ଗଞ୍ଜାମ

ନ୍ୟୁୟର୍କରେ ଥିବା ଓଡ଼ିଆ ଡାକ୍ତରଙ୍କ ବଦାନ୍ୟତା: ଗଞ୍ଜାମକୁ ଦେଲେ ୧୫ ଲକ୍ଷ ଟଙ୍କାର ଭ୍ୟାନ୍‌

ଛତ୍ରପୁର, ୧୩।୭(ଡି.ଏନ୍‌.ଏ.): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ସବୁଠାରୁ ଅଧିକ ଚିନ୍ତାର କାରଣ ପାଲଟିଛି ଗଞ୍ଜାମ…

6 years ago

ବାପାଙ୍କ ମୃତଦେହ ଛୁଇଁ ପାରିଲେନି କରୋନା ଯୋଦ୍ଧା

ପାତ୍ରପୁର,୧୨ା୭(ଡି.ଏନ୍‌.ଏ.)- ବାପାଙ୍କ ମୃତଦେହ ଛୁଇଁ ପାରିଲେନି କରୋନା ସଂକ୍ରମିତ ଝିଅ। କୋଭିଡ୍‌ ହସ୍‌ପିଟାଲରୁ ଆସି କେବଳ ଶେଷ ଦର୍ଶନ କଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ…

6 years ago

ମୃତଦେହ ସଂସ୍କାର ପରେ ରିପୋର୍ଟ ଆସିଲା ପଜିଟିଭ୍‌

ବୁଗୁଡ଼ା,୧୨ା୭(ଡି.ଏନ୍‌.ଏ.)-ବୁଗୁଡ଼ା ବ୍ଲକ ପାଣିକେଶର ଗ୍ରାମର ବସନ୍ତ ନାୟକ (୪୨)ଙ୍କ ମୃତ୍ୟୁ ପରେ ରବିବାର ସ୍ବାବ୍‌ ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିବା ବ୍ୟକ୍ତିଙ୍କୁ…

6 years ago

ମଧୁମେହ ରୋଗୀଙ୍କ ସହ ଏହି ସବୁ ଲୋକଙ୍କୁ କରୋନା ହେବାର ରହିଛି ଅଧିକ ଆଶଙ୍କା: ଜାଣନ୍ତୁ କିପରି ହେବେ ଯତ୍ନବାନ

ବ୍ରହ୍ମପୁର ଅଫିସବ,୧୨।୭: କରୋନା ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। କରୋନା…

6 years ago

ଗଞ୍ଜାମରେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କାର୍ଯ୍ୟରତ ଜଣେ ପୋଲିସ କର୍ମଚାରୀଙ୍କ ଶନିବାର କରୋନାରେ ମୃତ୍ୟୁ ଘଟିଛି। ରବିବାର ଏ ସମ୍ପର୍କରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଟୁଇଟ…

6 years ago

ଗଞ୍ଜାମ ଜିଲାପାଳଙ୍କ ପ୍ରଶ୍ନ: କରୋନା ଲକ୍ଷଣ ଲୁଚାଇ, ବିନା ଡାକ୍ତର ପରାମର୍ଶରେ ପାରାସିଟାମଲ ଖାଉଛନ୍ତି କି?

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଜିଲାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। କରୋନା…

6 years ago

ଗଞ୍ଜାମରେ ଆଉ ୮ କୋଭିଡ୍‌ କେୟାର, ହେଲ୍‌ଥ ସେଣ୍ଟର ଖୋଲାଯିବ: ଜିଲାପାଳ

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ୮ଟି କୋଭିଡ୍‌ କେୟାର ସେଣ୍ଟର(ସିସିସି) ଓ କୋଭିଡ୍‌ ହେଲଥ ସେଣ୍ଟର (ଡିସିଏଚ୍‌ସି) ଖୋଲିବ ସରକାରୀ ଓ ଘରୋଇ ଅନୁଷ୍ଠାନ କୋଠାରେ ଏହା…

6 years ago

ଚା’ ଦୋକାନରେ ଚଢ଼ାଉ କଲେ ତହସିଲଦାର

ଶେରଗଡ଼,୧୨ା୭(ଡି.ଏନ୍‌.ଏ.) : ଦିନକୁ ଦିନ ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଅଦ୍ୟାବଧି ବ୍ଲକର ୨୦ରୁ ଅଧିକ ଗ୍ରାମରେ ୪୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି।…

6 years ago

ବଉଳଗାଁ, ସୁନ୍ଦରପୁର ୭ ଦିନ ଶଟ୍‌ଡାଉନ୍‌

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.): କରୋନା ପଜିଟିଭ୍‌ ଚି଼ହ୍ନଟ ପରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବଉଳଗାଁ ଓ ସୁନ୍ଦରପୁର ଗାଁକୁ ୭ ଦିନ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ସୁନ୍ଦରପୁର ଗାଁରେ…

6 years ago

ଗଞ୍ଜାମରେ ବେଳକୁ ବେଳ ସ୍ଥିତି ସଂଙ୍ଗୀନ: ପୁଣି ଚିହ୍ନଟ ହେଲେ ୨୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ହୋଇଥିବା ନୂଆ ୫୯୫ ଆକ୍ରାନ୍ତ ୨୧ ଜିଲାର। ସେଥିରେ ଗଞ୍ଜାମର ସର୍ବାଧିକ ୨୩୦ ଜଣ ଅଛନ୍ତି। ଏହାଛଡ଼ା ଯାଜପୁରର ୯୭, ଖୋର୍ଦ୍ଧାର…

6 years ago