ରେଳ ଫାଟକ କଡ଼ରେ ପଡିଛି ମହିଳାଙ୍କ ମୃତଦେହ
ପାରଳାଖେମୁଣ୍ଡି,୧୬ା୧୦(ଡି.ଏନ୍.ଏ.): ପାରଳାଖେମୁଣ୍ଡି ସହର ଜଙ୍ଗମସାହି ରେଳ ଫାଟକ ନିକଟରେ ଜଣେ ମହିଳାଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଛି । ତାଙ୍କ ପରିଚୟ ମିଳିପାରି ନାହିଁ। ବ୍ରହ୍ମପୁର ଜିଆର୍ପି ଘଟଣାସ୍ଥଳରେ ପହଞ୍ଚି ନ ଥିବାରୁ ମୃତଦେହ ଘଟଣାସ୍ଥଳରେ ପଡି ରହିଥିବା ଜଣାପଡିଛି। ମହିଳା…
ପାରଳା ସହରର ରାସ୍ତା ବିପର୍ଯ୍ୟସ୍ତ, ନୀରବ ପ୍ରଶାସନ
ପାରଳାଖେମୁଣ୍ଡି,୧୫ା୧୦(ଡି.ଏନ୍.ଏ.): ପାରଳାଖେମୁଣ୍ଡି ପୌରପରିଷଦର ରାସ୍ତାଘାଟ ବିପର୍ଯ୍ୟସ୍ତ ହୋଇ ପଡ଼ିଛି। ପ୍ରଶାସନିକ ଅଧିକାରୀମାନେ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି। ଫଳରେ ଲୋକେମାନଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ରାଣୀପେଣ୍ଠରୁ ସହରରେ ପ୍ରବେଶ କଲା ମାତ୍ରେ ଖାଲଖମା ସ୍ବାଗତ କରୁଥିବା ବେଳେ ସହରର ମଧ୍ୟରେ…
ପ୍ରତିଶ୍ରୁତି ରଖିବାକୁ ଚେଷ୍ଟା କରୁଛନ୍ତି ସରକାର
ପାରଳାଖେମୁଣ୍ଡି,୧୨।୧୦(ଡି.ଏନ୍.ଏ.): ତିତ୍ଲି ମହାବାତ୍ୟାର ସେହି କାଳରାତ୍ରିକୁ ବିତିଛି ଚାରି ବର୍ଷ। ଏବେ ବି ଶିହରଣ ହୋଇଉଠେ ପ୍ରକୋପର କରାଳ ରୂପକୁ ସ୍ମରଣ କଲେ। ଜୀବନ ବଞ୍ଚାଇବାକୁ ଆଶ୍ରୟ ନେଇଥିବା ପଥର ଗୁମ୍ଫା ସହ ପାହାଡ଼ ଧସି ଅକାଳରେ ଯାଇଥିଲା ୧୬ ଜୀବନ।…
ବର୍ଷାରେ ଭୁଶୁଡ଼ିଲା କାନ୍ଥ
ପାରଳାଖେମୁଣ୍ଡି,୧୧ା୧୦(ଡି.ଏନ୍.ଏ.): ଗଜପତି ଜିଲା ମୋହନା ଅଞ୍ଚଳରେ ଲଗାଣ ବର୍ଷାରେ ଜଣେ ବ୍ୟକ୍ତିଙ୍କ ଘର କାନ୍ଥ ଭୁଶୁଡ଼ି ପଡ଼ିଛି। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କୁସୁମପଲ୍ଲୀ ଗାଁର ଲିଙ୍ଗରାଜ ନାୟକ ତାଙ୍କ ପରିବାର ସହ ଘରେ ଶୋଇଥିବା…
ଚିକିତ୍ସାରେ ଅବହେଳାରୁ ଶିଶୁଙ୍କ ମୃତ୍ୟୁ ଅଭିଯୋଗ, ହସ୍ପିଟାଲରେ ଉତ୍ତେଜନା
ଗଜପତି,୧୧।୧୦: ଗଜପତି ଜିଲା ପାରଳାଖେମୁଣ୍ଡି ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ଏନେଇ ହସ୍ପିଟାଲରେ ପରିସରରେ ଉତ୍ତେଜନା ପରିସ୍ଥତି ସୃଷ୍ଟି ହୋଇଛି। ଡାକ୍ତର ନ ଥିବାରୁ ନର୍ସଙ୍କ ଦ୍ବାରା ଶିଶୁଙ୍କୁ ଚିକିତ୍ସା କରାଯାଇଥିଲା। ଫଳରେ…
ଏନ୍ଏଚ୍ଆର୍ସିଙ୍କ ରିପୋର୍ଟ ତଲବ: ସ୍ତ୍ରୀଙ୍କ ଏତଲା ଆଧାରରେ ମାମଲା ରୁଜୁ
ଆର୍.ଉଦୟଗିରି,୧୦ା୧୦(ଡି.ଏନ୍.ଏ.)-ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଦାଦନ ଶ୍ରମିକ ଶାଙ୍କ ମୁର୍ମୁଙ୍କ ଗୋଡ଼ ହାତ କଟା ଘଟଣାର ଦୀର୍ଘଦିନ ପରେ ପୋଲିସ ଥାନାରେ ମାମଲା ରୁଜୁ କରିଛି। ଶାଙ୍କଙ୍କ ସ୍ତ୍ରୀ ସୁଶୀଳା ମୁର୍ମୁଙ୍କ ଏତଲା ଆଧାରରେ ଅଡବା ପୋଲିସ ମାମଲା…
ଶିଶୁପୁତ୍ର ଜନ୍ମର ୭ ଦିନ ପରେ ମା’ ମୃତ
ଆର୍.ଉଦୟଗିରି,୧୦ା୧୦(ଡି.ଏନ୍.ଏ.)-ଗଜପତି ଜିଲା ମୋହନା ବ୍ଲକ ମଳାସପଦର ପଞ୍ଚାୟତ ଦୁର୍ଗମ ଯାମଲିଙ୍ଗ ଗାଁରେ ଶିଶୁପୁତ୍ରକୁ ଜନ୍ମ କରିବାର ୭ଦିନ ପରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ହେଲେ ଶିଶୁର ଯତ୍ନ ଓ ଲାଳନପାଳନ କରିବା ବାପାଙ୍କ ପାଇଁ ସମ୍ଭବ ନ ଥିବା ବେଳେ…
ଶ୍ରମିକଙ୍କ ଗୋଡ଼ ହାତ କଟା ଘଟଣା: ଥାନାରେ ରୁଜୁ ହେଲା ମାମଲା
ଆର୍.ଉଦୟଗିରି,୧୦।୧୦(ଡି.ଏନ୍.ଏ.): ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଦାଦନ ଶ୍ରମିକ ଶାଙ୍କ ମୁର୍ମୁଙ୍କ ଗୋଡ଼ ହାତ କଟା ଘଟଣାର ଦୀର୍ଘଦିନ ପରେ ପୋଲିସ ଏକ ମାମଲା ରୁଜୁ କରିଛି। ଶାଙ୍କଙ୍କ ସ୍ତ୍ରୀ ସୁଶୀଳା ମୁର୍ମୁଙ୍କ ଏତଲାକୁ ଭିତ୍ତିକରି ଅଡ଼ବା ପୋଲିସ…
ଲଲିପପ୍ ଖାଇ ଚାଲିଗଲା ନାବାଳକଙ୍କ ଜୀବନ, ଦୋକାନୀ ଅଟକ
ପାରଳାଖେମୁଣ୍ଡି,୯ା୧୦(ଡି.ଏନ୍.ଏ.): ଗଜପତି ଜିଲା ମୋହନା ଥାନା ଡିମ୍ବିରିଝୁଳି ଗାଁରେ ଅଘଟଣ ଘଟିଛି। ଏକ ଦୋକାନରୁ ଲଲିପପ୍ ଖାଇ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳକ ହେଲେ ଡିମ୍ବିରିଝୁଳି ଗାଁର ବାସୁଦେବ ଶବରଙ୍କ ପୁଅ ବୈକୁଣ୍ଠ(୧୦)। ଏନେଇ ପୋଲିସ ଏକ ମାମଲା(ନଂ.…
ଗଜପତିରେ ୩ ଦିନରେ ୬୬୩.୮ମିମି ବର୍ଷା
ପାରଳାଖେମୁଣ୍ଡି,୬ା୧୦(ଡି.ଏନ୍.ଏ.): ଲଘୁଚାପ ପ୍ରଭାବରେ ଗଜପତି ଜିଲାର ପାରଳାଖେମୁଣ୍ଡି ସହରାଞ୍ଚଳ ସମେତ ୭ ବ୍ଲକ ଅଞ୍ଚଳରେ ବର୍ଷା ଲାଗି ରହିଛି। ଜିଲାରେ ଗତ ୩ଦିନ ମଧ୍ୟରେ ମୋଟ ୬୬୩.୮ମିମି ବର୍ଷା ରେକର୍ଡ କରାଯାଇଥିବା ଜିଲା ଜରୁରୀକାଳୀନ ବିଭାଗ ପକ୍ଷରୁ ଜଣାପଡିଛି। କାଶୀନଗର ବ୍ଲକରେ…
ମରଣଯନ୍ତା ପାଲଟିଛି ରାଜରାସ୍ତା
ଆର. ଉଦୟଗିରି,୬।୧୦(ବ୍ୟୁରୋ): ଗଜପତି,ଗଞ୍ଜାମ ଓ ରାୟଗଡା ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାଜରାସ୍ତା ମୋହନା ବ୍ଲକ ଅନ୍ତର୍ଗତ ଖାରୀଗୁଡା ପଞ୍ଚାୟତ ନିକଟ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ରାସ୍ତା ମଝିରେ ବଡ ଗର୍ତ୍ତ ସୃଷ୍ଟି ହୋଇଛି । ଯାହାକି ଲୋକଙ୍କ ଯାତାୟାତରେ…
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ଗାଈ,ବଳଦଙ୍କ ଜୀବନ
ଆର.ଉଦୟଗିରି,୬।୧୦: ବିଜୟା ଦଶମୀରେ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ କଳାମେରି ଗ୍ରାମରେ ଅଘଟଣ। ବିଦ୍ୟୁତ୍ ତାର ଲାଗି ଗାଈ ଓ ବଳଦର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସବୁ ଦିନ ଭଳି ଗାଈ ଚରାଳିମାନେ ଗାଈ ଗୋଠନେଇ ପଡିଆ ଜମିକୁ ବାହାରିଥିଲେ।…
Archives


