ଗଜପତି

୧୨ ଗାଁକୁ ଶଟ୍‌ଡାଉନ୍‌ କଲେ ସରପଞ୍ଚ

କାଶୀନଗର,୨୫ା୫(ଡି.ଏନ୍‌.ଏ.): ଗଜପତି ଜିଲା କାଶୀନଗର ବ୍ଲକ୍‌ ଶିଆଳି ପଞ୍ଚାୟତ ଅଧୀନ ମାଣ୍ଟିଗୁଡ଼ା ଗ୍ରାମର ଜଣେ ପଜିଟିଭ୍‌ ଚିହ୍ନଟ ହେବାପରେ ପଞ୍ଚାୟତର ୧୨ ଗାଁକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି ସରପଞ୍ଚ। ସରପଞ୍ଚ ଲଳିତା ପାଣି ଜିଲାପାଳ କ୍ଷମତା ପ୍ରୟୋଗକରି ସୋମବାର ଏହି...

କରୋନା କଟକଣାକୁ ଫୁ: ହାଟରେ ରହୁନି ସାମାଜିକ ଦୂରତା

ଆର୍‌.ଉଦୟଗିରି,୨୫ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରିରହିଛି। ଏପଟେ ସରକାର ଚାଷୀ ଓ ସାଧାରଣ ଲୋକଙ୍କ ଅସୁବିଧାକୁ ନଜର ରଖି ସାପ୍ତାହିକ ହାଟରେ ପନିପରିବା ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି ଦେଇଛନ୍ତି। ଦୋକାନୀ ଓ ଗ୍ରାହକଙ୍କ...

ବାପାଙ୍କ ଏଟିଏମ୍‌ କାର୍ଡ ଆଣିବାକୁ ଯାଇ ଫେରିଲେନି ୩ ଭାଇ: ସୁଡଙ୍ଗରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ

ଆର୍‌.ଉଦୟଗିରି,୨୩।୫: ଗଜପତି ଜିଲା ଅନ୍ତର୍ଗତ ଅଡବା ଥାନାର ବିରିକୋଟ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରେ ଥିବା ସୁଡଙ୍ଗ ଭିତରକୁ ଯାଇ ୩ ଭାଇଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବିକ୍ରୀ ମାଝୀ, ସଞ୍ଜୀବ ମାଝୀ...

କ୍ୟାନ୍‌ସର ପୀଡ଼ିତଙ୍କ କ୍ୱାରାଣ୍ଟାଇନରେ ମୃତ୍ୟୁ

କାଶୀନଗର,୨୧ା୫(ଡି.ଏନ୍‌.ଏ.)-ଗଜପତି ଜିଲା କାଶୀନଗର ବ୍ଲକ ସିଆଳି ପଞ୍ଚାୟତର ହରିପୁର ଗ୍ରାମର ଅଲଡ଼ାଠାରେ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମ କାଟ୍ଟି କ୍ରିଷ୍ଣା(୫୪)। କାଟ୍ଟିଙ୍କ ରେକଟାଲ କ୍ୟାନ୍‌ସର ଥିଲା। କ୍ୱାରାଣ୍ଟାଇନରେ ପହଞ୍ଚତ୍ବା ପୂର୍ବରୁ ସେ ୪...

ବାଲି ଚୋରା ଚାଲାଣ ନେଇ ଉତ୍ତେଜନା :୧୦ ଟ୍ରକ ଅଟକାଇ ରଖିଛନ୍ତି ଗ୍ରାମବାସୀ

କାଶୀନଗର,୧୬ା୫(ଡି.ଏନ.ଏ.)-ଗଜପତି ଜିଲା କାଶୀନଗର ବ୍ଲକରେ ବାଲି ଚୋରା ଚାଲାଣ ବେଳେ ଶୁକ୍ରବାର ରାତିରେ ଗ୍ରାମବାସୀ ଟ୍ରକଗୁଡିକୁ ଅଟକାଇଛନ୍ତି। ଏହାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଶନିବାର ମଧ୍ୟ ଟ୍ରକଗୁଡିକ ଅଟକି ରହିଛି। ଜିଲାପାଳ ଓ ଏସପି ଆସି...

କୃଷି, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଉପରେ ଗୁରୁତ୍ୱ

ଭୁବନେଶ୍ୱର/ଛତ୍ରପୁର/ରାୟଗଡ଼ାଅଫିସ/ପାରଳାଖେମୁଣ୍ଡି,୧୬ା୫: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ବିଭିନ୍ନ ଜିଲାରେ କୋଭିଡ୍‌ ହସ୍ପିଟାଲ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ସଚିବ ତଥା ୫-ଟି ବିଭାଗ ସଚିବ ଭି.କେ. ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଗଞ୍ଜାମ, ରାୟଗଡା,...

ଗଜପତିରେ ୫-ଟି ସଚିବଙ୍କ କୋଭିଡ ହସ୍ପିଟାଲ ପରିଦର୍ଶନ, ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା

ପାରଳାଖେମୁଣ୍ଡି,୧୫।୫(ଡି.ଏନ୍‌.ଏ.): ୫-ଟି ସଚିବ ଭି.କେ. ପାଣ୍ଡିଆନ ଗଜପତି ଜିଲା ଗସ୍ତରେ ଆସି ଭାରତମାତା ପରିସରରେ ପ୍ରସ୍ତୁତ ୧୧୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲକୁ ଶୁକ୍ରବାର ପରିଦର୍ଶନ କରିଛନ୍ତି। ତାଙ୍କ ସହିତ ଉନ୍ନୟନ ସଚିବ ସୁରେଶ କୁମାର ମହାପାତ୍ର, ଜିଲାପାଳ ଅନୁପମ...

ମୁମ୍ବାଇରୁ ୩ ଟ୍ରକ୍‌ରେ ଗଜପତି ଫେରୁଛନ୍ତି ପ୍ରବାସୀ

ପାରଳାଖେମୁଣ୍ଡି, ୧୪ା୫ (ସ୍ବ.ପ୍ର.): ମହାରାଷ୍ଟ୍ରର ନଭି ମୁମ୍ବାଇରୁ ଗଜପତି ଜିଲାକୁ ଟ୍ରକ୍‌ ଯୋଗେ ୧୫୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରୁଥିବା ଜଣାପଡିଛି। ଏମାନଙ୍କ ମଧ୍ୟରେ ଗଜପତି ଜିଲାର ଗୁମ୍ମା ଓ ରାୟଗଡ଼ା ଜିଲାର ଶ୍ରମିକ ଅଛନ୍ତି। ଗୁମ୍ମା ବ୍ଲକର...

ମୁମ୍ବାଇରୁ ଗଜପତିକୁ ୩ ଟ୍ରକ୍‌ରେ ଫେରୁଛନ୍ତି ପ୍ରବାସୀ

ପାରଳାଖେମୁଣ୍ଡି, ୧୪ା୫ (ସ୍ବ.ପ୍ର.)- ମହାରାଷ୍ଟ୍ରର ନଭି ମୁମ୍ବାଇରୁ ଗଜପତି ଜିଲାକୁ ଟ୍ରକ୍‌ ଯୋଗେ ୧୫୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରୁଥିବା ଜଣାପଡିଛି ା ଏମାନଙ୍କ ମଧ୍ୟରେ ଗଜପତି ଜିଲାର ଗୁମ୍ମା ଓ ରାୟଗଡ଼ା ଜିଲାର ଶ୍ରମିକ ଅଛନ୍ତି। ଗୁମ୍ମା...

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ଏସ୍‌ଆଇ ନିଲମ୍ବିତ

ପାରଳାଖେମୁଣ୍ଡି, ୧୩ା୫(ସ୍ବ.ପ୍ର.) : ଜଣେ ଯୁବତୀଙ୍କୁ ଗଜପତି ଜିଲା ଆର.ଉଦୟଗିରି ଥାନା ଏସଆଇ ରମେଶ ଜେନା ପ୍ରତାରିତ କରିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତାଙ୍କୁ ଗଜପତି ଏସପି ସାରା ଶର୍ମା କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହି ଏସଆଇ...

ଲକ୍‌ଡାଉନ ଉଲ୍ଲଂଘନ କରି କ୍ୱାରାଣ୍ଟାଇନରେ ରହିଲେ ସରପଞ୍ଚ, ଯନ୍ତ୍ରୀଙ୍କ ସହ ଏସ୍‌ଆଇ

ପାରଳାଖେମୁଣ୍ଡି,୧୨ା୫ (ସ୍ବ.ପ୍ର.) -ଗଜପତି ଜିଲାରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ କରି ଜିଲାପାଳ କ୍ଷମତାପ୍ରାପ୍ତ ଜଣେ ସରପଞ୍ଚ ନିଜ ପରିବାରଙ୍କ ସହ କ୍ୱାରାଣ୍ଟାଇନରେ ରହିଛନ୍ତି। ସେହିପରି କରୋନା ସଂକ୍ରମିତ ରେଡ୍‌ ଜୋନ୍‌ରୁ ଗଜପତି ଜିଲାକୁ ଆସିଥିବାରୁ ଜଣେ ପୋଲିସ ଏସ୍‌ଆଇ ଏବଂ...

ଜେଲ କଏଦୀଙ୍କୁ ମାସ୍କ ବଣ୍ଟନ

ଆର.ଉଦୟଗିରି,୧୨।୫(ଡି.ଏନ୍‌.ଏ.): ଗଜପତି ଜିଲା ଆର.ଉଦୟଗିରିର ସାପ୍ତାହିକ ହାଟ ଓ ଜେଲର କଏଦୀମାନଙ୍କୁ ମଙ୍ଗଳବାର କୃଷି ବିଜ୍ଞାନ କେନ୍ଦ୍ର, ଇସାରା ଓ ଲିପିକା ଏନ୍‌ଜିଓର ପ୍ରୟାସରେ ୨୦୦ଟି ମାସ୍କ ବଣ୍ଟନ କରାଯାଇଛି। ଏହି ଅବସରରେ ମୋହନା ନିର୍ବାଚନ ମଣ୍ଡଳୀର ବିଧାୟକ ଦାଶରଥି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri