ଗଞ୍ଜାମ

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା ସାମ୍ନାକୁ ଆସିଛି। ଜମିର ହିଡ଼ ବାନ୍ଧି ପାଣି ଅଟକାଇବାକୁ ନେଇ ଗ୍ରାମର ପ୍ରକାଶ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ ତଳିଆ ଅଞ୍ଚଳ, ନଦୀନାଳ କୂଳିଆ ବାସିନ୍ଦା ଏବଂ କଚ୍ଚା ଘରେ ରହୁଥିବା ଲୋକଙ୍କ…

ସ୍କୁଟିରେ ବ୍ରହ୍ମପୁର ଷ୍ଟେଶନ୍ ଚାଲାଣ ହେଉଥିଲା ଗଞ୍ଜେଇ! ପାଟ୍ରୋଲିଂ ବେଳେ ମାଡ଼ିବସିଲା ଅବକାରୀ ଟିମ୍

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ଚୋରାରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ ବିଭାଗ ଚଢ଼ଉ କରି ଏକ ସ୍କୁଟି ସହ ଗଞ୍ଜେଇ ଜବତ କରିବା ସହ…

ଲଗାଣ ବର୍ଷାରେ ବେହାଲ ଦିଗପହଣ୍ଡି: ମୁଖ୍ୟ ରାସ୍ତାରେ ୨ ଫୁଟର ପାଣି, ଦୋକାନ-ବ୍ୟାଙ୍କରେ ନର୍ଦ୍ଦମା ଜଳ, ଜଳବନ୍ଦୀ ବସଷ୍ଟାଣ୍ଡ ବାସିନ୍ଦା

ଦିଗପହଣ୍ଡି,୨୩।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘନୀଭୂତ ଲଘୁଚାପ ପ୍ରଭାବରେ ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ବୁଧବାର ଦିଗପହଣ୍ଡି ସହର ସମ୍ପୂର୍ଣ୍ଣ ଉବୁଟୁବୁ ହୋଇପଡ଼ିଛି। ସହରର ବସଷ୍ଟାଣ୍ଡ ଅଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଗତ…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ କରିଛନ୍ତି । ଏଥିପାଇଁ ତାଙ୍କୁ ବିଭିନ୍ନ ସରକାରୀ ବେସରକାରୀ ସଂସ୍ଥା ପକ୍ଷରୁ ଶୁଭେଚ୍ଛାର…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ପୀଠକୁ ଲାଗି ରହିଥିବା ପାହାଡ଼…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା ହ୍ରଦର ଜଳସ୍ତର ବୃଦ୍ଧି ପାଇ ଅଖାପାଖ ଅଞ୍ଚଳରେ ଜଳବନ୍ଦୀ ହେବା ପରିସ୍ଥିତି ସୃଷ୍ଟି…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ ମଧ୍ୟ ହେଉଛି। ପ୍ରବଳ ବର୍ଷା ଫଳରେ ଗୁଣ୍ଡୁରା ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ବର୍ଷାଜଳ…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା ନିମନ୍ତେ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଗ୍ରହଣ କରାଯାଇଛି। ବୁଧବାର ପୂର୍ବାହ୍ନ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ ଏକ ଜଳଖିଆ ଦୋକାନ ଭିତରକୁ ପଶିଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ ଦୋକାନରେ ଥିବା…

ଓଡ଼ିଆ-ଅର୍ଥନୀତି ବିଭାଗର ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଶୃଙ୍ଖଳିତ ଭବିଷ୍ୟତ ଗଢ଼ିବାକୁ ପରାମର୍ଶ

ଭଞ୍ଜନଗର,୨୩।୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଏବଂ ଅର୍ଥନୀତି ବିଭାଗ ପକ୍ଷରୁ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ ଛତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?