ଗଜପତି

ଭିଜିଲାନ୍ସ ଜାଲରେ ନୂଆଗଡ ଫରେଷ୍ଟର

ପାରଳାଖେମୁଣ୍ଡି,୭।୧୨(ଡି.ଏନ୍‌.ଏ.): ଗଜପତି ଜିଲା ନୂଆଗଡ ଫରେଷ୍ଟର ଗଣେଶ ପ୍ରଧାନ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକକାଳୀନ ତାଙ୍କ ପାରଳାଖେମୁଣ୍ଡି ଗାନ୍ଧୀନଗର, ହରିଶ୍ଚନ୍ଦ୍ରପୁର ପୈତୃକ ବାସଭବନ, ପାତପାଟନାସ୍ଥିତ ବାସଭବନ ସହ ନୂଆଗଡ ସରକାରୀ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରହିଛି। ପ୍ରାଥମିକ ତଦନ୍ତରେ ପାରଳାଖେମୁଣ୍ଡି…

ଗଜପତିରେ ପହଞ୍ଚିଲା ଏନଡିଆରଏଫ୍‌ , ଓଡ୍ରାଫ ଟିମ୍‌

ପାରଳାଖେମୁଣ୍ଡି,୩।୧୧(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ଶୁକ୍ରବାର ବାତ୍ୟାର ରୂପ ନେଇପାରେ। ତେବେ ବାତ୍ୟାର ମୁକାବିଲା ପାଇଁ ଗଜପତି ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଅଛନ୍ତି। ଆଜି ସକାଳେ ପଞ୍ଚାୟତ ସମିତି ଅଫିସ ଠାରେ ଏନଡିଆରଏଫ୍‌ ୨୦ ଜଣିଆ ଟିମ୍‌ ଓ ୨୭ ଜଣିଆ ଓଡ୍ରାଫ…

ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ, ଜଣେ ଗୁରୁତର

ପାରଳାଖେମୁଣ୍ଡି,୨।୧୨(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ା ବ୍ଲକରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୂର୍ବ ଶତ୍ରୁତାକୁ ନେଇ କାତିରେ ଆକ୍ରମଣ ଫଳରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଣକହେଲେ ପୂର୍ଣ୍ଣଚନ୍ଦ୍ର ଦଳେଇ। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ପାରଳାଖେମୁଣ୍ଡି ମେଡକାଲରେ…

୪୮୭ ଏକର ଜମିରେ ଚାଷ ହୋଇଥିଲା ଗଞ୍ଜେଇ

ଆର୍‌.ଉଦୟଗିରି,୨୮ା୧୧(ଡି.ଏନ.ଏ.): ଗଜପତି ଜିଲାର ଆର୍‌.ଉଦୟଗିରି, ମୋହନା ଏବଂ ଅଡବା ଥାନା ଅଞ୍ଚଳରେ ୪୮୭ ଏକର ଜମିରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ ନଷ୍ଟ କରି ଦିଆଯାଇଛି। ସ୍ଥାନୀୟ ପୋଲିସ, ଅବକାରୀ, ବନ ବିଭାଗ ଓ ରାଜସ୍ବ ବିଭାଗର ମିଳିତ କ୍ରମେ ଏହି…

ବିରଳ ବଜ୍ରକାପ୍ତା ଜବତ

ପାରଳାଖେମୁଣ୍ଡି,୨୭।୧୧(ଡି.ଏନ୍‌.ଏ) : ଗଜପତି ଜିଲା ଆଦବା ଥାନା ଗୁରୁଜୁଳି ପଞ୍ଚାୟତର ଚିଢାଙ୍ଗପଙ୍ଖା ଗ୍ରାମରୁ ଏକ ବିରଳ ବଜ୍ରକାପ୍ତା ଜବତ କରାଯାଇଛି। ମୋହନା ବନବିଭାଗ ଏବଂ ଅଡବା ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ କୌଣସି ବିଶେଷ ସୂତ୍ରରୁ ଖବର ପାଇ ଚିଢାଙ୍ଗପଙ୍ଖା ଗ୍ରାମରେ…

କାଠପୋଲ ଛଡା ଆଉ ବାଟ ନାହିଁ

ପାରଳାଖେମୁଣ୍ଡି,୨୬।୧୧(ଡି.ଏନ୍‌.ଏ.): ସ୍ବାଧୀନତାର ୭୪ ବର୍ଷ ପରେ ମଧ୍ୟ ଗଜପତି ଜିଲା ରାୟଗଡ଼ ବ୍ଲକ ଜଳଙ୍ଗ ପଞ୍ଚାୟତର ଡୁମ୍ବା ଗାଁ ଅବହେଲିତ। ଗମନାଗମନ ପାଇଁ ଗାଁକୁ ରାସ୍ତା ନାହିଁ। ଏକରି କି ଗାଁ ନିକଟରେ ଥିବା ନାଳ ଉପରେ କାଠ ତିଆରି ଅସ୍ଥାୟୀ…

