ଗଜପତି

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି ରାଜପ୍ରାସାଦର ଜରାଜୀର୍ଣ୍ଣ ଅବସ୍ଥା ଦେଖି ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି ପରିଦର୍ଶନ…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ ପଡ଼ିଥିବା ଦେଖିବାକୁ ମିଳିଛି । ବହୁବର୍ଷ ପୂର୍ବରୁ ଏହି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଔଷଧ…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା କରିଛନ୍ତି। ଗତ ଜୁଲାଇ ୨ ତାରିଖରେ ଜାତିସଂଘ ମୁଖ୍ୟାଳୟ ସମ୍ମୁଖରେ ଆତ୍ମହତ୍ୟା କରିଥିବା…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା ଦୁଇଟି ପୃଥକ୍‌ ଘଟଣାରେ ଦୁଇ ଶିଶୁଙ୍କ ଜୀବନ ଯାଇଥିବାରୁ ପରିଚାଳନା ଓ ସୁରକ୍ଷା…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମର ଜିଖରୀୟ ପାଳ (୫୬) ଶାରୀରିକ ଭାବେ ଜୀବିତ ଥିଲେ ମଧ୍ୟ…

ରାୟଗଡ଼ାକୁ ଚାଲାଣ କରୁଥିବାବେଳେ ମାଡିବସିଲା ପୋଲିସ, ୧୦୦ କେଜି ଗଞ୍ଜେଇ ଜବତ

ମୋହନା, ୨୦।୭( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡ଼ବା ଥାନା ପୋଲିସ ଆଜି ୧୦୦ କେଜି ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହି ଘଟଣାରେ ଅଡ଼ବା ଥାନା କେସ୍‌ ନଂ-୧୭୧/୨୦୨୬ରେ ମାମଲା ରୁଜୁ କରାଯାଇଛି।…

୯୭ ବର୍ଷରେ ମିଳିଲା ସରକାରୀ ସହାୟତା: ବୃଦ୍ଧା ମହିଳାଙ୍କ ମୁହଁରେ ଫୁଟିଲା ହସ

ଗଜପତି,୨୦।୭(ଗିରିଧାରୀ ପରିଛା): ପ୍ରଶାସନ କେବଳ ଅଫିସ ଭିତରେ ସୀମିତ ନ ରହି ଲୋକଙ୍କ ଦ୍ୱାରରେ ପହଞ୍ଚିଲେ କିପରି ପରିବର୍ତ୍ତନ ଆସିପାରେ, ତାହାର ଏକ ଉଦାହରଣ ଗଜପତି ଜିଲାର ଗୋଷାଣି ବ୍ଲକରେ ଦେଖିବାକୁ ମିଳିଛି। ତାତିପେଟି ପଞ୍ଚାୟତ ଅନ୍ତର୍ଗତ ଗୋଲାଗାଁର ୯୭ ବର୍ଷୀୟା…

ବସରେ ଗଞ୍ଜେଇ ଚାଲାଣ ପାଇଁ ଯୋଜନା ବେଳେ ମାଡିବସିଲା ଅଡବା ପୋଲିସ, ୪ ଲକ୍ଷ ଟଙ୍କାର ଗଞ୍ଜେଇ ସହ କେରଳର…

ମୋହନା,୧୯ା୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ଶନିବାର ବିଳମ୍ବିତ ରାତିରେ ପୋଲିସ ପାଟ୍ରୋଲିଂ କରିବା ସମୟରେ ୪୦ କିଲୋ ଗଞ୍ଜେଇ ସହ କେରଳ ରାଜ୍ୟର ଜଣେ ମାଫିଆକୁ ଗିରଫ କରିଛି । ଜବତ…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ କରିଛି। ସେମାନେ ହେଲେ ହଲେ ରାୟଗଡ଼ ଜିଲା ଚନ୍ଦ୍ରପୁର ବ୍ଲକ୍‌ ଭାଇସ୍‌ ଚ୍ୟାରମ୍ୟାନ୍‌…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ ତୃତୀୟ ଗଳିର ମୋହନ ବେହେରାଙ୍କ ପୁଅ ବିନୋଦ ବେହେରା (୧୫)। ରଥଯାତ୍ରା ଅବସରରେ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର ହୋଇଛନ୍ତି। ଏକ କେଟିଏମ୍ ବାଇକ୍ ଓ ମ୍ୟାକ୍ସ ପିକ୍‌ଅପ୍ ଗାଡ଼ି ମଧ୍ୟରେ ମୁହାଁମୁହିଁ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ ବେଆଇନ ଭାବେ ମଦ ଗଚ୍ଛିତ ରଖାଯାଇଥିବା ସୂଚନା ପାଇ ପୋଲିସ ଚଢ଼ାଉ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?