ଗଞ୍ଜାମ

ଚଳନ୍ତା ଟ୍ରାକ୍ଟରରୁ ଅଲଗା ହେଲା ଚକା, ଅଳ୍ପକେ ବର୍ତ୍ତିଲେ ଲୋକେ

ଜି.ଉଦୟଗିରି,୧ା୧୨(ଡି.ଏନ୍‌.ଏ.)- ଜି.ଉଦୟଗିରି ବରାଳିନୀ ମାର୍କେଟ ତହସିଲ ଗେଟ୍‌ ସମ୍ମୁଖରେ ରବିବାର ପୂର୍ବାହ୍ନ ପ୍ରାୟ ୯ଟାରେ ଏକ ମାଟି ବୋଝେଇ ଟ୍ରାକ୍ଟରର ଏକ୍ସିଲ ଭାଙ୍ଗି ବଡଚକ ଅଲଗା ହୋଇଯାଇଥିଲା।…

6 years ago

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଗିରଫ

ପାଟପୁର,୧ା୧୨-ପାଟପୁର ଥାନା ଅଞ୍ଚଳରେ ଘରୁ ଟେକି ନେଇ ଜଣେ ପଞ୍ଚମ ଶେଣୀ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମରେ ଶନିବାର ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଅକ୍ଷୟ…

6 years ago

ପୋଖରୀରୁ ଚାଷୀଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୧ା୧୨(ଡି.ଏନ.ଏ.)-ଦିଗପହଣ୍ଡି କୁଶପଡ଼ା ପଞ୍ଚାୟତ କେଦାରପୁର ଗାଁ ପୋଖରୀରୁ ରବିବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ସିଦ୍ଧେଶ୍ୱର ଗାଁ ମାଳିସାହିର ରୁପାଙ୍ଗ ବେହେରା। ସକାଳେ…

6 years ago

ଆଜି ବିଶ୍ୱ ଏଡ୍‌ସ ଦିବସ: ଗଞ୍ଜାମରେ ରାଜ୍ୟର ଏକତୃତୀୟାଂଶ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ୍‌,୧ା୧୨-ଗଞ୍ଜାମ ଜିଲାରେ ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ମଧ୍ୟ ସ୍ଥିତି ସଙ୍ଗିନ ରହିଛି। ରାଜ୍ୟର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଦେଖିଲେ, ସେଥିରୁ ଏକ ତୃତୀୟାଂଶ ଆକ୍ରାନ୍ତ…

6 years ago

ବାହାଘର ୨ମାସ ପରେ ନାବାଳିକା ଉଦ୍ଧାର: ଶିକ୍ଷୟିତ୍ରୀଙ୍କ ଟୁଇଟ୍‌ ପରେ ଘଟଣାର ପର୍ଦ୍ଦାଫାଶ

ସୋରଡା,୧ା୧୨(ଡି.ଏନ୍‌.ଏ.)- ପୁରୀ ଜିଲା ପିପିଲି ଅଞ୍ଚଳର ଏକ ସରକାରୀ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ୨ ମାସ ହେଲା ସ୍କୁଲକୁ ଆସୁ ନଥିଲେ। ଶିକ୍ଷୟିତ୍ରୀ ଜାଣିଲେ ଯେ,…

6 years ago

ଅପହୃତା ଛାତ୍ରୀ ଉଦ୍ଧାର, ବୟାନ ରେକର୍ଡ : ଅଭିଯୁକ୍ତ କୋର୍ଟ ଚାଲାଣ

ବ୍ରହ୍ମପୁର ଅଫିସ,୧ା୧୨-ବୈଦ୍ୟନାଥପୁର ପୋଲିସ ଅପହରଣ ହୋଇଥିବା ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଉଦ୍ଧାର କରିଛି। ତାଙ୍କ ବୟାନ ପ୍ରଥମଶ୍ରେଣୀ ବିଚାର ବିଭାଗ ମାଜିଷ୍ଟ୍ରେଟଙ୍କ ନିକଟରେ ରେକର୍ଡ କରାଯାଇଛି।…

6 years ago

ହତ୍ୟା ଉଦ୍ୟମ, ଜଣେ ଗିରଫ

ଗୋପାଳପୁର,୧ା୧୨-ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ବ୍ୟକ୍ତିଙ୍କୁ ହତ୍ୟା ଉଦ୍ୟମ କରିବା ଅଭିଯୋଗରେ ଶନିବାର ଗୋପାଳପୁର ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ଏସ. ଚନ୍ଦ୍ରେୟା।…

6 years ago

ଆଜିଠୁ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ : ଜଗିବ ସିସି କ୍ୟାମେରା

ଛତ୍ରପୁର,୧ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ରବିବାରରୁ ଟ୍ରାଫିକ୍‌ ନିୟମ କଡାକଡି ପାଳନ କରାଯିବ। ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପରିବହନ କମିଶନରଙ୍କଠାରୁ ଏକ ଚିଠି ଗଞ୍ଜାମ ଜିଲାପାଳଙ୍କ…

6 years ago

ମହିଳାଙ୍କ ବେକରୁ ଦୁର୍ବୃତ୍ତ ଝାମ୍ପିନେଲେ ୨ ସୁନା ଚେନ୍‌

ହିଞ୍ଜିଳିକାଟୁ,୩୦।୧୧(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିିଞ୍ଜିଳିକାଟୁ ମାଣିକ ନଗରଠାରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ବେକରୁ ବାଇକ୍‌ରେ ଆସି ୨ ଜଣ ଦୁର୍ବୃତ୍ତ ପ୍ରାୟ ୪ ଭରି…

6 years ago

ଛଣମେରୀ ଆଦର୍ଶ ବିଦ୍ୟାଳୟ ବାସି ଖାଦ୍ୟଖାଇ ୮ ଛାତ୍ରୀ ଅସୁସ୍ଥ

ଦିଗପହଣ୍ଡି/ପାଟପୁର,୩୦ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଛଣମେରୀ ଆଦର୍ଶ ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ୮ ଛାତ୍ରୀ ଖାଦ୍ୟ ଖାଇବା ପରେ ଗୁରୁବାର ବିଳମ୍ବିତ ରାତିରେ ଅସୁସ୍ଥ ହୋଇପଡିଥିଲେ। ସେମାନଙ୍କ…

6 years ago