୪୮ ଘଣ୍ଟା ଧରି ଲଗାଣ ବର୍ଷା: ବୁଡ଼ିଲା ଗଜପତି ଜିଲା

ପାରଳାଖେମୁଣ୍ଡି,୧୩।୧୧: ଗଜପତି ଜିଲାରେ ଦୀର୍ଘ ୪୮ ଘଣ୍ଟା ଧରି ପ୍ରବଳ ବର୍ଷା ଲାଗି ରହିଛି। ଏପରିକି ରାତି ତମାମ ତୁହାକୁ ତୁହା ବର୍ଷା ଜାରି ରହିଛି। ଯାହା ଫଳରେ ଜିଲାର ତଳିଆ ଅଞ୍ଚଳ ଗୁଡ଼ିକରେ ପାଣି ଜମିରହିଥିବା ଦେଖିବାକୁ ମିଳିଛି। ଅନେକ…

ମମିତା ମୃତ୍ୟୁ ମାମଲା: ଗଜପତିରେ କଂଗ୍ରେସର ହରତାଳ

ପାରଳାଖେମୁଣ୍ଡି,୧୨ା୧୧(ଡି.ଏନ୍‌.ଏ.): ମମିତା ମେହେର ମୃତ୍ୟୁ ମାମଲାରେ କଂଗ୍ରେସର ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ତେବେ ଗଜପତି ଜିଲାରେ କଂଗ୍ରେସର ଏହି ହରତାଳ ପ୍ରଭାବ ଶୂନ୍ୟ ରହିଛି। ପ୍ରାୟତଃ ସମସ୍ତ ଦୋକାନ ବଜାର ଖୋଲା ରହିଥିବା ବେଳେ ବସ୍‌ ଚଳାଚଳ ସ୍ବାଭାବିକ…

ଆଜି ୧୨ ଘଣ୍ଟିଆ ଗଜପତି ବନ୍ଦ

ପାରଳାଖେମୁଣ୍ଡି,୬।୧୧(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲା ଏବେ ସବୁଆଡେ ଚର୍ଚ୍ଚା ଜୋର ଧରିଛି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଓ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ମଧ୍ୟ ତେଜିବାରେ ଲାଗିଛି। ପ୍ରତିବାଦରେ ଶନିବାର ଭାଜପା ପକ୍ଷରୁ ଗଜପତି ଜିଲାରେ…

ମହଙ୍ଗା ପଡ଼ିଲା ପୋଲିସ ଭ୍ୟାନରେ ଚୋରା କାଠ ଚାଲାଣ

ପାରଳାଖେମୁଣ୍ଡି,୪।୧୧: ଗଜପତି ଜିଲାରେ ପୋଲିସ ଭ୍ୟାନ୍‌ ଯୋଗେ କାଠ ଚୋରା ଚାଲାଣ ମାମଲାରେ ଅଟକ ଥିବା ୪ ପୋଲିସ କର୍ମଚାରୀଙ୍କୁ ବନ ବିଭାଗ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପାରଳାଖେମୁଣ୍ଡି ରିଜର୍ଭ ପୋଲିସ ତୃତୀୟ…

ପୋଲିସ ଭ୍ୟାନରେ କାଠ ଚାଲାଣ

ପାରଳାଖେମୁଣ୍ଡି,୩।୧୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ବନ ବିଭାଗ ଦ୍ବାରା ଟ୍ରକ ସହ ବିପୁଳ ପରିମାଣର ଶାଗୁଆନ କାଠ ଜବତ ହୋଇଛି। ଭୋର ସମୟରେ ବନ ବିଭାଗର କର୍ମଚାରୀମାନେ ରାମସାଗର ଛକ ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ଟ୍ରକକୁ ଅଟକାଇ ଥିବା ବେଳେ…

ଓଲଟିଲା ଆମ୍ବୁଲାନ୍ସ

ପାରଳାଖେମୁଣ୍ଡି,୨୧ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ଅଡବା ଥାନା ଅଧୀନ ମାଣ୍ଡିମେରା ବୁଲାଣି ରାସ୍ତାରେ ଗୁରୁବାର ଏକ ଆମ୍ବୁଲାନ୍ସ ଓଲଟି ୨ଜଣ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ରାୟଗଡ଼ା ଜିଲା ଜେକେପୁରର ଗାଡି ଚାଳକ ବସନ୍ତ ତାଣ୍ଡି ଆମ୍ବୁଲାନ୍ସ ଧରି ଭୁବନେଶ୍ୱର ଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?