ଗଜପତି

ଅବ୍ୟବସ୍ଥା ଘେରରେ କଟାମା ହାଇସ୍କୁଲ ଛାତ୍ରାବାସ

ପାରଳାଖେମୁଣ୍ଡି,୮।୫(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ କଟାମା ପଞ୍ଚାୟତ ସଦର କାଟାମାଠାରେ ଥିବା ଛାତ୍ରାବାସ ଅବ୍ୟବସ୍ଥା ମଧ୍ୟରେ ରହିଛି । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ରହିଥିବା ଏହି ଛାତ୍ରାବାସରେ ରୋଷେଇ ଶାଳାର ବ୍ୟବସ୍ଥା ନ ଥିବାରୁ ବର୍ଷା, କାକର, ଗ୍ରୀଷ୍ମରେ ପିଲାଙ୍କୁ…

ପ୍ରଶାସନ ଶୁଣିଲାନି ଗ୍ରାମବାସୀ କଲେ ରାସ୍ତା

ଆର.ଉଦୟଗିରି,୮।୫(ଡି.ଏନ.ଏ.): ସରକାର ଗାଁ ଗାଁକୁ ସଂଯୋଗ କରିବା ଲକ୍ଷ୍ୟରେ ବିଭିନ୍ନ ଯୋଜନା ମାଧ୍ୟମରେ ଲକ୍ଷ ଲକ୍ଷ ଟଙ୍କା ପାଣି ଭଳି ଖର୍ଚ୍ଚ କରୁଛନ୍ତି। ହେଲେ ଆଜି ମଧ୍ୟ ଅନେକ ଗ୍ରାମ ସରକାରଙ୍କ ଦୃଷ୍ଟି ଆଢୁଆଳରେ ରହିଯାଇଛି। ଗ୍ରାମବାସୀ ବାରମ୍ବାର ପ୍ରଶାସନ ହେଉ କିମ୍ବା…

ଅଧାପନ୍ତରିଆ ପଡ଼ିଛି ସହରର ରାସ୍ତା ନିର୍ମାଣ

ପାରଳାଖେମୁଣ୍ଡି,୫।୫(ଡି.ଏନ୍‌.ଏ): ଗଜପତି ଜିଲା ସଦର ମହକୁମାଠାରେ ବର୍ଷ ବର୍ଷ ଧରି ସହରର ରାସ୍ତା ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଭାବରେ ପଡ଼ିରହିଛି। ସମ୍ପୂର୍ଣ୍ଣ ନ ହେଉଣୁ କେଉଁଠି ଭାଙ୍ଗି ଭୁଶୁଡ଼ି ଯାଉଛି ତ କେଉଁଠି ଆବର୍ଜନାରେ ପୋତି ହେଲାଣି ଉଭୟ ପାଶର୍‌ବରେ ନିର୍ମାଣାଧୀନ…

କରଜ ଟଙ୍କା ଆଦାୟକୁ ନେଇ ଆକ୍ରମଣ, ଜଣେ ଆହତ

ଆର.ଉଦୟଗିରି,୧।୫: ମୋହନା ଥାନା ଅନ୍ତର୍ଗତ ଡିମ୍ବିରିପଙ୍କାଳ ଗ୍ରାମରୁ ମୋହନା ସହରକୁ ଆସିବା ସମୟରେ କେନ୍ଦୁପଦା ଗ୍ରାମରେ କରଜ ଟଙ୍କା ଆଦାୟକୁ ନେଇ ଦୁଇ ବ୍ୟକ୍ତିଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏହି ଘଟଣାରେ ଜଣେ ଆହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ମିିଖାଇଲ…

ଡହ ଡହ ଖରାରେ ଚାଉଳ, ଭତ୍ତା ବଣ୍ଟନ

ଆର.ଉଦୟଗିରି,୧।୫: ଗତ କିଛି ଦିନ ହେଲା ରାଜ୍ୟରେ ପ୍ରଚଣ୍ଡ ଗୀଷ୍ମପ୍ରବାହ ଜାରି ରହିଛି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ସରକାର ଲୋକଙ୍କୁ ଛାଇରେ ରହିବାକୁ କହିବା ସହ ଆବଶ୍ୟକ ନ ହେଲେ ଘରୁ ନ ବାହାରିବାକୁ ପରାମର୍ଶ ଦେଇଛନ୍ତି। ହେଲେ ଏଭଳି…

୮୫୭ ଶ୍ରମିକଙ୍କୁ ୨ କୋଟିରୁ ଊର୍ଦ୍ଧ୍ୱ ସହାୟତା ରାଶି ପ୍ରଦାନ

ପାରଳାଖେମୁଣ୍ଡି,୧ା୫(ଡି.ଏନ୍‌.ଏ.): ମଣ୍ଡଳୀୟ ଶ୍ରମ ଆୟୁକ୍ତ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଜିଲା କାର୍ଯ୍ୟାଳୟ ପରିସର, ଗ୍ରାମ୍ୟଉନ୍ନୟନ ତାଲିମ କେନ୍ଦ୍ର ସଭାଗୃହରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ…

ପାଣି ପାଇଁ ଚୁଆ ଖୋଳିଲେ ଗାଁ ଲୋକେ

ପାରଳାଖେମୁଣ୍ଡିି,୨୯ା୪(ଡି.ଏନ.ଏ.): ବସୁଧା ଯୋଜନାରେ ସରକାର ସମସ୍ତଙ୍କୁ ପାଣି ଯୋଗାଇ ଦେବା ବ୍ୟବସ୍ଥା କରିଛନ୍ତି। ହେଲେ ମୋହନା ବ୍ଲକ ପ୍ରଶାସନ ପାନୀୟ ଜଳ ସମସ୍ୟା ଦୂର କରି ନ ପାରିବାରୁ ଗ୍ରାମବାସୀ ଚୁଆ ଖୋଳି ପାଇବା ପାଣି ସଂଗ୍ରହ କରିବାକୁ ବାଧ୍ୟ ହୋଇଛନ୍ତି।…

ଅବ୍ୟବସ୍ଥାରେ ନଳାଘାଟ ବିଦ୍ୟାଳୟ

ପାରଳାଖେମୁଣ୍ଡି,୨୮।୪(ଡି.ଏନ୍‌.ଏ.):  ମୋହନା ବ୍ଲକର ବିଭିନ୍ନ ବିଦ୍ୟାଳୟ ଗୁଡିକ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଏପରିକି ଅନେକ ବିଦ୍ୟାଳୟ ରହିଛି ଯେଉଁଠିକି ବିଦ୍ୟୁତ୍‌ ବଲ ଓହଳିଛି ତାର ବିଛା ଯାଇଛି କିନ୍ତୁ ବିଦ୍ୟୁତ୍‌ ସଂଯୋଗ ହୋଇନି । ଶୌଚାଳୟ ଅଛି ହେଲେ କବାଟ…

ବାହାଘରକୁ ଯାଉଥିବା ବେଳେ ଓଲଟିଲା ପିକ୍‌ଅପ୍‌: ୧୫ରୁ ଊର୍ଦ୍ଧ୍ୱ ଆହତ, ୭ ଗୁରୁତର

ପାରଳାଖେମୁଣ୍ଡି,୨୭ା୪(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ମାର୍ଲବା ଘାଟିରେ ପିକ୍‌ଅପ୍‌ ଓଲଟି ପଡ଼ିଛି। ଫଳରେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲା ବେଳେ ୭ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରିବା ସହ…

ସରକାରୀ ଡାକ୍ତରଖାନାରେ ମିଳୁନି ବୁଷ୍ଟର ଡୋଜ

ଜି.ଉଦୟଗିରି,୨୫ା୪(ଡି.ଏନ୍‌.ଏ.): ଜି. ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ କନ୍ଧମାଳ ଜିଲାରେ ୬୦ ବର୍ଷରୁ କମ୍‌ ଲୋକଙ୍କୁ ବୁଷ୍ଟର ଡୋଜ ଦିଆ ଯାଉନାହିଁ। ଫଳରେ ଶହ ଶହ ଲୋକ ପ୍ରତ୍ୟେକ ଦିନ ହସ୍ପିଟାଲ ଯାଇ ନିରାଶ ହୋଇ ଫେରୁଛନ୍ତି। ୬୦ ବର୍ଷରୁ କମ୍‌…

ତେଲେଙ୍ଗାନାରେ ଓଡ଼ିଆ ଯବାନ ସହିଦ, ଗାଁରେ ପହଞ୍ଚିଲା ମରଶରୀର

ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍‌.ଏ.): ତେଲେଙ୍ଗାନାରେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି। ବିଏସ୍‌ଏଫ୍‌ରେ କାର୍ଯ୍ୟରତ ଯବାନ ଏମ୍‌ ରାମରାଜୁଙ୍କ ସିକନ୍ଦରାବାଦର ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଜି ତାଙ୍କ ମରଶରୀର ନିଜ ଗ୍ରାମ ଖରଶଣ୍ଡାରେ ପହଞ୍ଚିବା ପରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।…

ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି

ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି। ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡ଼ିଛି ସାଧାରଣ ଜନଜୀବନ। ଗ୍ରୀଷ୍ମ ପ୍ରବାହ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ। ଗଜପତି ଜିଲା ଏମିତି ଏକ ଭୌଗୋଳିକ ସ୍ଥିତିରେ ଅବସ୍ଥିତ, ଯଦ୍ଦ୍ବାରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri