ଗଜପତି

ଗଜପତି ଜିଲାରେ ମୃଦୁ ଭୂକମ୍ପ, ଘରୁ ବାହାରକୁ ଚାଲି ଆସିଲେ ଲୋକେ

ପାରଳାଖେମୁଣ୍ଡି,୨୧।୧୨: ଗଜପତି ଜିଲା ମୋହନା ଓ ଆର୍‌. ଉଦୟଗିରି ବ୍ଲକର ବିଭିନ୍ନ ଅଞ୍ଚଳରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ବୁଧବାର ସକାଳ ୯.୪୭ ମିନିଟରେ ପ୍ରାୟ ୫/୬ ସେକେଣ୍ଡ ଲୋକେ କମ୍ପନ ଅନୁଭବ କରିଥିବା ବେଳେ ଭୟରେ ଘରୁ ବାହାରକୁ ଚାଲିଆସିଥିଲେ।…

ଭିଜିଲାନ୍ସ ପଞ୍ଝାରେ ଲାଞ୍ଚୁଆ ଯନ୍ତ୍ରୀ

ଗଜପତି,୨୧ା୧୨(ଡି.ଏନ୍‌.ଏ.): ଲାଞ୍ଚ ନେବାବେଳେ ଧରା ପଡ଼ିଛନ୍ତି ଜଣେ ଲାଞ୍ଚୁଆ ଅଧିକାରୀ। ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି କନିଷ୍ଠ ଯନ୍ତ୍ରୀ ନରେନ୍ଦ୍ର ସାହୁ। ଠିକା କାର୍ଯ୍ୟର ବିଲ୍‌ କରାଇବା ପାଇଁ ଠିକାଦାରଙ୍କଠାରୁ ୩୦ ହଜାର ଟଙ୍କା…

ପର୍ଯ୍ୟଟକଙ୍କ ମନମୋହୁଛି ଗଣ୍ଡାହାତୀ

ପାରଳାଖେମୁଣ୍ଡି,୨୦ା୧୨(ଗିରିଧାରୀ ପରିଚ୍ଛା): ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଗଜପତିର ଗଣ୍ଡାହାତୀ ଜଳପ୍ରପାତ। ଓଡ଼ିଶା ପର୍ଯ୍ୟଟନ ମାନଚିତ୍ରରେ ଗଜପତି ଜିଲାର ରହିଛି ସ୍ବତନ୍ତ୍ର ମାନ୍ୟତା। ଯେଉଁଠି ପ୍ରକୃତି ଅଜାଡ଼ି ଦେଇଛି ତା’ର ସବୁ କାରିଗରୀ, ତାହା ହେଉଛି ଗଣ୍ଡାହାତୀ ଜଳପ୍ରପାତ। ଜିଲା ସଦର ମହକୁମା…

ଛାତ୍ରାବାସରେ ଅଘଟଣ: ନଡ଼ିଆ ଗଛରୁ ପଡ଼ି ଛାତ୍ରଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୧୮।୧୨(ଡି.ଏନ୍‌.ଏ.): ଗଜପତି ଜିଲା କାଶୀନଗର ବ୍ଲକ ଅଧୀନ ଅଲୋଡ଼ାସ୍ଥିତ ବିଜୟାନନ୍ଦ ବିଦ୍ୟାଳୟ ଅଧୀନ ଛାତ୍ରାବାସରେ ରବିବାର ଏକ ଅଘଟଣ ଘଟିଛି। ନଡ଼ିଆ ଗଛରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ଅଷ୍ଟମ ଶ୍ରେଣୀ ଛାତ୍ର ଆବିଆଲ କାର୍ଜୀ।…

ଅଧାପନ୍ତରିଆ ଛାତ୍ରାବାସ, ମୌଳିକ ସୁବିଧାରୁ ବଞ୍ଚିତ ଛାତ୍ର

ନୂଆଗଡ଼,୧୭ା୧୨: ସାତ ବର୍ଷ ପୁରିବାକୁ ଗଲାଣି ହେଲେ ସରିନି କାର୍ଯ୍ୟ। ଅସମ୍ପୂର୍ଣ୍ଣ ଅବସ୍ଥାରେ ଛାଡ଼ି ଚାଲି ଯାଇଛନ୍ତି ଠିକା ସଂସ୍ଥା। ଅଧପନ୍ତରିଆ ଭାବେ ପଡ଼ି ରହିଛି ଛାତ୍ରାବାସ। ହଷ୍ଟେଲର ମୌଳିକ ସୁବିଧାରୁ ବଞ୍ଚିତ ହୋଇ ଶ୍ରେଣୀ ଗୃହରେ ରହୁଛନ୍ତି ଛାତ୍ର। ବାରମ୍ବାର…

ନାହିଁ ନାହିଁରେ ଚାଲିଛି ସଂସ୍କୃତ ମହାବିଦ୍ୟାଳୟ

ପାରଳାଖେମୁଣ୍ଡି, ୧୩ା୧୨(ଡି.ଏନ୍‌.ଏ.): ପାରଳାଖେମୁଣ୍ଡିଠାରେ ୧୯୧୫ରେ ଓଡ଼ିଶା ପ୍ରାଚୀନତମ ସଂସ୍କୃତ ମହାବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ଏହି ମହାବିଦ୍ୟାଳୟ ଓଡ଼ିଶାର ପ୍ରଥମ ସଂସ୍କୃତ ମହାବିଦ୍ୟାଳୟ ଭାବେ ବେଶ୍‌ ଜଣାଶୁଣା। ଶିକ୍ଷା ଓ ସଂସ୍କୃତ ଭାଷାର ଉନ୍ନତି କ୍ଷେତ୍ରରେ ଏହି ମହାବିଦ୍ୟାଳୟ ବହୁ କାର୍ଯ୍ୟ କରିଆସୁଛି।…

