ଗଜପତି

ଆନନ୍ଦ ବଜାରରେ ସ୍ବତନ୍ତ୍ର ବ୍ୟବସ୍ଥା

ପାରଳାଖେମୁଣ୍ଡି,୩।୭(ଡି.ଏନ୍‌.): ପାରଳାଖେମୁଣ୍ଡିରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ମା’ ସୁଭଦ୍ରା ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି। ଏହି ଅବସରରେ ସେଠାରେ ପ୍ରସାଦସେବନ ବ୍ୟବସ୍ଥା କରାଯାଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଯାତ୍ରା କମିଟି ପକ୍ଷରୁ ପ୍ରସାଦ ପ୍ରସ୍ତୁତ କରାଯାଇ ପ୍ରତିଦିନ ପ୍ରଥମେ…

ହୋମ୍‌ଗାର୍ଡଙ୍କ ବର୍ବରତା: ନିଶାର୍ଦ୍ଧରେ ଥାନା ଘେରିଲେ ଗ୍ରାମବାସୀ

ପାରଳାଖେମୁଣ୍ଡି,୨୯ା୬(ଡି.ଏନ୍‌.ଏ.): ପୋଲିସ ହୋମ୍‌ଗାର୍ଡଙ୍କ ବର୍ବରତାର ପ୍ରତିବାଦରେ ମଙ୍ଗଳବାର ବିଳମ୍ବିତ ରାତିରେ ପାର୍ସମ୍ବା ଗ୍ରାମର ଗ୍ରାମବାସୀ ପାରଳାଖେମୁଣ୍ଡି ଆଦର୍ଶ ଥାନା ଘେରାଉ କରିଛନ୍ତି। ହୋମଗାର୍ଡ ଲକ୍ଷ୍ମଣ ଶବରଙ୍କ ସମେତ ୧୦ଜଣ ପାର୍ସମ୍ବା ଗ୍ରାମରେ ପହଞ୍ଚତ୍ କାମ କରୁଥିବା ଜଣେ ଜେସିବି ଡ୍ରାଇଭରକୁ ମରଣାନ୍ତକ…

ଅବ୍ୟବସ୍ଥା ଘେରରେ ଛେଳିଗଡ଼ ସ୍ମାର୍ଟ ବିଦ୍ୟାଳୟ

ଆର.ଉଦୟଗିରି,୨୬।୬(ଡି.ଏନ୍‌.ଏ.): ୫-ଟି ବିଦ୍ୟାଳୟ ନାମରେ ରାଜ୍ୟ ସରକାର ବିଦ୍ୟାଳୟଗୁଡିକୁ ରୂପାନ୍ତରିତ କରି ଛାତ୍ରୀଛାତ୍ରଙ୍କ ବିକାଶ ଉଦ୍ଦେଶ୍ୟରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ମନୋବୃତ୍ତି ଯୋଗୁ ଅବ୍ୟବସ୍ଥା ମଧ୍ୟରେ ବିଦ୍ୟାଳୟ ଚାଲୁଥିବା ବେଳେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ…

କୃଷ୍ଣସାଗର ଡାହାଣ କେନାଲ ମରାମତି କରୁଛି ଆନ୍ଧ୍ର

ପାରଳାଖେମୁଣ୍ଡି,୨୫ା୬(ଡି.ଏନ୍‌.ଏ.): ଗଜପତି ଜିଲାରେ ପୁଣି ଆନ୍ଧ୍ର ଅନୁପ୍ରବେଶ କରି ନିଜର ଦାଦାଗିରି ଦେଖାଇଛି। ଚଳିତଥର କୃଷ୍ଣ ସାଗର ଡାହାଣ କେନାଲରେ ଜଳ ଲୁଟି ନେବାକୁ ମସୁଧା କରିଛି। ଗୋଷାଣୀ ବ୍ଲକର ଜଙ୍ଗଲପାଡୁ ନିକଟରେ ଥିବା କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ଆନ୍ଧ୍ର ପ୍ରଶାସନର…

କ୍ରଶରରୁ ଚୋରି କରି ବନ୍ଧା ହେଲେ ୭ ଅଭିଯୁକ୍ତ

ପାରଳାଖେମୁଣ୍ଡିି,୨୩ା୬(ଡି.ଏନ୍‌.ଏ.): ମୋହନା ଥାନା ବନ୍ଧାଗୁଡା ଗାଁରେ ଥିବା ଏକ କ୍ରଶରରୁ ଚୋରି ଅଭିଯୋଗରେ ପୋଲିସ ୭ ଜଣଙ୍କୁ ଗିରଫ କରିଛି l ସେମାନେ ହେଲେ ବନ୍ଧାଗୁଡା ଗାଁର ଅଜିତ ନାୟକ, ସେବାସ୍ତିଆନ ନାୟକ, ସୁନୀଲ ନାୟକ, ସାଇମନ ନାୟକ, ଅଭିନାଶ ନାୟକ,…

ବିକାଶ ଅପେକ୍ଷାରେ ମାନ୍ଦ୍ରାବାଜୁ ଗାଁ

ଆର.ଉଦୟଗିରି,୨୩ା୬(ଡି.ଏନ.ଏ.): ମୋହନା ବ୍ଲକ ରାଇପଙ୍କା ପଞ୍ଚାୟତ ମାନ୍ଦ୍ରାବାଜୁ ଗ୍ରାମରେ ବିକାଶ ଅପହଞ୍ଚ। ଏବେ ବି ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟ ଜଳ ଭଳି ମୌଳିକ ସୁବିଧାରୁ ଗ୍ରାମବାସୀ ବଞ୍ଚିତ ହେଉଛନ୍ତି। କେବଳ ରାସ୍ତା ନିର୍ମାଣକୁ ବାଦ ଦେଲେ ଅନ୍ୟ କୌଣସି ସରକାରୀ ଯୋଜନା…

ଗଜପତିରେ ପେଟ୍ରୋଲ ଡିଜେଲ ଅଭାବ

ପାରଳାଖେମୁଣ୍ଡି,୨୩ା୬(ଡି.ଏନ୍‌.ଏ.)- ଗଜପତି ଜିଲାର ବିଭିନ୍ନ ସ୍ଥାନରେ ପେଟ୍ରୋଲ ଡିଜେଲର ଅଭାବ ପରିଲିକ୍ଷିତ ହେଉଛି। ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହର ବ୍ୟତୀତ ଜିଲାର ବିଭିନ୍ନ ଗ୍ରାମାଞ୍ଚଳରେ ଥିବା ପେଟ୍ରୋଲ ପମ୍ପ ଗୁଡିକ ଦିନେ ଖୋଲିଲେ ଦୁଇ ଦିନ ବନ୍ଦ ରହୁଛି ।…

ମରଣଯନ୍ତା ପାଲଟିଛି ମୁକୁଳା ଡ୍ରେନ୍‌

ପାରଳାଖେମୁଣ୍ଡି,୨୩ା୬(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ମୁଖ୍ୟ ରାସ୍ତା ନିର୍ମାଣ କାର୍ଯ୍ୟ ଅନେକ ଦିନ ହେବ ଆରମ୍ଭ ହୋଇଥିବା ସତ୍ତ୍ୱେ ସମାପ୍ତ ହୋଇପାରୁନାହିଁ। ଫରେଷ୍ଟ ଗେଟ୍‌ଠାରୁ ପୁରୁଣା କୋର୍ଟ ଏବଂ ପୁରୁଣା କୋର୍ଟଠାରୁ ମୁଖ୍ୟ ଚିକିତ୍ସାଳୟ ଛକ ପ୍ରାୟ ୭ କିମି ରାସ୍ତା ମଧ୍ୟରୁ ଫରେଷ୍ଟ…

ବୁବୁ ପଣ୍ଡା ହତ୍ୟା ମାମଲା: ପ୍ରମାଣ ଅଭାବରୁ ୧୦ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୨୨ା୬: ଅତିରିକ୍ତ ଜିଲା ଜଜ୍‌ (ଏଡିଜେ)- ୧ ସଂଘମିତ୍ରା ଶର୍ମା ବହୁ ଚର୍ଚ୍ଚିତ ରଣ୍ଡାର ବୁବୁ ଓରଫ ଗଣେଶ ପଣ୍ଡା ହତ୍ୟା ମାମଲାର ବୁଧବାର ଶୁଣାଣି କରିଥିଲେ। ପ୍ରମାଣ ଅଭାବରୁ ୧୦ ଜଣ ଅଭିଯୁକ୍ତଙ୍କୁ ସେ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି।…

କଳାକନା ବୁଲାଇଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି:୨୨।୬(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଶ୍ୟାମ ନଗରରେ ମଙ୍ଗଳବାର ରାତିରେ ଚୋରି ହୋଇଛି। ପ୍ରକାଶ ଚୌଧୁରୀଙ୍କ ଘରେ କେହି ନ ଥିବା ସୁଯୋଗ ନେଇ ତାଲା ଭାଙ୍ଗି ସୁନାଗହଣା, ଟଙ୍କା ସହ ମୂଲ୍ୟବାନ ଇଲେଟ୍ରୋନିକ୍‌ ସାମଗ୍ରୀ ଦୁର୍ବୃତ୍ତ ଲୁଟି ନେଇଥିବା ଅଭିଯୋଗ…

ଭାଲୁ ଆକ୍ରମଣରେ ୨ ମୃତ, ୫ ଗୁରୁତର

ପାରଳାଖେମୁଣ୍ଡି,୨୨ା୬(ଡି.ଏନ୍‌.ଏ.): ଗଜପତି ଜିଲା ଗୋଷାଣୀ ବ୍ଲକ ସୀମାନ୍ତରେ ଭାଲୁ ଆକ୍ରମଣରେ ଦୁଇ ଦିନରେ ୨ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଆହତ ହୋଇଛନ୍ତି। ମୃତକମାନଙ୍କ ପରିଚୟ ମିଳିନଥିବା ବେଳେ ସେମାନେ ପଲାସା ଅଞ୍ଚଳର ବୋଲି ଜଣାପଡ଼ିଛି। ଆନ୍ଧ୍ର ବନ ବିଭାଗ…

ଲୋକଙ୍କ ସେବାରେ ଆସୁନି ସ୍ବଚ୍ଛ ପାନୀୟ ଜଳ ଯୋଗାଣ

ନୂଆଗଡ଼,୨୦।୬: ନୂଆଗଡ଼ ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଥିବା ବେଳେ ଏଠାରେ ବିଭିନ୍ନ ସ୍ଥାନରେ ମେଶିନ ଲଗାଇ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ସେବା ସ୍ଥାପନ କରାଯାଇଥିଲା। ବର୍ତ୍ତମାନ ରକ୍ଷଣାବେକ୍ଷଣ ଅଭାବରୁ ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ଅଚଳ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?