଳେ ଏଠାରେ ବିଭିନ୍ନ ସ୍ଥାନରେ ମେଶିନ ଲଗାଇ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ସେବା ସ୍ଥାପନ କରାଯାଇଥିଲା। ବର୍ତ୍ତମାନ ରକ୍ଷଣାବେକ୍ଷଣ ଅଭାବରୁ ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ଅଚଳ ଅବସ୍ଥାରେ ପଡ଼ିରହିଥିବାରୁ…

ପାଣି, ରାସ୍ତା ପାଇଁ ମୁନିସିଙ୍ଗିବାସୀ ହନ୍ତସନ୍ତ

ଆର.ଉଦୟଗିରି,୧୯ ।୬(ଡି.ଏନ.ଏ.): ଆର.ଉଦୟଗିରି ବ୍ଲକ ଛେଳିଗଡ଼ ପଞ୍ଚାୟତ ନିକଟସ୍ଥ ୱାର୍ଡ ନଂ ୧ ମୁନିସିଙ୍ଗି ଗ୍ରାମ ଅବହେଳିତ ହୋଇରହିଛି। ଗାଁରେ ପାନୀୟ ଜଳ ଓ ରାସ୍ତା ସୁବିଧା ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଠାରେ…

କୋଟିଏ ଟଙ୍କାର ଗଞ୍ଜେଇ ଛାଡି ବ୍ୟବସାୟୀ ଚମ୍ପଟ

ଆର.ଉଦୟଗିରି,୧୬।୬(ଡି.ଏନ.ଏ.): ଗଜପତି ଏସ୍‌ପି ଜୟରାମ ଶତପଥୀଙ୍କ ନିର୍ଦ୍ଦେଶ କ୍ରମେ ଅଡବା ଥାନା ଅଧିକାରୀ ଏବଂ ତାଙ୍କ ଟିମ୍‌ ରାତିରେ ପାଟ୍ରୋଲିଂ କରୁଥିବା ବେଳେ ୧୦ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛନ୍ତି। ପାଟ୍ରୋଲିଂ ଟିମ୍‌ ଝରଣପୁର ଛକ ନିକଟରେ ଏକ ଗାଡ଼ି (ନଂ.ଓଡ଼ି୦୭ପି୩୪୫୧)କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri