ଗଜପତି

ଗୁମ୍ମା ବ୍ଲକ କାର୍ଯ୍ୟାଳୟରେ ୭୩ତମ ସ୍ବାଧୀନତା ଦିବସ

ଗୁମ୍ମା, ୧୫।୮-ଗୁମ୍ମା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବିଡିଓ ନଟବର ଗରଡ଼ା, ସଡିପିଓ ଅନିତା ରାଣୀ ପଟ୍ଟନାୟକ, ବ୍ଲକ ଅଧ୍ୟକ୍ଷ ଗଜେନ୍ଦ୍ର ଗମାଙ୍ଗ, ଜିଲା ପରିଷଦ ହିମାଂଶୁ ଲିମ୍ମା ଏବଂ ବିଭିନ୍ନ ଅନୁଷ୍ଠାନର…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା

ଚନ୍ଦ୍ରଗିରି,୧୫ା୮(ଡି.ଏନ.ଏ.):ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରିର ଚନ୍ଦନପୁର ବସ୍ତିରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ ସ୍ବାମୀ ଗଳାରେ ଶାଢି ବାନ୍ଧି ଆତ୍ମହତ୍ୟା କରିଛନ୍ତି। ବୁଧବାର ଦମ୍ପତିଙ୍କ ମୃତଦେହକୁ ପୋଲିସ ଜବତ କରିଛି।…

ମାନସିକ ବିକାରଗସ୍ତ ସ୍ବାମୀଙ୍କ ଅଭାବନୀୟ କାଣ୍ଡ: ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ପରେ କଲେ ଆତ୍ମହତ୍ୟା

ଚନ୍ଦ୍ରଗିରି, ୧୪।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦନପୁର ହରିଜନ ବସ୍ତିରେ ଜଣେ ଦମ୍ପତ୍ତିଙ୍କ ମୃତଦେହକୁ ବୁଧବାର ମୋହନା ପୋଲିସ ଜବତ କରିଛି। ମୃତକଦ୍ୱୟ ହେଲେ ଚନ୍ଦନପୁର ବସ୍ତିର ବଚ୍ଚନ ଉଠାଣସିଂ ଓ ତାଙ୍କ ସ୍ତ୍ରୀ ସୁମିତ୍ରା ଉଠାଣସିଂ। ଘଟଣା…

ଗାଡ଼ି ଚଳାଇବା ବେଳେ ମୋବାଇଲରେ କଥା ହେବା ହେଲା କାଳ: ଅଟୋ ଓଲଟି ୭ ଛାତ୍ରୀଛାତ୍ର ଆହତ, ଜଣେ ଗୁରୁତର

ଚନ୍ଦ୍ରଗିରି,୯।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଜାଲିବାଡ଼ଇ ଗ୍ରାମ ନିକଟରେ ଶୁକ୍ରବାର ସକାଳେ ଏକ ଅଟୋ ଓଲଟି ପଡିବାରୁ ୮ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ଗୁରୁତର ଛାତ୍ର ହେଲେ ଅଲିଫ ବୀର(୧୫)। ସେହିଭଳି ଆହତମାନେ…

ଚାନ୍ଦିପୁଟ ପଞ୍ଚାୟତ ବୁରନାଳ; ବିପଦପୂର୍ଣ୍ଣ ପୋଲରେ ହେଉଛି ଯାତାୟାତ

ଚନ୍ଦ୍ରଗିରି,୫ା୮(ଡି.ଏନ.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ବର୍ତ୍ତମାନ ମଧ୍ୟ ନଦୀ/ନାଳ ଉପରେ ପୋଲଟିଏ ନ ଥିବାରୁ ଲୋକେ କାଠପୋଲରେ ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି…

ବାଙ୍କୀଝୋଳା ଓ ଚଢିଆପଦା ଗାଁର ବିକାଶ ଅପହଞ୍ଚ : ଗମନାଗମନ ପାଇଁ କାଠପୋଲ ଭରସା

ଚନ୍ଦ୍ରଗିରି,୪।୮(ଡି.ଏନ୍‌.ଏ.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ଲାଗି ବିଭିନ୍ନ ଯୋଜନା ମାଧ୍ୟମରେ ଖର୍ଚ୍ଚ କରୁଛନ୍ତି କୋଟି କୋଟି ଟଙ୍କା। ଉଦ୍ଦେଶ୍ୟ ରହିଛି ଗାଁର ବିକାଶ, ଦେଶର ବିକାଶ କିନ୍ତୁ ଆଜି ମଧ୍ୟ ଏପରି ଗାଁ ଅଛି ଯେଉଁଠି…

ଗଞ୍ଜେଇ ବୋଝେଇ ବୋଲେରୋ ଜବତ, ୩ ଗିରଫ

ଚନ୍ଦ୍ରଗିରି,୩।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ପୋଲିସ ଶୁକ୍ରବାର ରାତିରେ ପେଟ୍ରୋଲିଂ ବେଳେ ରାଇସିଂ ଛକରୁ ୫୯.୫୦୦ କେଜି ଗଞ୍ଜେଇ ବୋଝେଇ ଏକ ବୋଲେରୋ(ଓଡି୦୭କ୍ୟୁ୪୪୫୦) ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ଆର୍‌…

