ଗଜପତି

ନଦୀରେ ଭାସିଗଲେ ଯୁବକ

ପାରଳାଖେମୁଣ୍ଡି,୨୬ା୯(ଡି.ଏନ୍‌.ଏ.):ଗଜପତି ଜିଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ବମିକା ନିକଟ ସାଇଲଡା ଗ୍ରାମ ନଦୀରେ ଭାସି ଯାଇ ରବିବାର ଜଣେ ଯୁବକ ନିଖୋଜ ହୋଇଛନ୍ତି। ସେ ହେଲେ ଜି ରାମୁ (୩୬)। ରାମୁ ସନ୍ଧ୍ୟାରେ ନଦୀ ପାର ହେଉଥିବା ବେଳେ ହଠାତ୍‌ ପାଣିରେ…

ଗଜପତିରେ ଧସିଲା ପାହାଡ଼

ପାରଳାଖେମୁଣ୍ଡି,୨୬।୯(ଡି.ଏନ୍‌.ଏ.): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ନମାନଗଡ଼ ଓ ଅଜୟଗଡ଼ ରାସ୍ତାର ପାହାଡ ଧସିଥିବା ରବିବାର ଦେଖିବାକୁ ମିଳିଛି। ବର୍ଷା ଯୋଗୁ ଅତଡା ଖସିଥିବା ସୂଚନା ମିଳିଛି। ତେଣୁ ନମାନଗଡ଼ଠାରୁ ଅଜୟଗଡ ରାସ୍ତାଟି ସମ୍ପୂର୍ଣ୍ଣ ରୂପେ ଅବରୋଧ ହୋଇଯାଇଛି। ଜିଲା…

ଜିରୋ କାଜୁଆଲିଟି ଉପରେ ଗଞ୍ଜାମ ଜିଲାପାଳଙ୍କ ଗୁରୁତ୍ୱାରୋପ

ଛତ୍ରପୁର,୨୬ା୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ଗୁଲାବ’କୁ ନେଇ ଗଞ୍ଜାମ ଜିଲାରେ ଦିନତମାମ ବର୍ଷା ହେବ। ସନ୍ଧ୍ୟାଠାରୁ ଅଧିକରୁ ଅଧିକ ବର୍ଷା ସହ ପବନର ବେଗ ବୃଦ୍ଧି ହୋଇ ରାତିରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରବିବାର ପୂର୍ବାହ୍ନରେ ଗଞ୍ଜାମ…

୧୮୦ କିମି ଦୂରରେ ‘ଗୁଲାବ’: ଗଜପତିରେ ଆରମ୍ଭ ହେଲା ପବନ ସହ ବର୍ଷା

ପାରଳାଖେମୁଣ୍ଡି,୨୬ା୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ଗୁଲାବ’ ଗଜପତି ଜିଲାରେ ଅଧିକ ପ୍ରଭାବ ପକାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ତେବେ ଆଜି ସକାଳୁ କୋହଲା ପାଗ ସହ ଝିପି ଝିପି ବର୍ଷା ହେଉଛି। ପବନର ବେଗ ମଧ୍ୟ ବଢ଼ିବାରେ…

ନାବାଳକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଲେ ଯୁବତୀ

ଆର୍‌.ଉଦୟଗିରି,୨୨ା୯(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ନଂ.୧୭୮/୨୧ରେ ମାମଲା ରୁଜୁ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ଧରି ବ୍ରହ୍ମପୁରସ୍ଥିତ ବାଳ ସୁଧାର ଗୃହକୁ ପଠାଯାଇଥିବା…

ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଭାରତୀଙ୍କର ସୋମବାର ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି । ଭୁବନେଶ୍ୱରସ୍ଥିତ ଷ୍ଟେଟ୍‌ ଫରେନ୍‌ସିକ୍‌ ସାଇନ୍ସ ଲାବୋରେଟୋରୀରେ ବିଦ୍ୟାଭାରତୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ ଚାଲିଛି । ଲାଏ ଡିଟେକ୍ସନ…

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଡିଏଫ୍‌ଓଙ୍କ ଲାଇ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରୁ ଆଜି ପର୍ଯ୍ୟନ୍ତ ପରଦା ହଟିପାରିନାହିଁ। ମୃତ୍ୟୁ ମାମଲାର ତଦନ୍ତ ପ୍ରଥମେ ପୋଲିସ ଏବଂ ପରେ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ଏବେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସୌମ୍ୟଙ୍କ ମୃତ୍ୟୁ…

ବାରମ୍ବାର କରୁଥିଲେ ପ୍ରେମ ନିବେଦନ, ଅନ୍ୟତ୍ର ବିବାହ କରିବାରୁ ପ୍ରେମିକାର ସ୍ବାମୀଙ୍କୁ କଲେ ଏମିତି …

ରାୟଗଡ଼/ଗଜପତି(ଡି.ଏନ୍‌.ଏ.),୧୭।୯: ଗଜପତି ଜିଲା ରାୟଗଡ ଥାନା ଅନ୍ତର୍ଗତ ଜିରାଙ୍ଗ ହାଟରେ ଶୁକ୍ରବାର ଅଘଟଣ ଘଟିଛି। ଜନଗହଳି ପୂର୍ଣ୍ଣ ହାଟରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଗୁରୁତର ଅବସ୍ଥାରେ ଆହତ ଯୁବକଙ୍କୁ ଚିକିତ୍ସା ପାଇଁ ପାରଳାଖେମୁଣ୍ଡି ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ…

ଗଣେଶ ପୂଜା ଦେଖିବାକୁ ଯାଇଥିଲେ ନାବାଳିକା: ନାବାଳକ ନିଛାଟିଆ ଛାତକୁ ଡାକି ନେଇ …

ପାରଳାଖେମୁଣ୍ଡି,୧୨।୯: ଘର ପାଖରେ ଗଣେଶ ପୂଜା ଦେଖବାକୁ ଯାଇ ବଳାତ୍କାର ଶିକାର ହୋଇଛନ୍ତି ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା କାଶୀନାଗର ଥାନା ଅଞ୍ଚଳରେ। ପୀଡ଼ିତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ। ଅଭିଯୁକ୍ତ ନାବାଳକଙ୍କୁ ଡାକ୍ତରୀମାଇନା ପାଇଁ ମଧ୍ୟ…

ବଂଶଧାରାରେ ବୁଡ଼ି ଜଣଙ୍କ ମୃତ୍ୟୁ, ମିଳୁନି ଅନ୍ୟ ଜଣଙ୍କ ପତ୍ତା

କାଶୀନଗର,୧୦ା୯(ଡି.ଏନ୍‌.ଏ.): ଗଜପତି ଜିଲା କାଶୀନଗର ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟ ବଂଶଧାରା ନଦୀରେ ଗୁରୁବାର ସନ୍ଧ୍ୟାରେ ୨ ନାବାଳକ ବୁଡ଼ିଯାଇଥିଲେ। ସେମାନଙ୍କ ମଧ୍ୟରୁ ରାତିରେ ଜଣଙ୍କ ମୃତଦେହ ଠାବ କରାଯାଇଥିଲା। ହେଲେ ୨୪ ଘଣ୍ଟା ପରେ ମଧ୍ୟ ଅନ୍ୟ ଜଣଙ୍କ ପତ୍ତା…

ପାହାଡ଼ରୁ ଖସି ପଡ଼ିଲେ ୨ ଭାଇ

ରାୟଗଡ଼(ଗଜପତି),୫ା୯(ଡି.ଏନ.ଏ.): ଗଜପତି ଜିଲା ମାର୍ଲବା ଘାଟିରେ ରବିବାର ବାଇକ୍‌ ସହ ପାହାଡ଼ ତଳକୁ ଖସିପଡ଼ି ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାୟଗଡ଼ ବ୍ଲକ ସ୍ବାଲସିଂ ସାହିର ସ୍ବର୍ଗତ ମନୋଜ କୁମାର ସ୍ବାଲସିଂଙ୍କ ପୁଅ ବିଲ୍‌ କ୍ଲିଣ୍ଟନ(୨୪) ଓ ପ୍ରିୟତମ…

ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚାଞ୍ଚଲ୍ୟକର ବୟାନ ଦେଲେ ରାତି ଜଗୁଆଳି, କହିଲେ ରାତିରେ ସୌମ୍ୟଙ୍କ ଘରକୁ ଯାଆନ୍ତି ଡିଏଫ୍‌ଓ

ଗଜପତି,୪ା୯(ଡି.ଏନ୍‌.ଏ.): ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା ଯେତିକି ବିଳମ୍ବ ହେଉଛି ସେତିକି ଅଡୁଆ ବଢୁଛି। ମୃତ୍ୟୁ ମାମଲାର ତଦନ୍ତ ପ୍ରଥମେ ପୋଲିସ ଏବଂ ପରେ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ଏବେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସୌମ୍ୟଙ୍କ ମୃତ୍ୟୁର ୫୦ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?