କାର୍କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍, ଡ୍ରାଇଭରଙ୍କ ସମେତ…
ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ ନିକଟ ଭୀମଦଲି ଘାଟିରେ ଘଟିଛି ଏହି ଦୁର୍ଘଟଣା। ରାୟଗଡ଼ାରୁ ଗୋଟିଏ ପରିବାର ୪…
ଶନି ମନ୍ଦିରରେ ଫୁଲ ଦେଇ ଫେରୁଥିଲେ, ପଛରୁ ପିଟିଦେଲା ବାଇକ୍; ଚାଲିଗଲା…
ପାରଳାଖେମୁଣ୍ଡି, ୨୭।୬(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରରେ ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଷ୍ଟାଡିୟମ୍ ନିକଟସ୍ଥ ଇଣ୍ଡିଆନ୍ ପେଟ୍ରୋଲ ପମ୍ପ ସମ୍ମୁଖରେ ଏକ ଦ୍ରୁତଗାମୀ ମୋଟରସାଇକେଲ ଜଣେ ପଥଚାରୀଙ୍କୁ ପଛପଟୁ ଜୋରଦାର ଧକ୍କା ଦେବା ଫଳରେ…
ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ
ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ବିଭିନ୍ନ ସମୟରେ ଚଢ଼ାଉ କରାଯାଇ ଜବତ ହୋଇଥିବା ପ୍ରାୟ ୩,୧୧୬ କିଲୋଗ୍ରାମ…
ରାଶନ ଚାଉଳ ଆଣିବାକୁ ଯିବାବେଳେ ହେଲା ବଜ୍ରାଘାତ: ବଡ଼ଭାଇ ମୃତ, ସାନ ଭାଇ ଗୁରୁତର
ମୋହନା, ୨୬।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ ଅନୁଗୁର ପଞ୍ଚାୟତର କଟାମା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପଞ୍ଚାୟତକୁ ରାଶନ ଚାଉଳ ଆଣିବା ହେଲା କାଳ। ଦୁଇ ଭାଇ ପଞ୍ଚାୟତକୁ ରାଶନ…
ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…
ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ କରାଯାଇଛି । ଗଞ୍ଜେଇ ଥିବା ନେଇ ପୋଲିସକୁ ବିଶେଷ ସୂତ୍ରରୁ ସୂଚନା ମିଳିବା…
ଘାଟିରେ ଓଲଟିଲା ଟ୍ରକ୍: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର
ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍, ଦୁର୍ଘଟଣାରେ ଟ୍ରକ୍ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ଗଜପତି ଜିଲା ମୋହନା ଥାନା ଜରଉ ଘାଟିରେ ବିଳମ୍ବିତ ରାତିରେ…
ଦାଦନ ଖଟିବାକୁ ଯାଇଥିଲେ ଗୋଆ, ୪ ମହଲା କୋଠାରୁ ଖସି ପଡ଼ି ଚାଲିଗଲା ଗଣେଶଙ୍କ ଜୀବନ
ମୋହନା, ୨୩।୬( ମନ୍ମଥ ମିଶ୍ର ): ଦାଦନ ଖଟିବାକୁ ଯାଇଥିଲେ ଗୋଆ । ହେଲେ ୪ ମହଲା ଅଟ୍ଟାଳିକାରୁ ତଳକୁ ଖସି ପଡ଼ିବାରୁ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଏଭଳି ଅଭାବନୀୟ ଘଟଣା ଘଟିଛି ଗୋଆରେ। ପରିବାର ଲୋକଙ୍କ ସୂଚ଼ନା…
ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …
ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି। ପ୍ରାଥମିକ ତଦନ୍ତରେ ଜଣେ ୧୭ ବର୍ଷୀୟ ନାବାଳକଙ୍କ ସମ୍ପୃକ୍ତି ଜଣାପଡ଼ିବା ପରେ…
ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ
ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା ଗ୍ରାମରେ ଅତ୍ୟନ୍ତ ଆଡ଼ମ୍ବର ଓ ଉତ୍ସାହର ସହ ପାଳନ କରାଯାଇଛି। କୁଇ କନ୍ଧ…
ଜମି ବିବାଦରୁ ବାପପୁଅଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ
ପାରଳାଖେମୁଣ୍ଡି,୧୯ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ସାରିଆପଲ୍ଲୀ ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ରକରି ଗୁରୁବାର ରାତିରେ ଗ୍ରାମର ଗୋଟିଏ ପରିବାରର ବାପପୁଅଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଦୀର୍ଘଦିନ ଧରି ଚାଲିଥିବା ଏହି ବିବାଦ ଉଗ୍ରରୂପ ନେଇଛି। ଆକ୍ରମଣରେ…
ଗଜପତି ଜିଲାରେ ବାହାର ଠିକାଦାରଙ୍କୁ କାମ କରିବାକୁ ମନା, ଜିଲା ଠିକାଦାର ସଂଘର ନୂତନ ନିଷ୍ପତ୍ତି
ମୋହନା, ୧୯।୬ (ମନ୍ମଥ ମିଶ୍ର): ଗଜପତି ଜିଲା ଠିକାଦାର ସଂଘ ପକ୍ଷରୁ ଏକ ନୂତନ ନିୟମାବଳୀ ପ୍ରସ୍ତୁତ କରାଯାଇଛି। ସଂଘର ସଦସ୍ୟମାନଙ୍କ ସର୍ବସମ୍ମତିକ୍ରମେ ଗୃହୀତ ଏହି ନିୟମାବଳୀ ଅନୁଯାୟୀ, ବାହାର ଜିଲାର ଠିକାଦାରମାନଙ୍କୁ ଗଜପତି ଜିଲାରେ କାମ କରିବା ପାଇଁ ସମ୍ପୂର୍ଣ୍ଣ…
ଜନ୍ମମାଟିରେ ବୀର ସନ୍ତାନଙ୍କୁ ଶେଷ ବିଦାୟ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତୋପ ସଲାମି
ପାରଳାଖେମୁଣ୍ଡି,୧୯।୬ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ତାଟିପାଟି ଗ୍ରାମରେ ଶୁକ୍ରବାର ଶୋକର ଛାୟା ଖେଳିଯାଇଛି। ଗ୍ରାମର ବୀର ସନ୍ତାନ ତଥା ଭାରତୀୟ ସେନାର ୧୬ ରାଷ୍ଟ୍ରୀୟ ରାଇଫଲ୍ସରେ ନାଏକ ଭାବେ କାର୍ଯ୍ୟରତ ଦେବେନ୍ଦ୍ର ରାଓଙ୍କ ପାର୍ଥିବ ଶରୀର…

