ଗଞ୍ଜାମ

ବାଳାଶ୍ରମରୁ ନାବାଳିକା ଫେରାର ଘଟଣା: ୮ ଦିନ ପରେ ବି ୬ ଜଣଙ୍କ ପତ୍ତା ମିଳୁନି

ବ୍ରହ୍ମପୁର ଅଫିସ୍‌,୧୪ା୧-ଗୋଷାଣୀନୂଆଗଁ। ଥାନା ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ଘଟଣାକୁ ୮ ଦିନ ବିତିଛି। କିନ୍ତୁ ଅଦ୍ୟାବଧି ୬ ଜଣଙ୍କୁ ଉଦ୍ଧାର କରାଯାଇପାରିନାହିଁ। ବର୍ତ୍ତମାନ ଜିଲା…

6 years ago

ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା ପ୍ରକ୍ରିୟା ଆରମ୍ଭ : ଜିଏନ୍‌ପାଲମ୍‌, ପୁରୁଣା ଛତ୍ରପୁର ଗଁ। ମିଶିବାକୁ ରାଜି

ଛତ୍ରପୁର,୧୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନ୍‌ଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଦେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଛତ୍ରପୁର ବ୍ଲକ ଅଧୀନ ଅଗସ୍ତିନୂଆଗଁ। ପଞ୍ଚାୟତ ଜିଏନ୍‌ପାଲମ୍‌ ଓ କଣାମଣା…

6 years ago

ଲାଞ୍ଚ ମାମଲା: ଅଭିଯୁକ୍ତଙ୍କୁ ଦେଢବର୍ଷ ଜେଲ ସହ ଜରିମାନା

ବ୍ରହ୍ମପୁର ଅଫିସ,୧୪ା୧: ଗଞ୍ଜମ ଜିଲା ସ୍ବତନ୍ତ୍ର ଭିଜିଲାନ୍ସ ଜଜ ସୁବ୍ରତ ମହାନ୍ତି ସୋମବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରିଥିଲେ। ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ବ୍ରହ୍ମପୁର…

6 years ago

ଆକ୍ରମଣ ମାମଲା:ସାନଭାଇଙ୍କୁ ମାଡ଼ ମାରି ବଡ଼ ଗଲେ ଜେଲ

ଦିଗପହଣ୍ଡ,୧୩ା୧(ଡି.ଏନ.ଏ.)-ସାନଭାଇଙ୍କୁ ମାଡ଼ ମାରିବା ଅଭିଯୋଗରେ ସୋମବାର ପୋଲିସ ଦିଗପହଣ୍ଡି ବ୍ଲକ କୁମରଡ଼ା ଗ୍ରାମ ବଡ ସାହିର ସନ୍ତୋଷ ପ୍ରଧାନଙ୍କୁ କୋର୍ଟ ଚାଲାଣ କରିଛି। ମାମଲା ନଂ. ୫/୨୦…

6 years ago

ଛତ୍ରପୁରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ଭେଣ୍ଡିଂ ଜୋନ ଉଦ୍‌ଘାଟିତ

ଛତ୍ରପୁର,୧୩।୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସୋମବାର ଉନ୍ମୋଚିତ ହୋଇଯାଇଛି। ଛତ୍ରପୁର ବିଧାୟକ ସୁବାସ…

6 years ago

ବରିଷ୍ଠ ଓକିଲ ଶିଶିର କୁମାର ଶତପଥୀଙ୍କ ପରଲୋକ: ଓକିଲ ସଂଘର କାର୍ଯ୍ୟବନ୍ଦ

ପୁରୁଷୋତ୍ତମପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ଖରିଡା ପଞ୍ଚାୟତ ବୀରଜଗନ୍ନାଥପୁର ତଥା ପୁରୁଷୋତ୍ତମପୁର ଓକିଲ ସଂଘର ବରିଷ୍ଠ ସଭ୍ୟ, ନୋଟାରି ଶିଶିର କୁମାର ଶତପଥୀ (୫୯)ଙ୍କ ସୋମବାର ଭୋର ସମୟରେ…

6 years ago

ଆନ୍ତଃରାଜ୍ୟ ଟେନିସ୍‌ କ୍ରିକେଟ: ଶ୍ରୀକାକୁଲମ୍‌ ଚାମ୍ପିୟନ

ବ୍ରହ୍ମପୁର ଅଫିସ୍‌,୧୩ା୧-ସ୍ଥାନୀୟ ଗୋଷାଣୀନୂଆଗଁା କେସି ହାଇସ୍କୁଲ ପଡିଆରେ କେସି ଏକାଦଶ କ୍ରିକେଟ ବ୍ଲକ ଆନୁକୂଲ୍ୟରେ ଆନ୍ତଃ ରାଜ୍ୟ ଟେନିସ ବଲ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ…

6 years ago

ବଣ୍ଡା ନୃତ୍ୟରେ ଦୁଲୁକିଲା ମଞ୍ଚ

ଚିକିଟି,୧୩ା୧ (ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ବ୍ଲକ ନୂଆପଡା ଗ୍ରାମରେ ରବିବାର ଅପରାହ୍ନରେ ବାହୁଦା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଦକ୍ଷିଣ…

6 years ago

କାଳୀ ମନ୍ଦିରରୁ ଚୋରି: ସୁନା ଆଖି, ଜିଭ ନେଇଗଲେ ଲୁଟେରା

ଗୋପାଳପୁର,୧୨ା୧- ଗଞ୍ଜାମ ଜିଲା ଗୋପାଳପୁର ଥାନା ଆମ୍ବପୁଆସ୍ଥିତ କାଳୀ ମନ୍ଦିରରେ ଶନିବାର ରାତିରେ କଳାକନା ବୁଲାଇଛନ୍ତି ଲୁଟେରା। ମା’ କାଳୀଙ୍କ ସୁନା ଓ ରୂପା ଅଳଙ୍କାର ସହ…

6 years ago

ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର, ଗୁରୁତର ଅବସ୍ଥାରେ ଚିକିତ୍ସିତ: ୨ ଅଟକ

ବ୍ରହ୍ମପୁର ଅଫିସ,୧୩ା୧-ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୮ ମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ହାତଗୋଡ ବାନ୍ଧି ଗଣ ବଳାତ୍କାର କରାଯାଇଥିବା ନେଇ…

6 years ago