ସଙ୍କଟରେ ପ୍ରାଣୀ ଚିକିତ୍ସା

ଭଦ୍ରକ ଅଫିସ/ ନୟାଗଡ଼ ଅଫିସ୍‌/ ପାରଳାଖେମୁଣ୍ଡି (ଡି.ଏନ୍‌.ଏ.) ୧୨।୧୨(ସନାତନ ରାଉତ/ ଲୋକନାଥ ମିଶ୍ର/ ଗିରିଧାରୀ ପରିଚ୍ଛା) ଓଡ଼ିଶାର ବିଭିନ୍ନ ଜିଲାର ଅଧିକାଂଶ ଲୋକ କୃଷି ଉପରେ ନିର୍ଭରଶୀଳ। ପ୍ରାଣୀ ସମ୍ପଦ ହେଉଛି କୃଷି ବିଭାଗର ମେରୁଦଣ୍ଡ। ଗାଈ, ଛେଳି, ମେଣ୍ଢା, କୁକୁଡ଼ା,…

୧ କୁଇଣ୍ଟାଲ ୯୮ କେଜି ଗଞ୍ଜେଇ ଜବତ: ଧରାପଡ଼ିଲେ ଅଟୋ ଚାଳକ

ପାରଳାଖେମୁଣ୍ଡି,୧୧ା୧୨(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଅବକାରୀ ବିଭାଗ ରବିବାର ବିପୁଳ ପରିମାଣର ଗଞ୍ଜେଇ ଜବତ କରି ଜଣଙ୍କୁ ଗିରଫ କରିଛି। ଅବକାରୀ ବିଭାଗର ମୋବାଇଲ ଟିମ୍‌ ପାଟ୍ରୋଲିଂ କରୁଥିବା ଗଞ୍ଜେଇ ଚାଲାଣ ହେଉଥିବା ନେଇ ଖବର ମିଳଥିଲା। ଏନେଇ ଅବକାରୀ ଟିମ୍‌…

ଲଘୁଚାପ ପ୍ରଭାବରେ ପାଚିଲା ଧାନ ନଷ୍ଟ

ପାରଳାଖେମୁଣ୍ଡି, ୧୧ା୧୨ (ଡି.ଏନ୍‌.ଏ): ଗଜପତି ଜିଲାରେ ଶୁକ୍ରବାର ସାରୁ ସୃଷ୍ଟି ହୋଇଥିବା ବାତ୍ୟା ‘ମାଣ୍ଡୋସ’ର ପ୍ରଭାବରେ ଝିପି ଝିପି ବର୍ଷା ଲାଗିରହିଛି। ଧାନ ଅମଳ ସମୟ ହୋଇଥିବାରୁ ବର୍ଷା ହେବା ଦ୍ୱାରା ଚାଷୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ବର୍ଷା…

ନିମ୍ବଗଛରୁ ଝରୁଛି କ୍ଷୀର, ପୂଜାର୍ଚ୍ଚନା ଲାଗି ଜମୁଛି ଭିଡ଼

ପାରଳାଖେମୁଣ୍ଡି,୧୦ା୧୨(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ମାଛମରା ନିକଟସ୍ଥ ମୁଡୁବନ୍ଧ ଗ୍ରାମ ନିକଟ ଏକ ଚାଷଜମିରେ ଥିବା ନିମ୍ବଗଛରୁ କ୍ଷୀର ବାହାରୁଥିବାର ଦେଖିବାକୁ ମିଳୁଛି। ଏହାକୁ ଦେଖିବା ତଥା ପୂଜାର୍ଚ୍ଚନା କରିବା ନିମନ୍ତେ ପ୍ରବଳ ଭିଡ଼ ଜମୁଥିବାର ମଧ୍ୟ ଦେଖିବାକୁ ମିଳୁଛି।…

କଳାବ୍ୟାଜ ପିନ୍ଧିଲେ ସ୍ବାସ୍ଥ୍ୟକର୍ମୀ

ପାରଳାଖେମୁଣ୍ଡି,୯।୧୨(ଡି.ଏନ୍‌.ଏ.): ପାରଳାଖେମୁଣ୍ଡିସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରେ କାର୍ଯ୍ୟରତ ମହିଳା, ପୁରୁଷ ସ୍ବାସ୍ଥ୍ୟକର୍ମୀ ଓ ସ୍ବାସ୍ଥ୍ୟ ପରିଦର୍ଶକ ୫ ଦଫା ଦାବି ନେଇ କଳାବ୍ୟାଜ ପରିଧାନ କରିଛନ୍ତି। ଏଥିରେ ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ତ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ ସାମିଲ ଅଛନ୍ତି। ବହୁମୁଖୀ ସ୍ବାସ୍ଥ୍ୟକର୍ମୀ କ୍ୟାଡ଼ର ପୁର୍ନଗଠନ,…

କାଶୀନଗରରେ ହାତୀ ଉପଦ୍ରବ, ବଢୁଛି ଅସନ୍ତୋଷ

ପାରଳାଖେମୁଣ୍ଡି,୫ା୧୨(ଡି.ଏନ୍‌.ଏ.): ଗଜପତି ଜିଲା କାଶୀନଗର ବ୍ଲକର ଅଲଡା, କୋଲା, ହରିପୁର, କରଣିଭଦ୍ରା ଆଦି ଅଞ୍ଚଳରେ ହାତୀଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ବର୍ତ୍ତମାନ ଧାନ ଅମଳ ସମୟ। ଏଭଳି ସ୍ଥତିରେ ଦୁଇଟି ହାତୀ ଚାଳିଆସି ପାଚିଲା ଧାନ ଖାଇବା ସହିତ ଦଳି ଚକଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?