ଗଞ୍ଜାମ

କାଳୀ ମନ୍ଦିରରୁ ଚୋରି: ସୁନା ଆଖି, ଜିଭ ନେଇଗଲେ ଲୁଟେରା

ଗୋପାଳପୁର,୧୨ା୧- ଗଞ୍ଜାମ ଜିଲା ଗୋପାଳପୁର ଥାନା ଆମ୍ବପୁଆସ୍ଥିତ କାଳୀ ମନ୍ଦିରରେ ଶନିବାର ରାତିରେ କଳାକନା ବୁଲାଇଛନ୍ତି ଲୁଟେରା। ମା’ କାଳୀଙ୍କ ସୁନା ଓ ରୂପା ଅଳଙ୍କାର ସହ…

6 years ago

ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର, ଗୁରୁତର ଅବସ୍ଥାରେ ଚିକିତ୍ସିତ: ୨ ଅଟକ

ବ୍ରହ୍ମପୁର ଅଫିସ,୧୩ା୧-ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୮ ମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ହାତଗୋଡ ବାନ୍ଧି ଗଣ ବଳାତ୍କାର କରାଯାଇଥିବା ନେଇ…

6 years ago

ଚିକିଟିରେ ଅଞ୍ଚଳରେ ହାତି ଉପଦ୍ରବ

ଚିକିଟି,୧୨ା୧(ଡି.ଏନ.ଏ.)-ଚିକିଟି ବନବିଭାଗ ଅଧୀନରେ ଥିବା ବିଭିନ୍ନ ଗ୍ରାମାଞ୍ଚଳରେ ଦୀର୍ଘ ୧୦ଦିନ ଧରି ହାତିଙ୍କ ଉପଦ୍ରବ ଲାଗି ରହିଛି। ଶନିବାର ବିଳମି୍ବତ ରାତ୍ରିରେ କୃଷ୍ଣନଗର, ବଇରବାଡ ଗ୍ରାମ ନିକଟରେ…

6 years ago

ବୋଲେରୋ-ଟ୍ରାକ୍ଟର ମୁହାଁମୁହିଁ, ୧୧ ଆହତ

ଗଞ୍ଜାମ,୧୨ା୧(ଡି.ଏନ୍‌.ଏ.)- ରମ୍ଭା ଥାନା ଖଣ୍ଡଦେଉଳୀ ଛକଠାରେ ରବିବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଟ୍ରାକ୍ଟର ଓ ବୋଲେରୋ ମୁହାଁମୁହିଁ ଧକ୍କା ହେବାରୁ ୧୧ ଜଣ ଆହତ ହୋଇଥିଲେ। ସେମାନଙ୍କ…

6 years ago

ଗ୍ୟାସ୍‌ ସିଲିଣ୍ଡର୍‌ ବିସ୍ଫୋରଣ: ଜଳିଗଲା ଫାଷ୍ଟଫୁଡ୍‌ ଦୋକାନ

ବ୍ରହ୍ମପୁର ଅଫିସ,୧୨।୧: ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ଏକ ଫାଷ୍ଟଫୁଡ୍‌ ଦୋକାନରେ ରବିବାର ପୂର୍ବାହ୍ନରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟିଛି। ଏଥିରେ ଦୋକାନ ସହ ସେଠାରେ ଥିବା ସମସ୍ତ…

6 years ago

କର୍ମଚାରୀ, ଶିକ୍ଷକ ବିକାଶ ମଞ୍ଚର ଅଭିଯୋଗ: ପ୍ରତିଶ୍ରୁତି ପାଳନ କରୁନାହାନ୍ତି ରାଜ୍ୟ ସରକାର

ବ୍ରହ୍ମପୁର ଅଫିସ,୧୨ା୧-ସେବାନିବୃତ୍ତ କର୍ମଚାରୀ ଓ ଶିକ୍ଷକଙ୍କ ବିଭିନ୍ନ ସମସ୍ୟାର ସମାଧାନ ଏବଂ ଦାବି ପୂରଣ ପାଇଁ ପ୍ରତିଶ୍ରୁତି ପରେ ପ୍ରତିଶ୍ରୁତି ଦିଆଯାଉଛି। ତେବେ ପାଳନ କରା ନ…

6 years ago

ବୁଦ୍ଧଖୋଲ ମହୋତ୍ସବ ଉଦ୍‌ଘାଟିତ: ନାଚଗୀତରେ ଝୁମିଲେ ଦର୍ଶକ

ବୁଗୁଡ଼ା,୧୨ା୧(ଡି.ଏନ.ଏ.)-ବୁଗୁଡ଼ା ବୁଦ୍ଧଖୋଲ ମହୋତ୍ସବ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି। ବୁଦ୍ଧଖୋଲ ଉନ୍ନୟନ ସମିତି ସଭାପତି ତଥା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହୋତ୍ସବକୁ ବିଜ୍ଞାନ ଓ କାରିଗରୀ…

6 years ago

ବାର୍‌ହା ମାଂସ ଜବତ, ଶିକାରୀ ଗିରଫ

ବୁଗୁଡ଼ା,୧୧ା୧(ଡି.ଏନ.ଏ.)-ବୁଗୁଡ଼ା ବନାଞ୍ଚଳ ଜିଲିବା ଛକରେ ବାଲିପଦର ବନପାଳ ଓ ବନରକ୍ଷୀ ଶନିବାର ବାର୍‌ହା ମାଂସ ବିକ୍ରି କରୁଥିବା ଜଣେ ଯୁବକଙ୍କୁ କୋର୍ଟ ଚାଲାଣ କରିଛନ୍ତି। ସେ ହେଲେ…

6 years ago

ଦୈନିକ ସଡ଼କ ସୁରକ୍ଷା ନିୟମ ମନେ ରଖିବାକୁ ପଡ଼ିବ: ଜିଲାପାଳ

ଛତ୍ରପୁର,୧୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶନିବାର ଶୁଭାରମ୍ଭ ହୋଇଛି। ଏହା ୧୭ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ଛତ୍ରପୁରସ୍ଥିତ ସଂସ୍କୃତି ଭବନରେ…

6 years ago

୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ: ଗୋଲାପ, ଚକୋଲେଟ୍‌ ଦେଇ ସଚେତନ

ବ୍ରହ୍ମପୁର ଅଫିସ,୧୧।୧: ଗଞ୍ଜାମ ଜିଲା ବ୍ରହ୍ମପୁରରେ ଅନୁଷ୍ଠିତ ୩୧ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ କାର୍ଯ୍ୟକ୍ରମକୁ ଟ୍ରାଫିକ୍‌ ଡିଏସ୍‌ପି ସାର୍ଥକ ରାୟ ଶନିବାର ଉଦ୍‌ଘାଟନ କରିଛନ୍ତି। ଖଲ୍ଲିକୋଟ…

6 years ago