ଚେକିଂରୁ ବଞ୍ଚିବା ପାଇଁ ଗାଡ଼ିରେ ଲଗାଇଥିଲେ କୋଭିଡ୍-୧୯ ଷ୍ଟିକର
ପାରଳାଖେମୁଣ୍ଡି,୩୦ା୫: କରୋନା ମହାମାରୀ ଏବଂ ଲକ୍ଡାଉନ ସମୟରେ ପ୍ରତିବନ୍ଧକ ମୁକ୍ତ ଯାତାୟତ ପାଇଁ ମେଡିକାଲ ଅଫିସର ଏବଂ ଉଚ୍ଚପଦସ୍ତ ସରକାରୀ କର୍ମଚାରୀଙ୍କୁ ଗାଡିରେ କୋଭିଡ୍-୧୯ ଷ୍ଟିକର ଲାଗାଇବାକୁ ସରକାର ଅନୁମତି ଦେଇଛନ୍ତି। କିନ୍ତୁ ଏହି ନିୟମର ଫାଇଦା ଉଠାଇ ଜଣେ ଚାଳକ…
ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ଚାଲିଗଲେ ବଡ଼ଭାଇ
ପାରଳାଖେମୁଣ୍ଡି,୨୦ା୫: ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ବଡ଼ଭାଇଙ୍କ କରୋନାରେ ମୃତ୍ୟୁ ଘଟିଛି । ପାରଳାଖେମୁଣ୍ଡି ରାଜଦାଣ୍ଡ ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ୯ ଦିନ ମଧ୍ୟରେ କରୋନାରେ ୨ ଭାଇଙ୍କ ମୃତ୍ୟୁ ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି। ରାଜଦାଣ୍ଡ…
ପ୍ରଶାସନକୁ ସହଯୋଗର ହାତ ବଢ଼ାଇଲେ ବ୍ରହ୍ମପୁର ଏମ୍ପି
ପାରଳାଖେମୁଣ୍ଡି:୧୯।୫(ଡି.ଏନ୍.ଏ.): ଗଜପତି ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଅଧିକାଂଶ ରୋଗୀଙ୍କ କ୍ଷେତ୍ରରେ ଅମ୍ଳଜାନର ଅଭାବ ଦେଖା ଦେଉଛି । ତେଣୁ ଏହାର ସମାଧାନ ନିମନ୍ତେ ବ୍ରହ୍ମପୁର ଏମ୍ପି ଚନ୍ଦ୍ର ଶେଖର ସାହୁ ସହାୟତାର ହାତ ବଢାଇଛନ୍ତି…
ଖେଳିବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ
ପାରଳାଖେମୁଣ୍ଡି,୧୬।୫(ଡି.ଏନ୍.ଏ.): ଗଜପତି ଜିଲା ମୋହନା ବ୍ଲକରେ ପୋଖରୀରେ ବୁଡ଼ି ଜଣେ ନାବାଳକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଗଜପତି ଜିଲା ମୋହନା ଥାନା ଜିରାଙ୍ଗ ପଞ୍ଚାୟତ ବାହାଡ଼ାପଦା ଗ୍ରାମର ମିଖାଏଲ ଶବରଙ୍କ ପୁଅ ଆଲୋକ ଶବର। ସୂଚନାନୁଯାୟୀ, ଶନିବାର ଅପରାହ୍ନରୁ…
ବାହାଘର ଶୋଭାଯାତ୍ରାରେ ତହସିଲଦାରଙ୍କୁ ଆକ୍ରମଣ କରିଥିବା ମୁଖ୍ୟ ଅଭିଯୁକ୍ତ ଗିରଫ
ଆର.ଉଦୟଗିରି,୯ା୫: ଗଜପତି ଜିଲା ଆର.ଉଦୟଗିରି ଥାନା ଛେଳିଗଡ଼ ଖ୍ରୀଷ୍ଟିଆନ ସାହିରେ ବାହାଘର ବନ୍ଦ କରିବାକୁ ଯାଇଥିବା ତହସିଲଦାରଙ୍କୁ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ରବିବାର ଗିରଫ ହୋଇଛନ୍ତି। ସେ ହେଲେ ଉକ୍ତ ସାହିର ଜାନୁଏଲ ବୀର। ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ…
ଭୋଜି ବନ୍ଦ ପାଇଁ ଯାଇଥିବା ତହସିଲଦାରଙ୍କୁ ଆକ୍ରମଣ
ଆର.ଉଦୟଗିରି,୮।୫(ଡି.ଏନ.ଏ.): ଗଜପତି ଜିଲା ଆର.ଉଦୟଗିରି ଥାନା ଛେଳିଗଡ଼ ଗ୍ରାମ ଖ୍ରୀଷ୍ଟିଆନ ସାହିରେ ଶୁକ୍ରବାର କୋଭିଡ୍ ନିୟମ ଉଲ୍ଲଂଘନ କରି ଏକ ବାହାଘର ଭୋଜି ଚାଲିଥିଲା। ଖବରପାଇ ଆର୍. ଉଦୟଗିରି ତହସିଲଦାର ସ୍ମୃତିରଞ୍ଜନ ଶତପଥୀ ବନ୍ଦ କରିବାକୁ ଯାଇଥିବା ବେଳେ ତାଙ୍କୁ ଆକ୍ରମଣ…
ଶଟ୍ଡାଉନ୍ରେ ଚାରିଆଡ଼େ ଖାଁ ଖାଁ: ଗୋପିିନୀ ସାହି କଣ୍ଟେନମେଣ୍ଟ ଜୋନ୍ ଘୋଷଣା
ପାରଳାଖେମୁଣ୍ଡି:୨।୫(ଡି.ଏନ୍.ଏ.): ଗଜପତି ଜିଲାର ସଦରମହକୁମାର ପାରଳାଖେମୁଣ୍ଡି ପୌରାଞ୍ଚଳ ଓ କାଶୀନଗର ଏନ୍ଏସିରେ ଶଟ୍ଡାଉନ୍ କଡ଼ାକଡ଼ି କରାଯାଇଛି। ଏହାର ପ୍ରଭାବରେ ସହର ଖାଁ ଖାଁ ହୋଇଯାଇଛି। ମେଡିକାଲ ଓ ଅତି ଆବଶ୍ୟକ ସେବାକୁ କଟକଣା ନ ଥିବା ବେଳେ ବିନା କୌଣସି କାରଣ…
ଗଜପତିରେ ସପ୍ତାହାନ୍ତ ସଟ୍ଡାଉନ୍: ଆଜି ପାରଳାଖେମୁଣ୍ଡିରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ
ପାରଳାଖେମୁଣ୍ଡି,୧।୫-ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନୁସାରେ ଶନିବାର ଗଜପତି ଜିଲା ସଦରମହକୁମାର ପାରଳାଖେମୁଣ୍ଡି ପୌରାଞ୍ଚଳ ଓ କାଶୀନଗର ଏନ୍ଏସିରେ ସପ୍ତାହନ୍ତ ସଟ୍ଡାଉନ୍ ହୋଇଛି। ମେଡିକାଲ ଓ ଅତି ଆବଶ୍ୟକ ସେବାକୁ କଟକଣା ନଥିବା ବେଳେ ବିନା କୌଣସି କାରଣ ନ ଥାଇ ଯାତ୍ରା, ସହରରେ…
ସିଙ୍କି ସାହିକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ପ୍ରଶାସନ
ପାରଳାଖେମୁଣ୍ଡି,୨୮।୪(ଡି.ଏନ୍.ଏ.): ଭୟଙ୍କର ରୂପ ନେଇ ପୁଣି ଥରେ ଫେରିଛି କରୋନା। ଦେଶ ତଥା ରାଜ୍ୟରେ ପ୍ରତିଦିନ ସଂକ୍ରମଣ ମାମଲା ରେକର୍ଡ ଭାଙ୍ଗୁଛି। ଆଜି ପୁଣି ଗଜପତିରେ ୯୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ୪୯୪୭ରେ ପହଞ୍ଚିଛି। ଦ୍ୱିତୀୟ…
ଗଜପତିରେ ସପ୍ତାହାନ୍ତ ଶଟ୍ଡାଉନ୍: ରାସ୍ତାଘାଟ ଖାଁ ଖାଁ
ପାରଳାଖେମୁଣ୍ଡି,୨୪।୪(ଡି.ଏନ୍.ଏ.): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନୁସାରେ ଶନିବାର ଗଜପତି ଜିଲାର ସଦରମହକୁମାର ପାରଳାଖେମୁଣ୍ଡି ପୌରାଞ୍ଚଳ ଓ କାଶୀନଗର ଏନ୍ଏସିିରେ ସପ୍ତାହାନ୍ତ ଶଟ୍ଡାଉନ୍ ଆରମ୍ଭ ହୋଇଛି । ମେଡିକାଲ ଓ ଅତ୍ୟାବଶ୍ୟକ ସେବାକୁ କଟକଣା ନ ଥିବା ବେଳେ ବିନା କୌଣସି କାରଣ ନ…
ସପ୍ତାହନ୍ତ ଶଟ୍ଡାଉନ୍ ନେଇ ନୂଆ ଗାଇଡ୍ଲାଇନ୍
ପାରଳାଖେମୁଣ୍ଡି,୨୩।୪(ଡି.ଏନ୍.ଏ.): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସପ୍ତାହନ୍ତ ଶଟ୍ଡାଉନ୍ ସରକାର ଘୋଷଣା କରିଛନ୍ତି। ଏହି ଆଧାରରେ ଶନିବାର ଓ ରବିବାର ଦୁଇଦିନ ଗଜପତି ଜିଲା ସମେତ ପାରଳାଖେମୁଣ୍ଡି ସହର ମଧ୍ୟ ଶଟ୍ଡାଉନ ରହିବ। କେବଳ ଅତ୍ୟାବଶ୍ୟକ କାରବାରକୁ ଅନୁମତି ଦିଆଯିବ…
ପାରଳା ମୁଖ୍ୟରାସ୍ତା ଜବରଦଖଲ ଉଚ୍ଛେଦ
ପାରଳାଖେମୁଣ୍ଡି, ୧୯।୪(ଡି.ଏନ୍.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ମୁଖ୍ୟ ରାସ୍ତାର ଦୁଇ ପାର୍ଶ୍ୱକୁ ଲାଗି ରହିଥିବା ସ୍ଥାନଗୁଡିକରେ ଜବରଦଖଲ ଉଚ୍ଛେଦ କରାଯାଇଛି । ସୂଚନାଯୋଗ୍ୟ, ବହୁ ବର୍ଷ ହେଲା ଏଠାରେ ଜବରଦଖଲକାରୀମାନେ ରାସ୍ତା ଉପରେ ଥିବା ନାଳ ନିକଟରେ…
Archives


