ଗଜପତି

ମକା ବିକ୍ରି ପାଇଁ ମଣ୍ଡି ନାହିଁ, ଚାଷୀ ହତାଶ

ଆର.ଉଦୟଗିରି,୧୪ା୧୨(ଡି.ଏନ.ଏ.)-ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ ଓ ମୋହନା ବ୍ଲକ ଅଞ୍ଚଳରେ ବ୍ୟାପକ ମକା ଚାଷ ହେଉଛି। ସରକାର ଚାଷୀମାନଙ୍କଠାରୁ ମକା କ୍ରୟ କରୁ ନ ଥିବାବେଳେ ଏ ନେଇ କୌଣସି ସୁବିଧା ଯୋଗାଉନାହାନ୍ତି। ଫଳରେ ଖଳାରେ କୁଇଣ୍ଟାଲ କୁଇଣ୍ଟାଲ ମକା ପଡିରହିଛି।…

ବିଦ୍ୟୁତ୍‌ ସଂଯୋଗରେ ଦୁର୍ନୀତି: ଟଙ୍କା ନେଉଛନ୍ତି ସଂଯୋଗ ଦେଉନାହାନ୍ତି

ରାୟଗଡ଼(ଗଜପତି),୯ା୧୨-ପ୍ରତ୍ୟେକ ଘରକୁ ବିଦ୍ୟୁତ୍‌ ସଂଯୋଗ ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଥିବାବେଳେ ଗଜପତି ଜିଲା ରାୟଗଡ଼ ବ୍ଲକ୍‌ରେ ବିଦ୍ୟୁତ୍‌ ସଂଯୋଗରେ ଦୁର୍ନିତି ଅଭିଯୋଗ ହୋଇଛି। ଠିକା ସଂସ୍ଥା ଓ ବିଦ୍ୟୁତ୍‌ ବିଭାଗୀୟ କର୍ମଚାରୀମାନେ ବିଦ୍ୟୁତ୍‌ ସଂଯୋଗ ନାମରେ ହିତାଧିକାରୀଙ୍କଠାରୁ ଟଙ୍କା ନେଇ…

ତିତ୍‌ଲିରେ ଧୋଇଯାଇଛି କଳିଙ୍ଗକୁ ରାସ୍ତା: ବର୍ଷକ ପରେ ବି ପଦକ୍ଷେପ ଶୂନ

ପାରଳାଖେମୁଣ୍ଡି,୨ା୧୨(ସ୍ବ.ପ୍ର.)- ୨୦୧୮ ତିତ୍‌ଲି ବାତ୍ୟାରେ ଗଜପତି ଜିଲା ପ୍ରଭାବିତ ହେବା ସହ ରାୟଗଡ଼ ବ୍ଲକ୍‌ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟା ପରବର୍ତ୍ତୀ ବର୍ଷାରେ ସମସ୍ତ ନଦୀ ନାଳ ଭର୍ତ୍ତି ହୋଇ ଗମ୍ଭୀର ପରିସ୍ଥିତି ସୃଷ୍ଟି କରିଥିଲା। ପ୍ରବଳ ବର୍ଷା ଯୋଗୁ ରାୟଗଡ଼…

ପର୍ଯ୍ୟଟନ ସ୍ଥଳର ବିକାଶ

ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ନାମରେ ପରିଚିତ। ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଏହି ଜିଲା। ଏଠାରେ ଅନେକ ଜଳପ୍ରପାତ ସହ ରହିଛି ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରି ପର୍ବତ। ଜିଲା ସଦର ପାରଳାଖେମୁଣ୍ଡିଠାରୁ ମାତ୍ର ୨୮କିମି ଦୂରରେ…

ପୋଲିସ, ଅବକାରୀ ବିଭାଗ ଚଢାଉ: ଗଞ୍ଜେଇ ଗଛ ନଷ୍ଟ

ମୋହନା,୨୩ା୧୧(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ପକ୍ଷରୁ ଶନିବାର ଏସ୍‌ପି ସାରା ଶର୍ମା ଓ ଜିଲାପାଳ ଅନୁପମ ଶାହଙ୍କ ନିର୍ଦ୍ଦେଶକ୍ରମେ ମୋହନା ଥାନା ବାରିଆବନ୍ଧ ନିକଟସ୍ଥ ଜଙ୍ଗଲରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ କାଟି ପୋଡା ଯାଇଥିଲା। ମୋହନା ପୋଲିସ, ଅବକାରୀ…

ପଞ୍ଚାୟତ କାର୍ଯ୍ୟାଳୟରେ ଭତ୍ତା ଦାବିରେ ଧାରଣା

ମୋହନା,୧୬ା୧୧(ଡି.ଏନ୍‌.ଏ.) -ଗଜପତି ମୋହନା ବ୍ଲକ ଚୁଡୁଙ୍ଗପୁର ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ଶୁକ୍ରବାର ପୂର୍ବାହ୍ନରେ ବିଭିନ୍ନ ଯୋଜନାରେ ଭତ୍ତା ପାଉଥିବା ପ୍ରାୟ ୪୦୦ରୁ ଉର୍ଦ୍ଧ୍ୱ ହିତାଧିକାରୀ ଧାରଣା ଦେଇଥିଲେ। ଦିବ୍ୟାଙ୍ଗ, ବିଧବା, ବାର୍ଦ୍ଧକ୍ୟ ଏବଂ ଅନ୍ୟାନ୍ୟ ମହିଳା ଓ ପୁରୁଷ ହିତାଧିକାରୀମାନଙ୍କ ଭତ୍ତା…

ବୃଦ୍ଧଙ୍କୁ ହତ୍ୟା ଘଟଣା:ନଦୀପଠାରେ ପୋତିଥିବା କଟାମୁଣ୍ଡ ଉଦ୍ଧାର

ମୋହନା,୧୫ା୧୧(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ମେରାପଲ୍ଲୀ ପଞ୍ଚାୟତରେ ଗୁଣିଗାରେଡି ସନ୍ଦେହରେ ମଙ୍ଗଳବାର ଅପରାହ୍ନରେ ଦାସୁ ମଳିକଙ୍କୁ ହତ୍ୟା କରାଯାଇଥିଲା। ବୁଧବାର ଥାନାରେ ଅଭିଯୋଗ ପରେ ନଂ.୨୦୨/୧୯ରେ ଏକ ହତ୍ୟା ମାମଲା ରୁଜୁକରି ପୋଲିସ ବେଣୀପଦରର ସାନୁଜ ମଳିକଙ୍କୁ ଗିରଫ କରିଥିଲା।…

ବୃଦ୍ଧଙ୍କୁ ହାଣି ମୁଣ୍ଡଗଣ୍ଡି ଅଲଗା କଲେ: ଗୁଣି ସନ୍ଦେହରେ ହତ୍ୟା, ମୋହନା ଅଞ୍ଚଳରେ ଚାଞ୍ଚଲ୍ୟ

ମୋହନା,୧୪ା୧୧(ଡି.ଏନ୍‌.ଏ.)-ଗଜପତି ଜିଲା ମୋହନା ଥାନା ମେରାପଲ୍ଲୀ ପଞ୍ଚାୟତ ଭାଲିଆସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣିଗାରେଡି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ହାଣି ହତ୍ୟା କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ଦାସୁ ମଳିକ (୬୫)। ମୃତଦେହର ଗଣ୍ଡି ମିଳିଥିବାବେଳେ ମୁଣ୍ଡ…

ନୂଆଗଡ଼ ବ୍ଲକରେ ଡେଙ୍ଗୁ ଆତଙ୍କ , ଜଣେ ମୃତ, ୩୩ ଆକ୍ରାନ୍ତ

ଆର.ଉଦୟଗିରି,୧୦ା୧୧(ଡି.ଏନ.ଏ.)- ଗଜପତି ଜିଲା ନୂଆଗଡ ବ୍ଲକ ନୂଆଗଡ ଗ୍ରାମ ନଦୀପାଖ ସାହିର ୩୩ ଜଣ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅଧିକାଂଶ ରୋଗୀ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ଶୁକ୍ରବାର ଏଠାରେ ୧୦…

୧୬ କୋଟି ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

ଆର.ଉଦୟଗିରି,୯ା୧୧(ଡି.ଏନ.ଏ.)-ଆର.ଉଦୟଗିରି ଥାନା କାଲିପଙ୍କ ଏବଂ ପାଇକରାୟ ଜଙ୍ଗଲରୁ ଅବକାରୀ, ପୋଲିସ, ବନ ବିଭାଗ ଏବଂ ରାଜସ୍ବ ବିଭାଗ ଚଢ଼ାଉ କରି ବିପୁଳ ଗଞ୍ଜେଇ ଗଛ ନଷ୍ଟ କରିଛନ୍ତି। ସଂରକ୍ଷିତ ଜଙ୍ଗଲ ଜମି ଉପରେ ବେଆଇନ ଭାବେ ୮୨.୫ ଏକର ଜମିରେ ଲଗାଯାଇଥିବା…

ଦୀପାବଳି ଖୁସି ବଦଳରେ ଚାଷୀଙ୍କୁ ଚିନ୍ତା, ୨୫୦ ଏକର ଜମି ଜଳମଗ୍ନ

କାଶୀନଗର,୨୭ା୧୦(ଡି.ଏନ୍‌.ଏ.): ଲଘୁଚାପ ପ୍ରଭାବରେ ଗତ ୩ ଦିନର ଲଗାଣ ବର୍ଷା ଚାଷୀଙ୍କ ବର୍ଷକର ଶ୍ରମ ଉପରେ ଦାଉ ସାଧିଛି। ଉଜାଡ଼ିଦେଇଛି ଏକର ଏକର ଫସଲ। ଅମଳ ବେଳ ସମୟରେ କାଶୀନଗର ବ୍ଲକ୍‌ ଓ ଏନ୍‌ଏସିର ପ୍ରାୟ ୨୫୦ ଏକର ଜମିରେ ଧାନଚାଷ…

ମୋହନା ବ୍ଲକରେ ପ୍ରବଳ ବର୍ଷା : ବିଦ୍ୟାଳୟ ଛୁଟି ଘୋଷଣା

ମୋହନା,୨୪।୧୦(ଡି.ଏନ୍‌.ଏ): ଗଜପତି ଜିଲାର ମୋହନା ବ୍ଲକରେ ପ୍ରବଳ ବର୍ଷା ଲାଗି ରହିଛି। ତେଣୁ ଜିଲାପାଳଙ୍କ ଚିଠି ନଂ. ୧୦୨୮/ରେସ ତା.୨୪.୧୦.୨୦୧୯ ଅନୁଯାୟୀ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଶିକ୍ଷାର୍ଥୀମାନେ ବିଦ୍ୟାଳୟ ଓ ଅଙ୍ଗନବାଡ଼ି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri