ଗଜପତିରେ ଅନ୍ତିମ ପର୍ଯ୍ୟାୟ ଭୋଟ୍ ଗ୍ରହଣ
ପାରଳାଖେମୁଣ୍ଡି,୨୪ା୨(ଡି.ଏନ୍.ଏ.): ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ l ପଞ୍ଚମ ପର୍ଯ୍ୟାୟରେ ଗଜପତି ଜିଲାର ଗୋଷାଣୀ ବ୍ଲକର ଦୁଇଟି ଜିଲା ପରିଷଦ ଜୋନ୍ ପାଇଁ ହେଉଛି ଭୋଟ୍ ଗ୍ରହଣ l ଗୋଷାଣୀ ବ୍ଲକରେ ୨୧…
ମତସାବ୍ୟସ୍ତ କଲେ ପାରଳାଖେମୁଣ୍ଡି ବିଧାୟକ
ପାରଳାଖେମୁଣ୍ଡି,୨୨।୨(ଡି.ଏନ୍.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଚତୁର୍ଥ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଜାରି ରହିଛି। ଗଜପତି ଜିଲାର କାଶୀନଗର ଓ ଗୁମ୍ମା ବ୍ଲକରେ ଶାନ୍ତିପୂର୍ଣ୍ଣ ଭାବରେ ଲୋକ ନିଜର ମତସାବ୍ୟସ୍ତ କରୁଛନ୍ତି। ସକାଳ ୭ ଟାରୁ ମତଦାନ ପ୍ରକ୍ରିୟା ଜାରି ରହିଥିବା ବେଳେ…
ଭୁଶୁଡ଼ିବାରେ ଲାଗିଛି ମୁଖ୍ୟ ରାସ୍ତା
ପାରଳାଖେମୁଣ୍ଡି,୨୧।୨(ଡି.ଏନ୍.ଏ.) ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ମୁଖ୍ୟରାସ୍ତା ଯଥା ଶଙ୍କୁରି ପୋଖରୀଠାରୁ ବସ୍ଷ୍ଟାଣ୍ଡ ରାସ୍ତାରେ ଥିବା ଏସାର ପେଟ୍ରୋଲ ପମ୍ପ ସମ୍ମୁଖ ରାସ୍ତା ଭୁଶୁଡ଼ିବାରେ ଲାଗିଛି। ଏଥିପ୍ରତି ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟିପଡୁନି। ବିଗତ ୪ବର୍ଷ ପୂର୍ବେ ଶଙ୍କୁରି ପୋଖରୀର ଉନ୍ନୟନ…
ଭୋଟ୍ ବର୍ଜନ କଲେ ଗ୍ରାମବାସୀ
ପାରଳାଖେମୁଣ୍ଡି,୨୦ା୨(ଡି.ଏନ୍.ଏ.): ଗଜପତି ଜିଲା ରାୟଗଡ଼ା ବ୍ଲକ ଅନ୍ତର୍ଗତ ଏଙ୍ଗାରସିଂ ପଞ୍ଚାୟତର ଜାଲ ଗ୍ରାମବାସୀ ସମୂହ ଭୋଟ୍ ବର୍ଜନ, ପଞ୍ଚାୟତ ପୂର୍ଣ୍ଣ ଗଠନ ବେଳେ ଗ୍ରାମବାସୀଙ୍କୁ ଅଣଦେଖା ନେଇ ଅସନ୍ତୁଷ୍ଟ ଓ ମୌଳିକ ସମସ୍ୟାର ସମାଧାନ ନ ହେବାରୁ ଭୋଟ୍ ବର୍ଜନ କରିଛନ୍ତି…
ବୁଥ୍ରେ ଉତ୍ତେଜନା, ମତଦାନ ବନ୍ଦ
ପାରଳାଖେମୁଣ୍ଡି,୨୦ା୨(ଡି.ଏନ୍.ଏ.): ଗଜପତି ଜିଲା ରାୟଗଡ଼ା ବ୍ଲକ ଅନ୍ତର୍ଗତ ଏସ କରଡାସିଂ ପଞ୍ଚାୟତ ମତଦାନ କେନ୍ଦ୍ରରେ ଉତ୍ତେଜନା ପ୍ରକାଶ ପାଇଛି। ଭୋଟର ତାଲିକାରେ ନାଁ ନ ଥିବାରୁ ଏହି ଉତ୍ତେଜନା ଦେଖାଦେଇଛି। ୯ ନମ୍ବର ବୁଥ୍ ଘାଟିତଳ ଗ୍ରାମର ଉତ୍ତ୍ୟକ୍ତ ଲୋକେ ମତଦାନ…
ତିନି ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ମତଦାନ
ଆର.ଉଦୟଗିରି,୧୬।୨(ଡି.ଏନ୍.ଏ): ଗଜପତି ଜିଲା ମୋହନା ବ୍ଲକର ୧୭ନମ୍ବର ୱାର୍ଡର ଧନପଙ୍କ ୱାର୍ଡରେ ୩ଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। ୧୭ନମ୍ବର ଓ୍ବାର୍ଡଟି ୩ଟି ଗ୍ରାମକୁ ନେଇ ଗଠିତ। ଏହି ୩ଟିଗ୍ରାମ ହେଲା ଧନପଙ୍କ, ଗୁନ୍ଦ୍ରିଗୁଡା, ବଢ଼େଇପୁର। ଭୋଟର ତାଲିକାରେ ୩ଟି ଗ୍ରାମ…
ମୋହନାରେ ମତଦାନ ଜାରି
ଆର.ଉଦୟଗିରି,୧୬।୨(ଡି.ଏନ୍.ଏ): ଗଜପତି ଜିଲାର ମୋହନା ବ୍ଲକରେ ପ୍ରଥମ ପର୍ଯ୍ୟାୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇଥିବା ବେଳେ ଦିନ ଗୋଟାଏରେ ଶେଷ ହେବ। ସକାଳୁ ଲମ୍ବାଲାଇନ୍ରେ ଠିଆ ହୋଇ ଶାନ୍ତି…
ଲୋକେ ପିଉଛନ୍ତି ଦୂଷିତ ପାଣି
ଆର.ଉଦୟଗିରି/ପାରଳାଖେମୁଣ୍ଡି, ୧୪ା୨(ଡି.ଏନ.ଏ.) ମୋହନା ବ୍ଲକ ଅନ୍ତର୍ଗତ ଗୁଲୁବା ପଞ୍ଚାୟତର ଦୁରିଙ୍ଗିଗୁଡା ଗ୍ରାମରେ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍ ମାରିଛି। ରାଜ୍ୟ ସରକାର ରାଜ୍ୟବାସୀଙ୍କ ହିତ ପାଇଁ ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଅନେକ ଯୋଜନା କରିଚାଲିଛନ୍ତି। କିନ୍ତୁ ଉପାନ୍ତ ଗ୍ରାମଗୁଡିକରେ ସେହି…
ଗଜପତିରେ ନିର୍ବାଚନୀ ହିଂସା: ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ
ପାରଳାଖେମୁଣ୍ଡି,୧୪ା୨(ଡି.ଏନ୍.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଶରଧାପୁର ଗ୍ରାମରେ ଦେଖାଦେଇଛି ରାଜନୈତିକ ହିଂସା। ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେଡି ସମର୍ଥିତ ସରପଞ୍ଚ ପ୍ରାର୍ଥୀଙ୍କୁ ଆକ୍ରମଣ ହୋଇଛି। ଆକ୍ରମଣରେ ଗୁରୁତର ହୋଇଛନ୍ତି ସରପଞ୍ଚ ପ୍ରାର୍ଥୀ ସିଏଚ୍ ପ୍ରସାଦ ରାଓ। ଆକ୍ରୋଶ ମୂଳକ ଭାବେ…
ଗଜପତି ଗଞ୍ଜେଇ ମାଫିଆଙ୍କ ସମ୍ପତ୍ତି ବାଜ୍ୟାପ୍ତ
ଆର.ଉଦୟଗିରି,୧୩।୨(ଡି.ଏନ.ଏ.) ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ରାଇପଙ୍କା ଗ୍ରାମର ଗଞ୍ଜେଇ ମାଫିଆ ରାଧାକାନ୍ତ ନାୟକଙ୍କ ୧ କୋଟି ୧୭ ଲକ୍ଷ ୫୭ହଜାର ୬୯୪ ଟଙ୍କାର ସମ୍ପତ୍ତିକୁ ଶନିବାର ପୋଲିସ ବାଜ୍ୟାପ୍ତ କରିଛି। ରାଇପଙ୍କା ଗ୍ରାମ ସ୍ଥିତ ସରକାରୀ ଜମିରେ ଥିବା…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ଅଭିନନ୍ଦନ
ପାରଳାଖେମୁଣ୍ଡି,୯ା୨(ଡି.ଏନ୍.ଏ.):ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିର ଯୁକ୍ତ ୨(କଳା) ପ୍ରଥମ ବର୍ଷର ଛାତ୍ର ଅଭିନନ୍ଦନ ଡି.ଲାଲ୍କୁମାର ୮ସେକେଣ୍ଡରେ ୨୮ ରାଜ୍ୟର ନାମ କହି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ ପାଇଛନ୍ତି। ପାରଳାଖେମୁଣ୍ଡି ସହର କାବିଟି ସାହି ନିବାସୀ ଅଭିନନ୍ଦନ ସ୍ଥାନୀୟ…
ଦୁଇ ଭାଇ ସରପଞ୍ଚ ପ୍ରାର୍ଥୀ
ପାରଳାଖେମୁଣ୍ଡି, ୭ା୨(ଡି.ଏନ୍.ଏ.) ଗଜପତି ଜିଲା ଗୁମ୍ମା ବ୍ଲକ ଭୁବନି ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ୨ ଭାଇଙ୍କ ସମେତ ମୋଟ ୮ ଜଣ ପ୍ରାର୍ଥୀ ହୋଇଛନ୍ତି। ଏହି ପଞ୍ଚାୟତର ଏଲିଅ ଗମାଙ୍ଗ ଓ ତାଙ୍କ ସାନଭାଇ ଯଜ୍ଞ ଗମାଙ୍ଗ ପ୍ରାର୍ଥୀ ହେବାପରେ…
Archives


