ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ଏସ୍ଆଇ ନିଲମ୍ବିତ
ପାରଳାଖେମୁଣ୍ଡି, ୧୩ା୫(ସ୍ବ.ପ୍ର.) : ଜଣେ ଯୁବତୀଙ୍କୁ ଗଜପତି ଜିଲା ଆର.ଉଦୟଗିରି ଥାନା ଏସଆଇ ରମେଶ ଜେନା ପ୍ରତାରିତ କରିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତାଙ୍କୁ ଗଜପତି ଏସପି ସାରା ଶର୍ମା କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏହି ଏସଆଇ...
ଲକ୍ଡାଉନ ଉଲ୍ଲଂଘନ କରି କ୍ୱାରାଣ୍ଟାଇନରେ ରହିଲେ ସରପଞ୍ଚ, ଯନ୍ତ୍ରୀଙ୍କ ସହ ଏସ୍ଆଇ
ପାରଳାଖେମୁଣ୍ଡି,୧୨ା୫ (ସ୍ବ.ପ୍ର.) -ଗଜପତି ଜିଲାରେ ଲକ୍ଡାଉନ ନିୟମ ଉଲ୍ଲଂଘନ କରି ଜିଲାପାଳ କ୍ଷମତାପ୍ରାପ୍ତ ଜଣେ ସରପଞ୍ଚ ନିଜ ପରିବାରଙ୍କ ସହ କ୍ୱାରାଣ୍ଟାଇନରେ ରହିଛନ୍ତି। ସେହିପରି କରୋନା ସଂକ୍ରମିତ ରେଡ୍ ଜୋନ୍ରୁ ଗଜପତି ଜିଲାକୁ ଆସିଥିବାରୁ ଜଣେ ପୋଲିସ ଏସ୍ଆଇ ଏବଂ...
ଜେଲ କଏଦୀଙ୍କୁ ମାସ୍କ ବଣ୍ଟନ
ଆର.ଉଦୟଗିରି,୧୨।୫(ଡି.ଏନ୍.ଏ.): ଗଜପତି ଜିଲା ଆର.ଉଦୟଗିରିର ସାପ୍ତାହିକ ହାଟ ଓ ଜେଲର କଏଦୀମାନଙ୍କୁ ମଙ୍ଗଳବାର କୃଷି ବିଜ୍ଞାନ କେନ୍ଦ୍ର, ଇସାରା ଓ ଲିପିକା ଏନ୍ଜିଓର ପ୍ରୟାସରେ ୨୦୦ଟି ମାସ୍କ ବଣ୍ଟନ କରାଯାଇଛି। ଏହି ଅବସରରେ ମୋହନା ନିର୍ବାଚନ ମଣ୍ଡଳୀର ବିଧାୟକ ଦାଶରଥି...
ଗୋଆରୁ ଗଜପତି: ଟ୍ରେନ୍ ଟ୍ରାକ୍,ସାଇକେଲରେ ଆସିଲେ ମହେଶ୍ୱର
ପାରଳାଖେମୁଣ୍ଡି, ୧୧ା୫(ସ୍ବ.ପ୍ର.)-ସୁଦୂର ଗୋଆରୁ ଟ୍ରେନ୍ ଟ୍ରାକ୍ରେ ଚାଲିଚାଲି ଏବଂ ସାଇକେଲ ଯୋଗେ କେତେଜଣ ପ୍ରବାସୀ ଓଡ଼ିଆ ଶ୍ରମିକ ଗଜପତି ଜିଲାରେ ପହଞ୍ଚତ୍ଛନ୍ତି। ଜିଲାର ମୋହନା ବ୍ଲକ ଶିକୁଳିପଦର ପଞ୍ଚାୟତ ଡେଙ୍ଗାମା କଲୋନୀର ମହେଶ୍ୱର ଶବର ଗୋଆରେ ଶ୍ରମିକ ଭାବେ କାର୍ଯ୍ୟ...
ବିନାନୁମତିରେ ଗଜପତିରେ ପଶିପାରିବେନି ଆନ୍ଧ୍ର ଲୋକେ
କାଶୀନଗର ,୧୧ା୫(ଡି.ଏନ.ଏ.)- ଗଜପତି ଜିଲାରେ ଥିବା ଓଡ଼ିଶାର ବହୁ ଅଞ୍ଚଳର ସୀମା ଆନ୍ଧ୍ର ସୀମାନ୍ତକୁ ଲାଗି ରହିଛି । ପ୍ରଶାସନର ସମସ୍ତ ସତର୍କତା ସତ୍ତ୍ୱେ ଆନ୍ଧ୍ରର କରୋନା ପ୍ରଭାବିତ ଅଞ୍ଚଳରୁ କେତେଜଣ ଲୋକ ଲୁଚିଛପି, ଗଳାବାଟ ଦେଇ ଗଜପତି ଜିଲା...
କେରଳ, ସୁରଟରୁ ଫେରିଲେ ମୋହନାର ୧୨ପ୍ରବାସୀ
ଆର.ଉଦୟଗିରି,୯।୫(ଡି.ଏନ୍.ଏ): ଗଜପତି ଜିଲାର ମୋହନା ବ୍ଲକକୁ କେରଳ ଓ ସୁରତରୁ ୧୨ଜଣ ପ୍ରବାସୀ ଓଡ଼ିଆ ଆସିଥବା ଜଣାପଡିଛି। ଶୁକ୍ରବାର ଅପରାହ୍ନରେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେସନରେ ୧୨ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇଥିଲେ। ସେଥିମଧ୍ୟରୁ ୧୧ଜଣ କେରଳରୁ ଫେରିଥିବା ବେଳେ ଜଣେ...
ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ, ଭାଣିଜୀ ମୃତ
ମୋହନା,୨ା୫(ଡି.ଏନ୍.ଏ.)- ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ହରଭଙ୍ଗୀ ଡ୍ୟାମରେ ବୁଡି ମାଇଁ ଓ ଭାଣିଜୀଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଅଡବା ଥାନା ପାଣିଗଣ୍ଡା ପଞ୍ଚାୟତ ବୁଢାଢିଅ ଗ୍ରାମର ଏବନି ମଣ୍ଡଳ (୩୧) ଓ କର୍ଚ୍ଚବାଡି ପଞ୍ଚାୟତ ହିଡିକିମା...
କ୍ୱାରାଣ୍ଟାଇନ୍ ସେଣ୍ଟର ଅନୁଧ୍ୟାନ କଲେ ଜିଲାପାଳ
ଆର.ଉଦୟଗିରି,୨ା୫(ଡି.ଏନ.ଏ.): ଗଜପତି ଜିଲାପାଳ ଅନୁପମ ଶାହା ନୂଆଗଡ ବ୍ଲକର କରୋନା ପାଇଁ ଖୋଲାଯାଇଥିବା ବିଭିନ୍ନ କ୍ୱାରାଣ୍ଟାଇନ୍ ସେଣ୍ଟର ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜିଲାପାଳ ଖଜୁରିପଦା ପଞ୍ଚାୟତର ଦୋଘରିଆ ଆଦିବାସୀ ହାଇସ୍କୁଲ କ୍ବାରେଣ୍ଟାଇନ୍ ସେଣ୍ଟର ସମେତ ବଡପଦା ଓ କେ.ଝାଲରସିଂ...
ଗୁମ୍ମାକୁ ଫେରିବେ ୪୫୦୦ ଶ୍ରମିକ
ଗୁମ୍ମା,୨ା୫: ରାଜ୍ୟ ବାହାରେ ଥିବା ଶ୍ରମିକମାନଙ୍କୁ ଫେରାଇ ଆଣିବାକୁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକ୍ରିୟା ଜାରି ରହିଛି। ଶ୍ରମିକମାନଙ୍କୁ ନାମ ପଞ୍ଜୀକରଣ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ଏଥିରେ ଗଜପତି ଜିଲା ଗୁମ୍ମା ବ୍ଲକ୍ ଅଧୀନ ୨୦ ପଞ୍ଚାୟତର ୪୫୦୦...
୫୫ ସନ୍ଦିିଗ୍ଧଙ୍କ ସ୍ବାବ ରିପୋର୍ଟ ନେଗେଟିଭ୍
ପାରଳାଖେମୁଣ୍ଡି,୨୯ା୪(ସ୍ବ.ପ୍ର.): ପଡୋଶୀ ଆନ୍ଧ୍ର ପ୍ରଦେଶ ରାଜ୍ୟ ଶ୍ରୀକାକୁଲମ ଜିଲା ପୁରୁଣାପାଟଣା ଅଞ୍ଚଳରେ ଚିହ୍ନଟ ୩ କରୋନା ପଜିଟିଭ୍ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ଗଜପତି ଜିଲାର ୫୫ ଜଣଙ୍କ ସ୍ବାବ ରିପୋର୍ଟ ନେଗେଟିଭ୍ ଆସିଛି। ଏ ନେଇ ବୁଧବାର ଗଜପତି ଜିଲାପାଳ...
ପୋଲିସକୁ ମଦ ମାଫିଆଙ୍କ ମାଡ ଘଟଣା, ୨୭ ଗିରଫ
ଆର,ଉଦୟଗିରି,୧୬ା୪(ଡି.ଏନ୍.ଏ.)- ଅଡବା ପୋଲିସ ବୁଧବାର ପାଟ୍ରୋଲିଂ କରୁଥିବାବେଳେ ବିରିକୋଟ ଗ୍ରାମରେ ଲୋକେ ଜମା ହୋଇଥିବା ଦେଖି ଯାଇଥିଲେ। ସେଠାରେ ଏକ ଜାରରେ ମହୁଲି ମଦ ଭର୍ତ୍ତି ହୋଇଥିବା ଦେଖି ଜବତ କରିବାକୁ ଯିବାବେଳେ ଉପସ୍ଥିତ ମଦ ମାଫିଆମାନେ ଆକ୍ରମଣ କରିଥିଲେ।...
ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ୩୭ ଲିଟର ମଦ ଜବତ, ୩ ଗରଫ
ଆର୍.ଉଦୟଗିରି, ୧୫।୪(ଡି.ଏନ୍.ଏ.): ଗଜପତି ଜିଲା ଆର.ଉଦୟଗିରି ଅବକାରୀ ବିଭାଗ ପକ୍ଷରୁ ଆର.ଉଦୟଗିରି ଆସିସାହି, ଖଜୁରିପଦା, ସେରେଙ୍ଗ ଆଦି ଗ୍ରାମରେ ମଙ୍ଗଳବାର ଚଢ଼ାଉ କରାଯାଇ ୩୭ ଲିଟର ଦେଶିମଦ ଜବତ କରାଯାଇଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ଗରିଫ କରାଯାଇଛି।...
Archives


