ଘରୁ ମିଳିଲା ପ୍ରେମୀ ଯୁଗଳଙ୍କ କ୍ଷତାକ୍ତ ମୃତଦେହ : ଅନର କିଲିଂ ସନ୍ଦେହ
ପାରଳାଖେମୁଣ୍ଡି,୮ା୩: ଗଜପତି ଜିଲା ଗୁରାଣ୍ଡି ଥାନା ଅନ୍ତର୍ଗତ ଆରିବା ଗ୍ରାମରେ ରବିବାର ରାତିରେ ଏକ ଘରୁ ଜଣେ ଯୁବତୀ ଓ ଯୁବକଙ୍କ କ୍ଷତାକ୍ତ ମୃତଦେହ ପୋଲିସ ଜବତ କରିଛି। ସୋମବାର ସାଇଣ୍ଟିଫିକ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା।…
କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ
ପାରଳାଖେମୁଣ୍ଡି,୨।୩(ଡି.ଏନ.ଏ)-ଗଜପତି ଜିଲା ରାୟଗଡ଼ା ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ କେ.ନାଗେଶ୍ବର ସେନାପତିଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ ହୋଇଛି। ଆୟବର୍ହିଭୁତ ସମ୍ପର୍ଭ ଠୁଳ ଅଭିଯୋଗରେ ଆଜି ଭୋରରୁ ପାରଳାଖେମୁଣ୍ଡି ଓ ବ୍ରହ୍ମପୁର ଭିଜିଲାନ୍ସର ମିଳିତ ଚଢାଉ ଜାରି ରହିଛି । ଭିଜିଲାନ୍ସ…
ଜେଲରୁ ୨ କଏଦୀ ଫେରାର
ଆର.ଉଦୟଗିରି,୨୮।୨(ଡି.ଏନ୍.ଏ.): ଗଜପତି ଜିଲା ଆର.ଉଦୟଗିରି ସବ୍ଜେଲରୁ ଶନିବାର ୨ କଏଦୀ ଚମ୍ପଟ୍ ମାରିଥିଲେ। ସେମାନେ ହେଲେ ଅଡ଼ବା ଗ୍ରାମର କରୁଣାକର ଗମାଙ୍ଗ ଏବଂ ପୁରୀ ଜିଲା ବ୍ରହ୍ମଗିରିର ଶରତ କୁମାର ଦେଓ। ଗଞ୍ଜେଇ ଚାଲାଣ ମାମଲା ନଂ. ୫୬/୨୦ ଅନୁଯାୟୀ ଗିରଫ…
ରାସ୍ତାକାମ କରୁଥିଲା ଆନ୍ଧ୍ର ସିମେଣ୍ଟ, ମିକ୍ସଚର ମେଶିନ ଉଠାଇନେଲା ଓଡ଼ିଶା
କାଶୀନଗର,୨୦ା୨: ପୁଣି ଆନ୍ଧ୍ରର ଦାଦାଗିରି। ଓଡ଼ିଶା ଭିତରେ ପଶି ବେଆଇନ ଭାବେ ରାସ୍ତା ନିର୍ମାଣ ଚଳାଇଥିଲା। ଏଥର କିନ୍ତୁ ସ୍ଥାନୀୟ ପ୍ରଶାସନ ମୁହଁତୋଡ଼ ଜବାବ ଦେଇଛି। ରାସ୍ତା କାମରେ ବ୍ୟବହୃତ ସିମେଣ୍ଟ, ମିକ୍ସଚର ମେଶିନ ଓ ଚିପ୍ସ ଆଦି ଜବତ କରିବା…
ଆନ୍ଧ୍ର ସ୍କୁଲରେ ତାଲା ପକାଇବ ଓଡ଼ିଶା
ପାରଳାଖେମୁଣ୍ଡି,୧୯ା୨: ଗଜପତି ଜିଲା କାଶୀନଗର ତହସିଲ ହାଡୁଭାଙ୍ଗୀ ମୌଜା ଖାତା ନଂ.୮୨ (ପ୍ଲଟ୍ ନଂ.୮୧୩)ରେ ରହିଛି ଆନ୍ଧ୍ରର ଏକ ସରକାରୀ ବିଦ୍ୟାଳୟ। ମଣ୍ଡଳ ପରିଷଦ ଉନ୍ନୀତ ପାଠଶାଳା ନାମରେ ଏହି ବିଦ୍ୟାଳୟ ୧୯୭୪ ପୂର୍ବରୁ ପ୍ରତିଷ୍ଠା ହୋଇଥିବା ଜଣାପଡିଛି। ସ୍କୁଲରେ ପ୍ରଥମରୁ…
ଓଡ଼ିଶା ଭିତରେ ଆନ୍ଧ୍ର ଦାଦାଗିରି
ପାରଳାଖେମୁଣ୍ଡି,୧୮।୨: ଆନ୍ଧ୍ର ଓଡ଼ିଶାର ଜଳ, ଜମି ଓ ଜଙ୍ଗଲ ଉପରେ ଲୋଲୁପ ଦୃଷ୍ଟି ପକାଇବା ସହ କେବେ ସରକାରୀ କଳ ତ ଆଉ କେବେ ନିର୍ବାଚିତ ପ୍ରତିନିଧିଙ୍କୁ ବ୍ୟବହାର କରି ଓଡ଼ିଶା ସୀମାନ୍ତ ଗ୍ରାମରେ ଅସ୍ଥିରତା ସୃଷ୍ଟି କରୁଛି। ଗଜପତି ଜିଲା…
ଗଙ୍ଗାବାଡ଼ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍ ହେଉ
ପାରଳାଖେମୁଣ୍ଡି,୧୩।୨(ଡି.ଏନ୍.ଏ.): ରାଜ୍ୟ ଭାଜପାର ଏକ ଟିମ୍ ଶୁକ୍ରବାର ଗଜପତି ଜିଲା ଗସ୍ତରେ ଆସି ଆନ୍ଧ୍ରପ୍ରଦେଶ ନିର୍ବାଚନ କରୁଥିବା ଗଙ୍ଗାବାଡ଼ ପଞ୍ଚାୟତ ଗସ୍ତ କରିଥିଲେ। ସେଠାରେ ଓଡ଼ିଶା ଲୋକଙ୍କୁ ଭୋଟଦାନ ପାଇଁ ମନାଉଥିବା ଆନ୍ଧ୍ରର ପ୍ରଶାସନିକ ଅଧିକାରୀଙ୍କ ସହ ଯୁକ୍ତିତର୍କ ହେବା ପରେ…
ଦୁର୍ଘଟଣା ଉଜାଡିଦେଲା ପରିବାର
ପାରଳାଖେମୁଣ୍ଡି,୭ା୨: ପାରଳାଖେମୁଣ୍ଡି ନିକଟସ୍ଥ ରାଣୀପେଣ୍ଠ ଗ୍ରାମ ବିନୋଦିନୀ ମହାବିଦ୍ୟାଳୟ ନିକଟରେ ରବିବାର ଏକ ବାଇକ୍ ସହ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କର ସ୍ତ୍ରୀ ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକ ଗୁମ୍ମା…
ଆନ୍ଧ୍ର ନିର୍ବାଚନରେ ଓଡ଼ିଶା ପ୍ରାର୍ଥୀ, ଭୋଟର
ପାରଳାଖେମୁଣ୍ଡି,୭ା୨(ଡି.ଏନ୍.ଏ.): କୋଟିଆ ପରେ ବର୍ତ୍ତମାନ ଗଜପତି ଜିଲା ଗଙ୍ଗାବାଡର କେତେକ ଗ୍ରାମ ଉପରେ ଆନ୍ଧ୍ର ପକାଇଛି ଲୋଲୁପ ଦୃଷ୍ଟି। ବିଭିନ୍ନ ଯୋଜନାରେ ଲୋକଙ୍କୁ ସାମିଲ କରିବା ସହ ବର୍ତ୍ତମାନ ଫେବୃୟାରୀ ୧୩ରେ ପଞ୍ଚାୟତ ନିର୍ବାଚନରେ ଓଡ଼ିଶାରୁ ପ୍ରାର୍ଥୀ ଦେଇଛି। ଜିଲାର ରାୟଗଡ…
ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା: ସାଙ୍ଗକୁ ଦେଖାକରି ଫେରୁଥିବା ବେଳେ ଚାଲିଗଲା ଜୀବନ
ପାରଳାଖେମୁଣ୍ଡି,୩୦।୧: ଗଜପତି ଜିଲା ରାୟଗଡ଼ା ବ୍ଲକ ଅନ୍ତର୍ଗତ ଲାଞ୍ଜିପଦ- ଜିରାଙ୍ଗ ରାସ୍ତାରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୋବରା ନୂଆ ଗାଁର ସତ୍ୟରଞ୍ଜନ ମହାନ୍ତି (୨୧)। ସତ୍ୟ ରାୟଗଡ଼ା ବ୍ଲକ ଅନ୍ତର୍ଗତ…
୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ
ପାରଳାଖେମୁଣ୍ଡି,୨୬।୧(ଡିଏନ୍.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଷ୍ଟାଡିୟମଠାରେ ଜିଲାସ୍ତରୀୟ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଓଡ଼ିଶା ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା…
ମଣ୍ଡିରୁ କିଣାଯାଉନି ଧାନ, ଚାଷୀ ନିରାଶ
କାଶୀନଗର,୨୩।୧: ଗତ ଡିସେମ୍ବର ୩୧ ତାରିଖରୁ ମିଲରମାନେ ମଣ୍ଡିରୁ ଧାନ କିଣୁ ନ ଥିବା କାଶୀନଗର ବ୍ଲକ ବଥବା ଗ୍ରାମର ଚାଷୀମାନେ ଶୁକ୍ରବାର ଅଭିଯୋଗ କରିଛନ୍ତି । ଏ ନେଇ ବଥବା ଗ୍ରାମର ବହୁ ଚାଷୀ କାଶୀନଗର ବିଡିଓଙ୍କ ଜରିଆରେ ଗଜପତି…
Archives


