ଗଜପତି

ଆମ ଶୌଚାଳୟରେ ତାଲା, ଅସନ୍ତୋଷ ବୃଦ୍ଧି

ନୂଆଗଡ଼,୧୩।୬: ଗଜପତି ଜିଲା ନୂଆଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆମ ଶୌଚାଳୟ ଲୋକଙ୍କ ସୁବିଧା ଲାଗି ନିର୍ମାଣ କରାଯାଇଛି। ଏହା ୨୦୨୦ ନଭେମ୍ବର ୨୫ ତାରିଖରେ ଲୋକାର୍ପିତ ହୋଇଛି। ହେଲେ ଏହି ଶୌଚାଳୟଟି ଲୋକାର୍ପିତ ଦିନଠାରୁ ୨ବର୍ଷ ପୂରିବାକୁ ଯାଉଥିଲେ…

ବିଭିନ୍ନ ଦାବିରେ ରେଳରୋକୋ

ପାରଳାଖେମୁଣ୍ଡି,୧୦ା୬(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ରେଳ ଷ୍ଟେଶନରେ ଶୁକ୍ରବାର ସକାଳୁ ସ୍ଥାନୀୟ ଲୋକେ ବିଭିନ୍ନ ଦାବି ନେଇ ରେଳରୋକୋ କରିଛନ୍ତି। ଦାବିଗୁଡ଼ିକ ମଧ୍ୟରେ ଷ୍ଟେଶନର ଦୋହରୀକରଣ, ପାନୀୟ ଜଳ ବ୍ୟବସ୍ଥା, ଷ୍ଟେଶନରେ ପ୍ରେକ୍ଷାଳୟ ବ୍ୟବସ୍ଥା ଆଦି ଅନ୍ତର୍ଭୁକ୍ତ। ୩୦ ମିନିଟ୍‌ ଧରି…

ସମବାୟ ସହରାଞ୍ଚଳ ବ୍ୟାଙ୍କ ନିର୍ବାଚନ: ୧୫ ନିର୍ଦ୍ଦେଶକ ପଦବୀରୁ ୬ ନିର୍ଦ୍ୱନ୍ଦ୍ୱ

ପାରଳାଖେମୁଣ୍ଡି,୯ା୬(ଡି.ଏନ୍‌.ଏ.): ଗଜପତି ସମବାୟ ସହରାଞ୍ଚଳ ବ୍ୟାଙ୍କ ଲିଃ. ପାରଳାଖେମୁଣ୍ଡିର ୧୫ଟି ନିର୍ଦ୍ଦେଶକ ପଦବୀ ନିମନ୍ତେ ୨୫ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ସେଥିମଧ୍ୟରୁ ଜୋନ ନଂ୧,୨, ୬, ୭,୧୧ ଓ ୧୫ରେ ନିର୍ଦ୍ଦେଶକ ପଦବୀ ନିମନ୍ତେ ଜଣେ ଲେଖାଏ ନାମାଙ୍କନପତ୍ର…

କାଠ ଚାଲାଣ ବେଳେ ଘାଟିରେ ଓଲଟିଲା ଟ୍ରାକ୍ଟର

ଆର.ଉଦୟଗିରି,୩।୬(ଡି.ଏନ୍‌.ଏ.): କାଠ ଚାଲାଣ ବେଳେ ଗଜପତି ଜିଲା ଅଡ଼ବା ଥାନା ପାହାଡିମା ଘାଟିରେ ଏକ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡିଛି। ଘଟଣାରେ କେହି ମୃତାହତ ହୋଇ ନ ଥିବା ବେଳେ ଘଟଣାରେ ସମ୍ପୃକ୍ତ ୨ଜଣଙ୍କୁ ବନ ବିଭାଗ ଧରିବାରେ ସଫଳ…

ଉକାରସିଂ ଗ୍ରାମରେ ପାନୀୟ ଜଳ ସଙ୍କଟ ଉତ୍କଟ

ନୂଆଗଡ଼,୨।୬: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ପାଣି ମୁନ୍ଦାଏ ପାଇଁ ଚାରିଆଡେ ହାହାକାର ଦେଖିବାକୁ ମିଳୁଛି। ଗ୍ରୀଷ୍ମ ପ୍ରକୋପ ସାଙ୍ଗକୁ ପାନୀୟ ଜଳ ସଙ୍କଟ ଏବେ ଉତ୍କଟ ହୋଇଛି। ବିଭିନ୍ନ ସ୍ଥାନରେ କୂଅ ପୋଖରୀ ଶୁଖି ଯାଉଥିବାରୁ…

ସମ୍ପୂର୍ଣ୍ଣ ହେଉନି କାଶୀନଗର ଏନ୍‌ଏସିର ଅଧୁରା କାମ

କାଶୀନଗର,୨।୬: ଗଜପତି ଜିଲାର ଦ୍ୱିତୀୟ ସହର ଏକମାତ୍ର ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନର ୪୭ ବର୍ଷ ପୂର୍ତ୍ତି ହେଲାଣି। ତଥାପି ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚତ୍ତ। ଏଠାରେ ନିଜସ୍ବ ଏନ୍‌ଏସି କାର୍ଯ୍ୟାଳୟ ନାହିଁ। ଟାଉନ ହଲ୍‌, ପାର୍କ ଓ ବସ୍‌ଷ୍ଟାଣ୍ଡ ନାହିଁ। ଏନ୍‌ଏସିର…

ରଥ ନିର୍ମାଣ ପ୍ରସ୍ତୁତି ଜୋରଦାର

ପାରଳାଖେମୁଣ୍ଡି,୨୯।୫(ଡି.ଏନ୍‌.ଏ.): ରଥ ଯାତ୍ରା ଲାଗି ତିନି ରଥ ପ୍ରସ୍ତୁତି ଜୋରଦାର କରାଯାଇଛି। ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିର ପ୍ରସିଦ୍ଧ ରଥଯାତ୍ରା କୋଭିଡ କଟକଣା ଲାଗି ୨ବର୍ଷ ବନ୍ଦ ଥିବା ବେଳେ ଚଳିତ ବର୍ଷ ପାରମ୍ପାରିକ ରୀତିନୀତି ଅନୁଯାଇ ଅନୁଷ୍ଠିତ ହେବାକୁ…

ଘାଟିରେ ଓଲଟିଲା ଅଟୋ

ଆର,ଉଦୟଗିରି,୨୭ା୫(ଡି.ଏନ୍‌.ଏ.)-ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଗୁଣ୍ଡିମା ଆଦର୍ଶ ବିଦ୍ୟାଳୟରୁ ଏକ ଅଟୋ ଯୋଗେ କେତେଜଣ ଛାତ୍ରୀ ମୋହନା ଫେରୁଥିବା ବେଳେ ଭାରସାମ୍ୟ ହରାଇ ଅଟୋଟି ଲୁଦୁପଙ୍କା ଘାଟି ନିକଟରେ ଓଲଟି ପଡିଥିଲା। ଫଳରେ ୪ ଜଣ ଛାତ୍ରୀ ଆହତ ହୋଇଥିବା ବେଳେ ଜଣଙ୍କର…

ମୌଳିକ ସୁବିଧାରୁ ବଞ୍ଚିତ ନିଲ୍ଡିକ୍ଲିଆ ଗ୍ରାମବାସୀ

ଆର.ଉଦୟଗିରି/ପାରଳାଖେମୁଣ୍ଡି, ୨୬।୫(ଡି.ଏନ.ଏ.): ଗଜପତି ଜିଲା ମୋହନା ବ୍ଲକ ଡମ୍ବଗୁଡା ଗ୍ରାମ ପଞ୍ଚାୟତର ନିଲ୍ଡିକ୍ଲିଆ ଗ୍ରାମରେ ପହଞ୍ଚି ପାରୁନି ମୌଳିକ ସୁବିଧା। ସରକାରଙ୍କ ମାଳ ମାଳ ଯୋଜନା ଏଠି ବାଟବଣା ହୋଇ ଅଧା ରାସ୍ତାରୁ ଫେରି ଯାଉଛି। ରାସ୍ତା, ପାନୀୟ ଜଳ, ବିଜୁଳି କୁହନ୍ତୁ…

ପାର୍କିଂରେ ଥିବା ୫ କାର୍‌ ଜାଳିଦେଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୨୩ା୫(ଡି.ଏନ୍‌.ଏ.): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଟାଉନହଲ ପରିସର ପାର୍କିଂରେ ନିଆଁ ଲାଗି ଏଠାରେ ରଖାଯାଇଥିବା ୫ଟି କାର୍‌ ସମ୍ପୂର୍ଣ୍ଣ ଜଳିଯାଇଛି। ଅଧିକାଂଶ କାର୍‌ ଅଧା ଜଳିଯାଇଛି। ନିଆଁ ଲାଗିବାର କାରଣ ବର୍ତ୍ତମାନ ଯାଏ ଅସ୍ପଷ୍ଟ ରହିଛି। ପାରିପାର୍ଶ୍ୱିକ ସ୍ଥିତିକୁ…

ପ୍ରଶାସନର ହସ୍ତକ୍ଷେପରେ ହଟାଗଲା ବାଉଁଶ ବାଡ଼

ପାରଳାଖେମୁଣ୍ଡି,୧୯।୫(ଡି.ଏନ୍‌.ଏ.): ଗୋଷାଣୀ ବ୍ଲକ ଅନ୍ତର୍ଗତ ରଣଦେବୀ ଛକ ନିକଟ ମୁଖ୍ୟରାସ୍ତା ଉପରେ ଗତ କିଛି ଦିନ ହେଲା ଜଣେ ବ୍ୟକ୍ତି ନିଜ ଜାଗା ବୋଲି ଦର୍ଶାଇ ରାସ୍ତାକୁ ଲାଗି ବାଉଁଶ ବାଡ ବେଡି ଦେଇଥିଲେ। ବୁଧବାର ଗଜପତି ଜିଲାପାଳ ଲିଙ୍ଗରାଜ ପଣ୍ଡାଙ୍କ…

ବୃନ୍ଦାବନ ପ୍ୟାଲେସ୍‌ ରାସ୍ତା ଅବସ୍ଥା ସୁଧୁରୁନି

ପାରଳାଖେମୁଣ୍ଡି,୧୯।୫(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରର ଐତିହାସିକ ପର୍ଯ୍ୟଟନସ୍ଥଳୀ ବୃନ୍ଦାବନ ପ୍ୟାଲେସ୍‌କୁ ଯିବା ପାଇଁ ମହେନ୍ଦ୍ରତନୟା ନଦୀ ବ୍ରିଜ୍‌ ପଟେ ଥିବା ରାସ୍ତାର ଅବସ୍ଥା ଅତି ଶୋଚନୀୟ ହୋଇଛି। ଏହି ରାସ୍ତାର ଦୁରବସ୍ଥା ସୁଧୁରିବ କେବେ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri