ଚର୍ଚ୍ଚରେ ଚାଲିଥିଲା ସାମୂହିକ ପ୍ରାର୍ଥନା: ପରିଚାଳକ ସମେତ ୮ ଗିରଫ
କାଶୀନଗର,୫।୪(ଡି.ଏନ୍.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଲକ୍ ଡାଉନ ଘୋଷଣା କରାଯାଇଛି। ଘରୁ ନ ବାହାରିବା ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ବାରମ୍ବାର ସଚେତନ କରାଯାଉଛି। ତଥାପି ଲୋକେ ସଚେତନ ହେବାକୁ ନାରାଜ। ଗଜପତି ଜିଲା କାଶୀନଗର ଥାନା ଅଞ୍ଚଳରେ…
ଲକ୍ ଡାଉନ ବେଳେ ଅସହାୟଙ୍କୁ ଖାଦ୍ୟ ଯୋଗାଉଛି ଏସ୍ଏଚଜି
ଗୁମ୍ମା,୪।୪: ମହାମାରୀ କରୋନା ମୁକାବିଲା ପାଇଁ ସରକାର ଲକ୍ ଡାଉନ ଘୋଷଣା କରିଛନ୍ତି। ଏଭଳି ପରିସ୍ଥିତିରେ ସମସ୍ତ ଦୋକାନ, ବଜାର, ହୋଟେଲ୍ ବନ୍ଦ ରହିଛି। ତେଣୁ ବୟସ୍କ, ମାନସିକ ଅସୁସ୍ଥ, ନିରାଶ୍ରୟ, ଦିବ୍ୟାଙ୍ଗ ଓ ଅସହାୟ ଲୋକଙ୍କୁ ସରକାର ଏହି ସମୟରେ…
ଅନ୍ଧବିଶ୍ୱାସ: ୧୨ ଘଣ୍ଟା କୀର୍ତ୍ତନ କଲେ ଗାଁ ମାଡ଼ିବନି କରୋନା, ଜଣେ ଗିରଫ
ଗୋଷାଣୀ,୧ା୪(ଡି.ଏନ୍.ଏ.): ମହାମାରୀ କରୋନାର ମୁକାବିଲା ପାଇଁ ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି। ବିଶେଷକରି ଗୁଜବ ଓ ଅନ୍ଧବିଶ୍ୱାସ ଠାରୁ ଦୂରେଇ ରହିବାକୁ ବାରମ୍ବାର ସଚେତନ କରାଯାଉଛି। ଏଭଳି କାର୍ଯ୍ୟ କଲେ ଗିରଫ କରାଯିବ ବୋଲି ମଧ୍ୟ…
ରନ୍ଧାଖାଦ୍ୟ ବାଣ୍ଟିଲା ବିଡେକା
ଭଞ୍ଜନଗର,୩୧।୩(ଡି.ଏନ.ଏ.)-ଭଞ୍ଜନଗର ଜଳସଚେନ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା) ପକ୍ଷରୁ କିଛିଦିନ ହେଲା ସହରରେ ଅସହାୟ ଅବସ୍ଥାରେ ବୁଲୁଥିବା ଲୋକଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି । ଏହି କାର୍ଯ୍ୟକ୍ରମକୁ ଏନ୍ଏସି କର୍ମଚାରୀ ପରିଚାଳନା କରୁଛନ୍ତି।
କରୋନା ବିଗାଡ଼ିଲା
ଭାଇରସ୍ ସାରା ବିଶ୍ୱରେ ଅଚଳାବସ୍ଥା ସୃଷ୍ଟି କରିଛି। କରୋନାକୁ ପ୍ରତିହତ କରିବାକୁ ପ୍ରଧାନମନ୍ତ୍ରୀ ସମଗ୍ର ଭାରତକୁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଜୀବନ ବଞ୍ଚାଇବା ପାଇଁ ଲୋକେ ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରି ନିଜକୁ ଘରେ ବନ୍ଦ କରି ରଖିଛନ୍ତି। ହେଲେ ଆର୍ଥିକ…
ରାମଗିରି ଅଞ୍ଚଳରେ କାମ ଦେଉନି ଲକ୍ଡାଉନ
ରାମଗିରି,୨୯ା୩(ଡି.ଏନ.ଏ.)- ପ୍ରଧାନମନ୍ତ୍ରୀ ଗତ ୨୨ ତାରିଖରେ ସାରା ଦେଶରେ ଜନତା କର୍ଫ୍ୟୁ ପାଇଁ ପ୍ରଥମେ କହିଥିଲେ। ସେ ଦିନ ରାମଗିରି ତଥା ଆଖପାଖ ଅଞ୍ଚଳ ସମ୍ପୂର୍ଣ୍ଣ ରୂପେ ଶୂନଶାନ୍ ହୋଇଯାଇଥିଲା। ଗ୍ରାମାଞ୍ଚଳର ଲୋକମାନେ ଭାବିଥିଲେ ଯେ ଆକାଶ ମାର୍ଗରୁ କରୋନା ଭୂତାଣୁ…
ବିଭିନ୍ନ ହାଟ ବନ୍ଦ, ଯାନବାହନ ଯାଞ୍ଚ
ଆର.ଉଦୟଗିରି,୨୫ା୩(ଡି.ଏନ.ଏ.)- ଆର୍.ଉଦୟଗିରି ଓ ସେରଙ୍ଗ ଥାନା ଖଜୁରିପଦା ଫାଣ୍ଡି ପକ୍ଷରୁ ଲକ୍ଡାଉନ ଯୋଗୁ ଯାନବାହନ ଯାଞ୍ଚ କଡ଼ାକଡ଼ି କରିବା ସହ ସଚେତନତା ଜାରି ରଖାଯାଇଛି। ସୋମବାର ଆର୍.ଉଦୟଗିରି ହାଟ ବନ୍ଦ ଥିବାବେଳେ ମଙ୍ଗଳବାର ନୂଆଗଡ ସାପ୍ତାହିକ ହାଟ ଓ ବୁଧବାର ଖଜୁରିପଦା…
କରୋନା ସଚେତନତା ଗୀତ ଗାଇଲେ ଏସ୍ପି
ପାରଳାଖେମୁଣ୍ଡି,୨୩।୩(ସ୍ବ.ପ୍ର.)-ମହାମାରୀ କରୋନାକୁ ପ୍ରତିହତ କରିବା ଦିଗରେ ଲୋକଙ୍କୁ ସଚେତନ କରାଯାଉଛି। ଏହା ମଧ୍ୟରେ ଗଜପତି ଏସ୍ପି ସାରା ଶର୍ମା ଲୋକଙ୍କ ପାଇଁ ସଚେତନତାମୂଳକ ଗୀତ ଗାଇଛନ୍ତି। ସୋମବାର ଏହା ଲୋକାର୍ପିତ ହୋଇଛି। ଜିଲା ସମନ୍ବିତ ଆଦିବାସୀ ସଂସ୍ଥା ପ୍ରକଳ୍ପ ପ୍ରଶାସକ ସରୋଜ…
ପାଇଖାନା ନିର୍ମାଣରେ ଅନିୟମିତତା
ରାୟଗଡ଼(ଗଜପତି), ୯ା୩ (ଡି.ଏନ୍.ଏ.) ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମରେ ଗାଁରୁ ସହର ସମସ୍ତ ଅଞ୍ଚଳକୁ ବାହ୍ୟ ମଳମୁକ୍ତ କରିବାହ ପାଇଁ ପ୍ରତ୍ୟେକ ଘରେ ସ୍ବଚ୍ଛ ଶୌଚାଳୟ ନିର୍ମାଣ ଯୋଜନା କରିଛନ୍ତି। ମାର୍ଚ୍ଚ ୩୦ ସୁଦ୍ଧା ପାଇଖାନା ତିଆରି ପାଇଁ ଲକ୍ଷ୍ୟ ରଖିଥିବାବେଳେ କେତେକ…
ଟାଉନ୍ହଲ ପରିସର ପାଲଟିଛି ପାର୍କିଂସ୍ଥଳ, ପରିସ୍ରାଗାର
ପାରଳାଖେମୁଣ୍ଡି, ୫ା୩(ସ୍ବ.ପ୍ର.) ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ ୧୪ ନଂ. ଓ୍ବାର୍ଡସ୍ଥିତ ଟାଉନ୍ହଲ ନବୀକରଣ କାର୍ଯ୍ୟ ଚାଲିଥିବାବେଳେ ଏଥିରେ ଅହେତୁକ ବିଳମ୍ବ ହେଉଥିବା ଜଣାପଡ଼ିଛି। ଜିଲା ସଦରରେ ସରକାରୀଭାବେ ଏହା ଏକମାତ୍ର ହଲ୍। ଏହା ସାଙ୍ଗଠନିକ କାର୍ଯ୍ୟକ୍ରମ ସହ ଉତ୍ସବ କାର୍ଯ୍ୟରେ ବ୍ୟବହାର…
ପୋତି ହେଲାଣି ସାଗର
ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ରାଜତ୍ୱ ସମୟରେ ଗଜପତି ଜିଲାର ପାରଳାଖେମୁଣ୍ଡିଠାରେ ଅନେକ ସାଗର ପ୍ରତିଷ୍ଠା ହୋଇଥିଲା। ଯାହାକୁ ନେଇ ଏହି ସହର ଦିନେ ସାଗରର ସହରଭାବେ ସମଗ୍ର ଓଡ଼ିଶାରେ ବେଶ୍ ପରିଚିତ ଥିଲା। ରାମ ସାଗର, ସୀତା ସାଗର, କୃଷ୍ଣ ସାଗର…
ଲାଗିଛି ନିମ୍ନମାନର ଡଷ୍ଟବିନ୍ ଷ୍ଟାଣ୍ଡ
କାଶୀନଗର,୨୪ା୨(ଡି.ଏନ୍.ଏ.) ଗଜପତି ଜିଲା କାଶୀନଗର ଏନ୍ଏସିରେ ସଫେଇ କାର୍ଯ୍ୟ ବନ୍ଦ ରହିଥିବା ଯୋଗୁ ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଆବର୍ଜନା ଦେଖିବାକୁ ମିଳୁଛି। ଏଥିପାଇଁ ଅଞ୍ଚଳରେ ଘୁଷୁରିଙ୍କ ଉପଦ୍ରବ ପୁଣି ବଢ଼ିଛି। ତେବେ ଲୋକେ ଅଳିଆ ଆବର୍ଜନା ବାହାରେ ନ ଫୋପାଡ଼ି ଡଷ୍ଟବିନ୍ରେ…
Archives


