ଗଞ୍ଜାମ

ଦୁର୍ଘଟଣାରେ ଯୁବକ ମୃତ

କୁକୁଡାଖଣ୍ଡି,୭ା୧୨(ଡି.ଏନ.ଏ.): କୁକୁଡ଼ାଖଣ୍ଡି ବ୍ଲକ ବ୍ରହ୍ମପୁର-ଦିଗପହଣ୍ଡି ମୁଖ୍ୟରାସ୍ତା କାଳୁଆ ମନ୍ଦିର ନିକଟରେ ଶୁକ୍ରବାର ଅପରାହ୍ନ ସାଢେ ୪ଟାରେ ଏକ ସଡ଼କ ଦୁଘଟଣାରେ ବ୍ରହ୍ମପୁର ପାଣିଗ୍ରାହୀପେଣ୍ଠ ସାହିର ଜଣେ ଯୁବକଙ୍କ…

6 years ago

୧୫୬ ବର୍ଷର ବ୍ରହ୍ମପୁର ମଣ୍ଡଳ କାରାଗାର : ରାଜ୍ୟର ଏକମାତ୍ର ଫାଶୀଖୁଣ୍ଟ, ନାହାନ୍ତି ଘାତକ

ବ୍ରହ୍ମପୁର ଅଫିସ,୭ା୧୨-ବ୍ରିଟିଶ ଶାସନରେ ଏବଂ ଗଞ୍ଜାମ ଜିଲା ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିବା ବେଳେ ୧୮୬୩ରେ ସ୍ଥାପିତ ହୋଇଥିଲା ବ୍ରହ୍ମପୁର ମଣ୍ଡଳ କାରାଗାର। ୧୫୬ ବର୍ଷର ଏହି…

6 years ago

ଅପହୃତା ନାବାଳିକା ଉଦ୍ଧାର, ନାଚ ମାଷ୍ଟର ଗିରଫ

ଭଞ୍ଜନଗର,୬।୧୨(ଡି.ଏନ୍‌.ଏ.)- ବେଲଗୁଣ୍ଠା ଫାଣ୍ଡି ପୋଲିସ ଜଣେ ଅପହୃତା ନାବାଳିକାଙ୍କୁ ଶୁକ୍ରବାର ଉଦ୍ଧାର କରିବା ସହ ଅପହରଣ କରିଥିବା ନାଚ ମାଷ୍ଟରଙ୍କୁ ଗିରଫ କରିଛି। ନଂ୪୪୪।୧୯ରେ ମାମଲା ରୁଜୁ…

6 years ago

ପୂର୍ବ ଶତ୍ରୁତାରୁ ଖଣ୍ଡାରେ ହାଣି ୨ ଜଣଙ୍କୁ ହତ୍ୟା ଉଦ୍ୟମ

ଦିଗପହଣ୍ଡି,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ପଞ୍ଚାୟତ ଦେଓଖାଳି ଛକରେ ହୋଟେଲ କରିଥିବା କୃଷ୍ଣ ସାହୁଙ୍କୁ ପୂର୍ବ ଶତ୍ରୁତାରୁ ୪ ଯୁବକ ଶୁକ୍ରବାର ଅପରାହ୍ନରେ ଖଣ୍ଡାରେ…

6 years ago

୫୭ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ: ସେବା ମନୋବୃତ୍ତି ନେଇ କାମ କରିବାକୁ ଆହ୍ବାନ

ବ୍ରହ୍ମପୁର ଅଫିସ,୬।୧୨: ଆମ୍ବପୁଆସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଶୁକ୍ରବାର ୫୭ତମ ଗୃହରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଦକ୍ଷିଣାଞ୍ଚଳ ଆରକ୍ଷୀ ଉପ…

6 years ago

ଉପକୂଳ ରାଜପଥ ନିର୍ମାଣକୁ ପ୍ରଫୁଲ ସାମନ୍ତରାଙ୍କ ବିରୋଧ: ସାମୁଦ୍ରିକ ପରିବେଶ ପାଇଁ ଘାତକ

ବ୍ରହ୍ମପୁର ଅଫିସ୍‌,୬।୧୨: ଗଞ୍ଜାମ ଜିଲା ଗୋପାଳପୁରଠାରୁ ଦୀଘା ପର୍ଯ୍ୟନ୍ତ ପ୍ରାୟ ୨୪୦ କି.ମି. ଉପକୂଳ ରାଜପଥ(କୋଷ୍ଟାଲ୍‌ ହାଇୱେ) ନିର୍ମାଣକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି । କିନ୍ତୁ…

6 years ago

ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ମାଈହାତୀର ମୃତ୍ୟୁ

ଭଞ୍ଜନଗର,୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜର କଳିଙ୍ଗପଦର ଜଙ୍ଗଲରେ ଗୁରୁବାର ରାତିରେ ଏକ ମାଈହାତୀର ମୃତ୍ୟୁ ଘଟିଛି। ଏ ନେଇ…

6 years ago

ରାହୁଲ ଜୈନଙ୍କ ଗୀତରେ ଝୁମିଲେ ଦର୍ଶକ

ଛତ୍ରପୁର,୬ା୧୨(ଡି.ଏନ.ଏ)- ଛତ୍ରପୁର ଷ୍ଟାଡିୟମରେ ଆୟୋଜିତ ଗଞ୍ଜାମ ଜିଲାସ୍ତରୀୟ ଲୋକକଳା ମହୋତ୍ସବ ତଥା ଛତ୍ରପୁର ମହୋତ୍ସବ ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଦ୍ୱିତୀୟ ସନ୍ଧ୍ୟାର ଉଦଘାଟନୀ କାର୍ଯ୍ୟକ୍ରମରେ ଅତିଥି…

6 years ago

ସରକାରୀ ଶୋଷଣର ଶିକାର ହେଉଛନ୍ତି ଚାଷୀ

ବ୍ରହ୍ମପୁର ଅଫିସ୍‌,୬ା୧୨- ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି କୃଷି ଏବଂ କୃଷକ ଓ ଦେଶ ବଞ୍ଚାଅ ଡାକରା ଦେଇ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର୍‌ଙ୍କ କାର୍ଯ୍ୟାଳୟ…

6 years ago

ଦଲାଲଙ୍କ ଗିରଫ ଦାବି କଲେ ଦାଦନ

ବ୍ରହ୍ମପୁର ଅଫିସ୍‌,୬ା୧୨- କର୍ନାଟକରୁ ଖସି ଆସିଥିବା ୪୨ ଦାଦନ ଗୁରୁବାର ଦକ୍ଷିଣାଞ୍ଚଳ ଡିଆଇଜିଙ୍କ ନିକଟରେ ଦଲାଲଙ୍କୁ ଗିରଫ କରିବାକୁ ଦାବି କରିଛନ୍ତି। ଜଣେ ମୁଖ୍ୟ ଦଲାଲ୍‌ ଏବଂ…

6 years ago