ପୋଲିସ ପରିଚୟ ଦେଇ ମହିଳାଙ୍କ ମଙ୍ଗଳସୂତ୍ର ଲୁଟ୍‌

ବ୍ରହ୍ମପୁର ଅଫିସ,୨ା୮-ନକଲି ପୋଲିସ ବେଶରେ ଲୁଟେରାମାନେ ବିଶେଷକରି ମହିଳା ଓ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ କରି ସୁନାଗହଣା ଓ ଟଙ୍କା ଲୁଟ୍‌ କରୁଛନ୍ତି। ଏବେ ସେହି ଲୁଟେରାମାନଙ୍କୁ ପୋଲିସ ଧରି ପାରୁନାହିଁ। ନକଲି ପୋଲିସ ଏବେ ଅସଲିଙ୍କୁ ଚ୍ୟାଲେଞ୍ଜ ଦେଉଛନ୍ତି। ଗୁରୁବାର…

ବାଲି ଚୋରାଚାଲାଣ ୧୦ ଗାଡିରୁ ୧ଲକ୍ଷ ଟଙ୍କା ଜରିମାନା ଆଦାୟ

ଚନ୍ଦ୍ରଗିରି,୧ା୮(ଡି.ଏନ.ଏ.): ମୋହନା ବ୍ଲକ ଖସଡ଼ା ରାମନଦୀରୁ ବେଆଇନ ବାଲି ଚାଲାଣ ହେଉଛି। ମୋହନା ତହସିଲଦାର ତଥା କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ କଲ୍ୟାଣୀ ସଂଘମିତ୍ରା ଦେବୀ ଗୁରୁବାର ବାଲି ଚୋରାଚାଲାଣ ବେଳେ ଚଢାଉ କରି ୫ ଟ୍ରାକ୍ଟର ଜବତ କରିଥିଲେ। ଯାଞ୍ଚବେଳେ କାଗଜପତ୍ର ନ…

ବାଲି ଚୋରାଚାଲାଣ : ୫ ଟ୍ରାକ୍ଟର ଜବତ

ଚନ୍ଦ୍ରଗିରି,୧।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ଖସଡ଼ା ରାମନଦୀରୁ ଗୁରୁବାର ବେଆଇନ ଭାବେ ବାଲି ଚୋରାଚାଲାଣ ହେଉଥିବା ଖବର ପାଇ ମୋହନା ତହସିଲଦାର କଲ୍ୟାଣୀ ସଂଘମିତ୍ରା ଦେବୀ ଘଟଣାସ୍ଥଳରେ ପହଞ୍ଚି ୫ଟି ଟ୍ରାକ୍ଟରକୁ ଜବତ କରିଛନ୍ତି। ଏହି ସମୟରେ ଡ୍ରାଇଭରମାନେ…

ଜନସେବା କେନ୍ଦ୍ରକୁ ତାଗିଦ: ନିର୍ଦ୍ଧାରିତ ଦରଠାରୁ ଅଧିକ ନେଲେ କାର୍ଯ୍ୟାନୁଷ୍ଠାନ

ଚନ୍ଦ୍ରଗିରି,୩୦।୭(ଡି.ଏନ୍‌.ଏ.): ବାରମ୍ବାର ସରକାରୀ ଦପ୍ତରକୁ ନଯାଇ ସହଜରେ ଏବଂ କମ୍‌ ଖର୍ଚ୍ଚରେ କିପରି ବିଭିନ୍ନ ସରକାରୀ ପ୍ରମାଣପତ୍ର ପାଇପାରିବେ ସେ ନେଇ ବିଭିନ୍ନ ସ୍ଥାନରେ ଜନସେବା କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ମାତ୍ର କେତେକ ଅସାଧୁ କେନ୍ଦ୍ର ପରିଚାଳକ ଏହାର ଅପବ୍ୟବହାର କରୁଛନ୍ତି।…

କାଦୁଅ କରିବା, ଗଜାଧାନ ବୁଣା ଯନ୍ତ୍ରର କ୍ଷେତ୍ର ପ୍ରଦର୍ଶନ

ସୋରଡ଼ା,୩୦ା୭(ଡି.ଏନ.ଏ.)-ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ପଶୁ ଶକ୍ତିର ସଦୁପଯୋଗ ସମ୍ବନ୍ଧୀୟ ସର୍ବଭାରତୀୟ ସଂଯୋଜିତ ଗବେଷଣା ପ୍ରକଳ୍ପ, ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର, ଗଞ୍ଜାମ ଓ ରେଜିଲିଏନ୍ସ ପ୍ରକଳ୍ପର ମିଳିତ ପ୍ରଚେଷ୍ଟାରେ ସୋରଡ଼ା ବ୍ଲକ ଲାଠିପଡ଼ା ଗ୍ରାମଠାରେ ଓୟୁଏଟି ବଳଦଟଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri