୨୪ ଚୋରି ବାଇକ୍ ଜବତ କଲା ପୋଲିସ
ପାରଳାଖେମୁଣ୍ଡି,୪ା୨(ଡି.ଏନ୍.ଏ.): ଗଜପତି ଜିଲା ପୋଲିସ ଚୋରା ବାଇକ୍ ବିକ୍ରି ଘଟଣାର ପର୍ଦ୍ଦାଫାଶ କରିଛି। ସେରଙ୍ଗ ପୋଲିସ ୨୪ଟି ଚୋରା ବାଇକ୍ ଜବତ କରିବା ସହ ୭ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଖବରଦାତା ସମ୍ମିଳନୀରେ ଏସ୍ପି ଜୟରାମ ଶତପଥୀ ସୂଚନା ଦେଇଛନ୍ତି। ଗିରଫ…
ଭୋଟ ନ ଦେଲେ ଘର ଉଚ୍ଛେଦ ଧମକ
ପାରଳାଖେମୁଣ୍ଡି,୪ା୨(ଡି.ଏନ୍.ଏ.): କାଶୀନଗର ବ୍ଲକ ହାଡୁଭଙ୍ଗୀ ଗ୍ରାମରେ ଶାସକ ଦଳ ନିର୍ବାଚନ ଆଚରଣବିଧି ଉଲ୍ଲଂଘନ କରିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପୂର୍ବରୁ ଗାଁ ଲୋକେ ସରକାରୀ ଜମି ଜବରଦଖଲ କରି ରହିଥିବା ବେଳେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଗତ ଡିସେମ୍ବରରେ ଉଚ୍ଛେଦ ପ୍ରକିୟା…
ସରପଞ୍ଚ ପଦବୀ ଲାଗି ଆଈ-ନାତୁଣୀଙ୍କ ମଧ୍ୟରେ ଲଢ଼େଇ
ପାରଳାଖେମୁଣ୍ଡି,୩ା୨(ଡି.ଏନ୍.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ଗୁରାଣ୍ଡି ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ଆଈ-ନାତୁଣୀଙ୍କ ମଧ୍ୟରେ ଲଢ଼େଇ ହେଉଛି। ଆଈ ମନୋରମା ଜେନା ଏବଂ ନାତୁଣୀ ଶିଳ୍ପା ପାତ୍ର ଉଭୟେ ନିଜ ନିଜ ଢଙ୍ଗରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଗୁରାଣ୍ଡି…
ରାସ୍ତା, ପାଣି, ଅଙ୍ଗନଓ୍ବାଡି ଗୃହ ଦିଅ; ଭୋଟ ନିଅ
ଆର. ଉଦୟଗିରି,୩୦ା୧(ଡି.ଏନ୍.ଏ.): ଗଜପତି ଜିଲାର ବିକାଶ କେବଳ କାଗଜ କଲମରେ ହିଁ ପ୍ରଚାର ପ୍ରସାରରେ ଅଟକି ରହିଛି। ଭାରତ ସ୍ବାଧୀନ ହେବାର ଦୀର୍ଘବର୍ଷ ବିତିଲାଣି ହେଲେ ଏଥି ମଧ୍ୟରେ ଅନେକ ନେତା ମନ୍ତ୍ରୀଙ୍କୁ ଅଭିଯୋଗ ଦେଇ ଦେଇ ଜନତା ଥକି ଗଲେଣି…
ଗଜପତି ଷ୍ଟାଡିୟମଠାରେ ଜିଲାପାଳ କଲେ ପତାକା ଉତ୍ତୋଳନ
ପାରଳାଖେମୁଣ୍ଡି,୨୬।୧: ଗଜପତି ଷ୍ଟାଡିୟମଠାରେ ଜିଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ କୋଭିଡ୍ କଟକଣାରେ ପାଳିତ ହୋଇଯାଇଛି। ଜିଲାପାଳ ଲିଙ୍ଗରାଜ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ପରେଡ ଅଭିବାଦନ ଗ୍ରହଣ କରିଛନ୍ତି। ପରେ ଜିଲାର ସ୍ବାଧିନତା…
ଘାଟିରୁ ଖସିଲା ବସ୍, ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ପାରଳାଖେମୁଣ୍ଡି,୨୧ା୧(ଡି.ଏନ୍.ଏ.): ଗଜପତି ଜିଲା ରାଇଗଡ଼ ଥାନା ଅନ୍ତର୍ଗତ ରାଶିବାଡ଼ି ଘାଟିରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ତଳକୁ ଖସି ପଡ଼ିଛି। ଫଳରେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ବସ୍ ଚାଳକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ପାରଳାଖେମୁଣ୍ଡି ଡାକ୍ତରଖାନାରେ…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ
ପାରଳାଖେମୁଣ୍ଡି,୧୭।୧(ଡି.ଏନ୍.ଏ): ବିହାରର ବିରପୁରରେ ସେନା ତାଲିମ କେନ୍ଦ୍ରରେ ଘଟିଥିବା ବିଦ୍ୟୁତ୍ ଦୁର୍ଘଟଣାରେ ୩ ଯବାନଙ୍କ ମୃତ୍ୟୁ ଘଟିଥିଲା। ସେମାନଙ୍କ ମଧ୍ୟରେ ଥିବା ଗଜପତି ଜିଲା ରାୟଗଡ ବ୍ଲକ କୁରୁବୁଗା ଗାଁର ପର୍ଶୁରାମ ସବରଙ୍କ ମରଶରୀର ରବିବାର ବିଳମ୍ବିତ ରାତିରେ ଗାଁରେ ପହଞ୍ଚିଥିଲା।…
ଫାଣ୍ଡି ନିକଟରେ ପଡ଼ିଛି ଯୁବତୀଙ୍କ ମୃତଦେହ
ପାରଳାଖେମୁଣ୍ଡି,୧୩ା୧(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ନୂଆ ବସଷ୍ଟାଣ୍ଡ ନିକଟରୁ ଯୁବତୀଙ୍କ କ୍ଷତ ବିକ୍ଷତ ମୃତଦେହ ଜବତ କରାଯାଇଛି। ପୋଲିସ ଫାଣ୍ଡିଠାରୁ ମାତ୍ର ୧୦୦ ମିଟର ଦୂରରେ ପଡ଼ିଥିଲା। ପାରଳାଖେମୁଣ୍ଡି ପୋଲିସ ଗୁରୁବାର ସକାଳେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଳମ୍ବିତ ରାତିରେ…
ପରଲୋକରେ ପୂର୍ବତନ ବିଧାୟକ
ପାରଳାଖେମୁଣ୍ଡି,୧୨ା୧(ଡି.ଏନ୍.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ୯୦ ବର୍ଷ ବୟସରେ ପରଲୋକ ହୋଇଛି। କିଛିଦିନ ହେଲା ସେ ଅସୁସ୍ଥ ଥିଲେ। ମଙ୍ଗଳବାର ବିଳମ୍ବିତ ରାତିରେ ହୃଦ୍ଘାତରେ ଗୁରାଣ୍ଡିସ୍ଥିତ ତାଙ୍କ ବାସଭବନରେ ଦେହାନ୍ତ ହୋଇଛି। ପାରଳାଖେମୁଣ୍ଡି ନିର୍ବାଚନ…
ନାବାଳିକାଙ୍କୁ ଗର୍ଭବତୀ କରି ଫେରାର
ଆର.ଉଦୟଗିରି,୧୦।୧(ଡି.ଏନ.ଏ.): ମୋହନା ଥାନା ଅଞ୍ଚଳର ଜଣେ ୧୩ ବର୍ଷୀୟ ନାବାଳିକା ଗର୍ଭବତୀ ହୋଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ନାବାଳିକା ଜଣକ ଘରେ ଏକୁଟିଆ ରହୁଥିବାର ସୁଯୋଗ ନେଇ ଯୁବକ ଜଣକ ଶାରୀରିକ ସମ୍ପର୍କ ରଖି ଆସୁଥିଲେ। ନାବାଳିକା ଜଣକ ଗର୍ଭବତୀ…
ପାରଳାଖେମୁଣ୍ଡି ଷ୍ଟାଡିୟମରେ ଅଜଣା ହେଲିକପ୍ଟର ଅବତରଣ
ପାରଳାଖେମୁଣ୍ଡି,୮।୧(ଡି.ଏନ୍.ଏ.): ଗଜପତି ଜିଲା ସଦର ମହକୁମାଠାରେ ଶନିବାର ଅପରାହ୍ନ ସମୟରେ ଏକ ଅଜଣା ହେଲିକପ୍ଟର ଅଚାନକ ପାରଳାଖେମୁଣ୍ଡି ଷ୍ଟାଡିୟମରେ ଅବତରଣ ପାଇଁ ଉଦ୍ୟମ କରଥିଲା। ମାତ୍ର ଏହା କାହିଁକି ଅବତରଣ କରିଥିଲା ତାହା ଅସ୍ପଷ୍ଟ ରହିଛି। ବିପଦପୂର୍ଣ୍ଣ ଭାବରେ ଅବତରଣ କରି…
୨୩ କୋଟି ୫୫ଲକ୍ଷ ଟଙ୍କାର ନଷ୍ଟ ହେଲା ଗଞ୍ଜେଇ
ନୂଆଗଡ,୬ା୧(ଡି.ଏନ୍.ଏ.): ଗଜପତି ଜିଲା ଆର୍.ଉଦୟଗିରି ଥାନା ପକ୍ଷରୁ ନୂଆଗଡ଼ ବ୍ଲକ ଅନ୍ତର୍ଗତ କିରାମା ପଞ୍ଚାୟତର ପେଡ଼ିକାପଦର ଗ୍ରାମାଞ୍ଚଳରେ ପ୍ରାୟ ୧୧୭.୭୫ ଏକର ଜମିରେ ବେଆଇନ ଭାବେ ୨ଲକ୍ଷ ୩୫ ହଜାର ୫ ଶହ ଗଞ୍ଜେଇ ଗଛ ଲଗାଯାଇଥିଲା। ଅବକାରୀ, ପୋଲିସ, ବନବିଭାଗ…
Archives


