ସରକାରୀ ବାସଭବନରେ ସାଇଣ୍ଟିଫିକ ଟିମ୍ର ତଦନ୍ତ
ପାରଳାଖେମୁଣ୍ଡି,୧୭ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍) ସୋମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାର ରହସ୍ୟ ଉପରୁ ପରଦା ଉଠାଇବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଶୁକ୍ରବାର ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ସାଇଣ୍ଟଫିକ ଟିମ୍ ଓ ପୋଲିସ ପହଞ୍ଚି ତଦନ୍ତ…
ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିଲେ ପାରଳାଖେମୁଣ୍ଡି ବନ ସଂରକ୍ଷକ: ଚିକିତ୍ସାଧୀନ ଅବସ୍ଥାରେ ବୁଜିଲେ ଆଖି
ପାରଳାଖେମୁଣ୍ଡି,୧୩।୭(ଡି.ଏନ୍.ଏ.): ସୋମବାର ନିଜ ସରକାରୀ ବାସଭବନରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିବା ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ର ଆଖି ବୁଜିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରୁ ବ୍ରହ୍ମପୁର ପରେ ଅଧିକ ଚିକିତ୍ସା…
କାଳ ସାଜିଲା ବଜ୍ରପାତ
ପାରଳାଖେମୁଣ୍ଡି/ହିଞ୍ଜିଳିକାଟୁ/ପୋଲିସରା,୩୦ା୬: ଗଜପତି ଓ ଗଞ୍ଜାମ ଜିଲାରେ ବୁଧବାର ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକ ହେଲେ ଗଜପତି ଜିଲା ତାଟିପୋଟି ଗ୍ରାମର ବି.ଜନାର୍ଦ୍ଦନ ଓ ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଚନ୍ଦ୍ରଶେଖର ମାର୍ଗର ଶିବରାମ…
ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ
ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ। ଗତ ୪ ମାସ ତଳେ ବିବାହ କରିଥିଲେ। ଶୁକ୍ରବାର ସ୍ବାମୀ ଓ ସ୍ତ୍ରୀ ମୋହନାରେ…
ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର
କାଶୀନଗର,୧୮ା୬: ଗଜପତି ଜିଲା କାଶୀନଗର ବ୍ଲକ ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହାର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ ହେଲେ ସୁଶାନ୍ତ ଗୌଡ। ସୁଶାନ୍ତ ଯୁବତୀଙ୍କୁ…
ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର
ପାରଳାଖେମୁଣ୍ଡି,୧୬ା୬(ଡି.ଏନ୍.ଏ.): ଗଜପତି ଜିଲା ରାୟଗଡ଼ ଥାନା ଅଧିନସ୍ଥ ରାଶିବାଡ଼ ଘାଟିରେ ଏକ ଡାଲା ଅଟୋ ଓଲଟି ପଡ଼ିଥିବା ଜଣାପଡ଼ିଛି। ଫଳରେ ଘଟଣାସ୍ଥଳରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ସେଥିରେ ଥିବା ପ୍ରାୟ ୧୨ ଜଣ ଶ୍ରମିକ ଗୁରୁତର ହୋଇଥିବା ଜଣାପଡ଼ିଛି…
ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା
ପାରଳାଖେମୁଣ୍ଡି,୧୩ା୬(ଡି.ଏନ୍.ଏ.): ଗଜପତି ଜିଲା ଅଡ଼ବା ଥାନା ମୁଠାଗୁଡ଼ା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ବାପପୁଅଙ୍କୁ ଅତି ନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି, ଲୁକ ଦଳବେହେରା ଓ ତାଙ୍କ ପୁଅ ଅନକ…
ଚେକିଂରୁ ବଞ୍ଚିବା ପାଇଁ ଗାଡ଼ିରେ ଲଗାଇଥିଲେ କୋଭିଡ୍-୧୯ ଷ୍ଟିକର
ପାରଳାଖେମୁଣ୍ଡି,୩୦ା୫: କରୋନା ମହାମାରୀ ଏବଂ ଲକ୍ଡାଉନ ସମୟରେ ପ୍ରତିବନ୍ଧକ ମୁକ୍ତ ଯାତାୟତ ପାଇଁ ମେଡିକାଲ ଅଫିସର ଏବଂ ଉଚ୍ଚପଦସ୍ତ ସରକାରୀ କର୍ମଚାରୀଙ୍କୁ ଗାଡିରେ କୋଭିଡ୍-୧୯ ଷ୍ଟିକର ଲାଗାଇବାକୁ ସରକାର ଅନୁମତି ଦେଇଛନ୍ତି। କିନ୍ତୁ ଏହି ନିୟମର ଫାଇଦା ଉଠାଇ ଜଣେ ଚାଳକ…
ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ଚାଲିଗଲେ ବଡ଼ଭାଇ
ପାରଳାଖେମୁଣ୍ଡି,୨୦ା୫: ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ବଡ଼ଭାଇଙ୍କ କରୋନାରେ ମୃତ୍ୟୁ ଘଟିଛି । ପାରଳାଖେମୁଣ୍ଡି ରାଜଦାଣ୍ଡ ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ୯ ଦିନ ମଧ୍ୟରେ କରୋନାରେ ୨ ଭାଇଙ୍କ ମୃତ୍ୟୁ ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି। ରାଜଦାଣ୍ଡ…
ପ୍ରଶାସନକୁ ସହଯୋଗର ହାତ ବଢ଼ାଇଲେ ବ୍ରହ୍ମପୁର ଏମ୍ପି
ପାରଳାଖେମୁଣ୍ଡି:୧୯।୫(ଡି.ଏନ୍.ଏ.): ଗଜପତି ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଅଧିକାଂଶ ରୋଗୀଙ୍କ କ୍ଷେତ୍ରରେ ଅମ୍ଳଜାନର ଅଭାବ ଦେଖା ଦେଉଛି । ତେଣୁ ଏହାର ସମାଧାନ ନିମନ୍ତେ ବ୍ରହ୍ମପୁର ଏମ୍ପି ଚନ୍ଦ୍ର ଶେଖର ସାହୁ ସହାୟତାର ହାତ ବଢାଇଛନ୍ତି…
ଖେଳିବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ
ପାରଳାଖେମୁଣ୍ଡି,୧୬।୫(ଡି.ଏନ୍.ଏ.): ଗଜପତି ଜିଲା ମୋହନା ବ୍ଲକରେ ପୋଖରୀରେ ବୁଡ଼ି ଜଣେ ନାବାଳକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଗଜପତି ଜିଲା ମୋହନା ଥାନା ଜିରାଙ୍ଗ ପଞ୍ଚାୟତ ବାହାଡ଼ାପଦା ଗ୍ରାମର ମିଖାଏଲ ଶବରଙ୍କ ପୁଅ ଆଲୋକ ଶବର। ସୂଚନାନୁଯାୟୀ, ଶନିବାର ଅପରାହ୍ନରୁ…
ବାହାଘର ଶୋଭାଯାତ୍ରାରେ ତହସିଲଦାରଙ୍କୁ ଆକ୍ରମଣ କରିଥିବା ମୁଖ୍ୟ ଅଭିଯୁକ୍ତ ଗିରଫ
ଆର.ଉଦୟଗିରି,୯ା୫: ଗଜପତି ଜିଲା ଆର.ଉଦୟଗିରି ଥାନା ଛେଳିଗଡ଼ ଖ୍ରୀଷ୍ଟିଆନ ସାହିରେ ବାହାଘର ବନ୍ଦ କରିବାକୁ ଯାଇଥିବା ତହସିଲଦାରଙ୍କୁ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ରବିବାର ଗିରଫ ହୋଇଛନ୍ତି। ସେ ହେଲେ ଉକ୍ତ ସାହିର ଜାନୁଏଲ ବୀର। ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ…
Archives


