ଗଞ୍ଜାମ

ମଷ୍ଟରରୋଲ୍‌ରେ ଅବସରପ୍ରାପ୍ତ ଶିକ୍ଷକ, ପୋଷ୍ଟମାଷ୍ଟରଙ୍କ ନାଁ

ଦିଗପହଣ୍ଡି,୧୮।୧୨(ଡି.ଏନ.ଏ.) - ଦିଗପହଣ୍ଡି ବ୍ଲକ ବଡ଼ଡିମ୍ବୁଳା ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ମଷ୍ଟରରୋଲରେ…

6 years ago

ଜୁଏଲାରୀ ଦୋକାନରୁ ୪୦ ଭରି ସୁନାଗହଣା ଚୋରି

ବ୍ରହ୍ମପୁର ଅଫିସ,୧୭ା୧୨: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଗଣେଶ ମାର୍କେଟ ନିକଟରେ ଥିବା କେଶବ ଜୁଏଲାରୀରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୋକାନ ମାଲିକ…

6 years ago

ଚାକିରି ନାଁରେ ୨୭ ଲକ୍ଷ ଠକେଇ

ଜଗନ୍ନାଥପ୍ରସାଦ,୧୬ା୧୨(ଡି.ଏନ.ଏ.): ବିଶାଖାପାଟଣା ପୋର୍ଟରେ ଚାକିରି ଦେବା ନାଁରେ ୨୭ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ ମଙ୍ଗଳବାର ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ପୋଲିସ ଜଣଙ୍କୁ କୋର୍ଟ…

6 years ago

ଝରପଲ୍ଲୀ, ରାଧାମୋହନପୁର ରାସ୍ତା ଶୋଚନୀୟ

ବ୍ରହ୍ମପୁର ଅଫିସ/ଗୋପାଳପୁର,୧୫।୧୨: ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମିତ ଝରପଲ୍ଲୀଠାରୁ ରାଧାମୋହନପୁର ରାସ୍ତା ଶୋଚନୀୟ ହୋଇପଡ଼ିଛି। ଏହା ଗୋଳନ୍ଥରା ଥାନା ଗୋବିନ୍ଦନଗର ପଞ୍ଚାୟତ ଅନ୍ତର୍ଗତ ଝିଙ୍କିପଦର, ଝରପଲୀ, ରାଧାମୋହନପୁର…

6 years ago

କୃଷି ଆଇନ ପ୍ରତ୍ୟାହାର ଦାବି: ଜିଲାପାଳଙ୍କ ଅଫିସ ଆଗରେ ଧାରଣା ଦେଲେ କୃଷକ ସଂଗଠନ

ଛତ୍ରପୁର,୧୪।୧୨(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ କୃଷି ଆଇନର ପ୍ରତ୍ୟାହାର, ଜନ ବିରୋଧୀ ପ୍ରସ୍ତାବିତ ବିଦ୍ୟୁତ ସଂଶୋଧନ ବିଲର ବାତିଲ, କୃଷି ପାଇଁ ବ୍ୟବହୃତ ଡିଜେଲର ଟିକସ ହ୍ରାସ ଆଦି…

6 years ago

ଅସ୍ତ୍ରୋପଚାର ପାଇଁ ଅହମ୍ମଦାବାଦ ଗଲେ ୧୦ ହୃଦ୍‌ରୋଗ ପୀଡିତ ଶିଶୁ

ଛତ୍ରପୁର,୧୪।୧୨(ଡି.ଏନ.ଏ.)- ଗଞ୍ଜାମ ଜିଲାର ହୃଦରୋଗରେ ପୀଡିତ ୧୦ଜଣ ଶିଶୁଙ୍କୁ ଅସ୍ତ୍ରୋପଚାର ପାଇଁ ରବିବାର ରାତିରେ ଅହମଦାବାଦ ପଠାଯାଇଛି। ରାଷ୍ଟ୍ରୀୟ ବାଲ୍‌ ସ୍ବାସ୍ଥ୍ୟ ଯୋଜନାରେ ଅହମ୍ମଦାବାଦର ସତ୍ୟସାଇ ହୃଦ…

6 years ago

ରାଜ୍ୟରେ ସୁସ୍ଥ ହେଲେ ୪୦୫ କରୋନା ଆକ୍ରାନ୍ତ: ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨ ା୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୫୨, ଅନୁଗୋଳରୁ…

6 years ago

ଚାହିଁ ବସିଥିଲା ମୃତ୍ୟୁ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଚାଷୀ ଦମ୍ପତିଙ୍କ ଜୀବନ

ହିଞ୍ଜିଳିକାଟୁ,୧୨ା୧୨(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଶେରଗଡ଼ ଥାନା ଅନ୍ତର୍ଗତ ବୁରୁପୋଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। କୋବି କିଆରିରେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍‌ ତାର…

6 years ago

ଅଗ୍ନିକାଣ୍ଡ: ୫ ପରିବାରଙ୍କ ୬ ବଖରା ଭସ୍ମୀଭୂତ

ଧରାକୋଟ, ୧୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅନ୍ତର୍ଗତ ବାହାରପୁର ଗ୍ରାମପଞ୍ଚାୟତ ଡାକିବଜାର ଗ୍ରାମରେ ଗୁରୁବାର ବିଳମ୍ବିତ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ୫ ପରିବାରଙ୍କ ୬…

6 years ago

ଆସିକା-କଳିଙ୍ଗା ଜାତୀୟ ରାଜପଥ ମରଣଯନ୍ତା

ଭଞ୍ଜନଗର,୧୦।୧୨(ଡି.ଏନ୍‌.ଏ.) - ରାଞ୍ଚି-ବିଜୟୱାଡ଼ା କରିଡ଼ର ରାସ୍ତାର ଭଞ୍ଜନଗର ଠାରୁ କଳିଙ୍ଗା ଘାଟି ପର୍ଯ୍ୟନ୍ତ ଜାତୀୟ ରାଜପଥ ନଂ.୧୫୭ କାମ ବହୁଦିନ ହେବ ମନ୍ଥର ଗତିରେ ଚାଲିଛି। ଫଳରେ…

6 years ago