ଗଜପତି

ଭୂତକୋଠି ପାଲଟିଛି ଆଦିବାସୀ ବାଳକ ଶିକ୍ଷାଶୌଧ

ଚନ୍ଦ୍ରଗିରି,୪ା୧୦(ଡି.ଏନ.ଏ.)- ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି ସୌରା ଉନ୍ନୟନ ସଂସ୍ଥା ଜରିଆରେ ଧାଡିଆମ୍ବ ପଞ୍ଚାୟତର ପଲାବନ୍ଧା ଗାଁରେ ୨୦୧୩-୧୪ ଆର୍ଥିକ ବର୍ଷରେ ଆଦିବାସୀ ଛାତ୍ରଙ୍କ ଶିକ୍ଷାର ବିକାଶ ଲକ୍ଷ୍ୟରେ ନିର୍ମାଣ ହୋଇଥିଲା ୨ଶହ ଆସନ ବିଶିଷ୍ଟ ବାଳକ ଶିକ୍ଷା ଶୌଧ।…

ଜିଲା ଚିଠି: ଗଜପତିରେ ଆରଟିଓ ସେବା ବିପର୍ଯ୍ୟସ୍ତ, ଦୌଡି ଦୌଡି ନିରାଶ ହେଉଛନ୍ତି ଜିଲାବାସୀ

୧୯୯୨ ମସିହା, ଅବିଭକ୍ତ ଗଞ୍ଜାମ ଜିଲାରୁ ପୃଥକ୍‌ ହୋଇ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇଥିଲା ଗଜପତି। ଏହାର ୧୧ ବର୍ଷ ପରେ ଅର୍ଥାତ୍‌ ୨୦୦୩ରେ ଜିଲାର ପାରଳାଖେମୁଣ୍ଡିରେ ଏକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ଖୋଲିଥିଲା। ଆଶା ଥିଲା ଜନସାଧାରଣଙ୍କ ମୋଟରଯାନ ସମ୍ପର୍କୀତ…

ଯୁବନେତାଙ୍କୁ ଚାପୁଡା ମାରିଲେ ଏମ୍‌ପି

ପାରଳାଖେମୁଣ୍ଡି,୨୫।୯(ସ୍ବ.ପ୍ର.):ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ପରିସରରେ ମଙ୍ଗଳବାର ଜିଲା ବିଜେଡିର ଏକ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନ୍ୟ ଦଳର କର୍ମୀ ଓ ନେତା ବିଜେଡିରେ ସାମିଲ ହୋଇଥିଲୋ। ବ୍ରହ୍ମପୁର ଏମ୍‌ପି…

ଓଡ଼ିଶା ଜାଗାରେ ଆନ୍ଧ୍ରର ଦାଦାଗିରି : ଜାଗା, ଗଛକଟାକୁ ନେଇ ଓଡ଼ିଶାର ଚମ୍ପାପୁର, ଆନ୍ଧ୍ରର ସିଙ୍ଗିପୁର ଗାଁ ମଧ୍ୟରେ ବିବାଦ

ପାରଳାଖେମୁଣ୍ଡି,୨୩ା୯(ସ୍ବ.ପ୍ର.) : ଜମି ଓ ଗଛକଟାକୁ କେନ୍ଦ୍ରକରି ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଦୁଇ ଗ୍ରାମ ମଧ୍ୟରେ ପୁଣି ବିବାଦ ଦେଖାଦେଇଛି। ଓଡ଼ିଶା ଜାଗାରେ ପଶି ଆନ୍ଧ୍ରର ଲୋକେ ଦାଦାଗିରି ଦେଖାଇଛନ୍ତି। ଗଜପତି ଜିଲାର ଚମ୍ପାପୁର ଏବଂ ଆନ୍ଧ୍ରର ସିଙ୍ଗିପୁର ମଧ୍ୟରେ ବିବାଦ ତୁଟିବା…

କନ୍ଧୁଣୀଦେବୀ ମହୋତ୍ସବ ଉଦ୍‌ଯାପିତ

ସୋରଡା,୨୧ା୯(ଡି.ଏନ୍‌.ଏ.)- ଗଞ୍ଜାମ ପ୍ରସିଦ୍ଧ ମା’ କନ୍ଧୁଣୀ ଦେବୀ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା ଯୋଗଦେଇ କହିଥିଲେ, ଏହି ଅଞ୍ଚଳ ହେଉଛି କଳା ଓ ସଂସ୍କୃତିର ଅଞ୍ଚଳ। ଏଠାରେ ପର୍ଯ୍ୟଟନର ବିକାଶ…

ସୀମା ଟପିଲା ପୁଅ-ବୋହୂଙ୍କ ନିର୍ଯାତନା: ସବୁ ସମ୍ପତ୍ତି ଦାନ କରିବେ ଜାନକୀ

ପାରଳାଖେମୁଣ୍ଡି,୨୦ା୯(ସ୍ବ.ପ୍ର.)-ଏକମାତ୍ର ପୁଅ-ବୋହୂଙ୍କ ନିର୍ଯାତନା ଆଇ ସହ୍ୟ ହୋଇନାହିଁ। ବାଧ୍ୟହୋଇ ଜଣେ ୭୫ବର୍ଷୀୟ ବୃଦ୍ଧା ପୁଅକୁ ନିଜ ସମ୍ପତ୍ତିରୁ ବେଦଖଲ କରିବା ପାଇଁ ମନସ୍ଥ କରିଛନ୍ତି। ଏହି ସବୁ ସମ୍ପତ୍ତି ସେ ଦାନ କରିବା ସହ ନିଜ ଘରକୁ ବୃଦ୍ଧାଶ୍ରମ କରିବା ପାଇଁ…

ପଲ୍ୟୁସନ୍‌ ସାର୍ଟିଫିକେଟ୍‌ ଲାଗି ଗାଡ଼ି ମାଲିକଙ୍କଠାରୁ ମୋଟା ଅଙ୍କର ଅର୍ଥ ଆଦାୟ

ଚନ୍ଦ୍ରଗିରି,୨୦।୯(ଡି.ଏନ୍‌.ଏ.): ସରକାର ଟ୍ରାଫିକ ନିୟମ କଡ଼ାକଡ଼ି କରିବା ପରେ ସମଗ୍ର ରାଜ୍ୟର ଗାଡ଼ି ମାଲିକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଅନ୍ୟପଟେ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ସରକାର ନିୟମକୁ ତିନି ମାସ କୋହଳ ବି କରିଛନ୍ତି । ଏହି…

ତିନି ଭାଇଙ୍କୁ ବାସନ୍ଦ ଘଟଣା, ତୁଟିଲା ବିବାଦ

ପାତ୍ରପୁର,୧୮ା୯(ଡ଼ିଏନଏ): ଜରଡ଼ା ଥାନା ପାତ୍ରପୁର ବ୍ଲକ ଡୁଙ୍ଗୁରୁଗୁଡା ଗ୍ରାମରେ ସାମାନ୍ୟ କଥାକୁ ନେଇ ଗ୍ରାମରୁ ତିନି ଭାଇଙ୍କୁ ବାସନ୍ଦ କରାଯାଇଥିବାବେଳେ ସେମାନଙ୍କ ପିଲା ମାନଙ୍କୁ ଗ୍ରାମ ବିଦ୍ୟାଳୟରେ ଏକୁଟିଆ କରାଯାଇଥିବା ନେଇ ବାସନ୍ଦ ପରିବାର ମଙ୍ଗଳବାର ବିଇଓଙ୍କ ସହିତ ଆଲୋଚନା କରଥିଲେ।…

୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୨ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ କାରରୁ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ଜଣଙ୍କୁ ଗିରଫ…

ଓଭରଟେକ୍‌ କରିବା ବେଳେ ପୋଲକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର

ଚନ୍ଦ୍ରଗିରି,୧୨।୯ (ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ପତି ଗୋବିନ୍ଦପୁର ଗ୍ରାମ ନିକଟ କିନିବିନି ପଲୋରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ଘଟଣା ସ୍ଥଳରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ…

ବିଦ୍ୟୁତ୍‌ ତାରରେ ଝୁଲୁଛି ଜୀବନ ଡୋରୀ

ଚନ୍ଦ୍ରଗିରି,୧୧।୯(ଡି.ଏନ୍‌.ଏ.): ଗଜପତି ଜିଲାରେ ଏପରି ଏକ ଗ୍ରାମ ରହିଛି ଯେଉଁଠିକୁ ପହଞ୍ଚିବା ଲାଗି ଜୀବନକୁ ବାଜି ଲଗାନ୍ତି ଲୋକେ। ଏହା ହେଉଛି ଜିଲାର ମୋହନା ବ୍ଳକ ଅନ୍ତର୍ଗତ ପାହାଡ ପର୍ବତ ଘେରା ଗରଡ଼ମା ପଞ୍ଚାୟତର ରାଜଖମା ଗାଁ। ମୋହନାଠାରୁ ପ୍ରାୟ ୭୦…

ଗଞ୍ଜାମ ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକ: ପୁରୀକୁ ବିଶ୍ୱସ୍ତରୀୟ ଆଧ୍ୟାତ୍ମିକ କ୍ଷେତ୍ର କରିବା ଉଦ୍ୟମକୁ ପ୍ରଶଂସା

ସୋରଡା,୧୦ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବିଜୁ ଜନତା ଦଳ କାର୍ଯ୍ୟକାରିଣୀ ବୈଠକ ସୋରଡା ଶିଶୁ ଉଦ୍ୟାନ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ତଥା ଗୋପାଳପୁର ବିଧାୟକ ଡ. ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ସୋରଡା ବିଧାୟକ ପୂର୍ଣ୍ଣଚନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri