ଗଞ୍ଜାମ

୩ ବଖରା ଜଳିଗଲା, ୪ ଛେଳି ଦଗ୍ଧ

ଦିଗପହଣ୍ଡି,୧୨ା୧୧(ଡି.ଏନ.ଏ.): ଦିଗପହଣ୍ଡି ବ୍ଲକ ଗଡ ସାମନ୍ତରାପୁର ଗଁାରେ ସୋମବାର ଅପରାହ୍ନ ସାଢ଼େ ୩ ଟାରେ ଅଗ୍ନିକାଣ୍ଡ ଘଟି କ୍ରିଷ୍ଣା ପାତ୍ର ଓ ନାଇନା ଗୌଡଙ୍କ ୩ ବଖରା…

6 years ago

ନିଶା ଦେଇ ୩ ଯାତ୍ରୀଙ୍କ ଠାରୁ ଲୁଟ୍‌ : ବଜ୍ରଗଡ଼ ପାହାଡ଼ରୁ ଅଚେତ ଅବସ୍ଥାରେ ଉଦ୍ଧାର କଲେ ଗ୍ରାମବାସୀ

ଭଞ୍ଜନଗର,୧୧।୧୧(ଡି.ଏନ.ଏ)- ଗଞ୍ଜାମ ଜିଲା ବେଲଗୁଣ୍ଠା ନିକଟସ୍ଥ ବଜ୍ରଗଡ଼ ଗ୍ରାମବାସୀ ସୋମବାର ପୂର୍ବାହ୍ନରେ ଗ୍ରାମ ନିକଟସ୍ଥ ପାହାଡ଼ ତଳୁ ୩ଜଣ ଯୁବକଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରିଥିଲେ। ୧୦୮…

6 years ago

ବାଇକ ମୁହାଁମୁହିଁ, ଜଣେ ମୃତ

ଶେରଗଡ଼,୧୧ା୧୧(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଧବଳପୁର ଷୋଳଶଳା ଗ୍ରାମ ରାସ୍ତାରେ ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ୨ ବାଇକ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ ଘଟିଛି।…

6 years ago

ଅସୁସ୍ଥ କୃଷ୍ଣସାର ଉଦ୍ଧାର

ଦିଗପହଣ୍ଡି,୧୧ା୧୧(ଡି.ଏନ.ଏ.): ଦିଗପହଣ୍ଡି ବନ ବିଭାଗ କର୍ମଚାରୀମାନେ ରବିବାର ଅସୁସ୍ଥ ଅବସ୍ଥାରେ ଏକ ମାଈ କୃଷ୍ଣସାରକୁ ଉଦ୍ଧାର କରି ବନ ବିଭାଗ କାର୍ଯ୍ୟାଳୟରେ ରଖିଛନ୍ତି। ସୋମବାର ତାକୁ ସୁରକ୍ଷିତ…

6 years ago

ଡିସେମ୍ବରରେ ଅଲିଭ୍‌ ରିଡ୍‌ଲେଙ୍କ ମିଳନ ପର୍ବ: କୂଳ ଲଂଘୁଛି ସମୁଦ୍ର, ଅଣ୍ଡାଦାନ ପ୍ରଭାବିତ ଆଶଙ୍କା

ଗଞ୍ଜାମ,୧୧ା୧୧(ଡି.ଏନ.ଏ.)-ଗଞ୍ଜାମ ନିକଟ ଋଷିକୁଲ୍ୟା ମୁହାଣଠାରେ ଅଲିଭ ରିଡ୍‌ଲେ କଇଁଛଙ୍କ ମିଳନ ପର୍ବ ଏବଂ ଠିକ ମାସେ ପରେ ଅର୍ଥାତ ଜାନୁୟାରୀରେ ଅନୁକୂଳ ପାଗ ଓ ଦକ୍ଷିଣା ପବନ…

6 years ago

ଯୁବତୀଙ୍କୁ ପ୍ରତାରଣା, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୧ା୧୧-ଜଣେ ଯୁବତୀଙ୍କୁ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ସହ ପ୍ରତାରଣା କରିଥିବା ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଶନିବାର ଗିରଫ କରିଛି।…

6 years ago

ଏମ୍‌କେସିଜି ମେଡିକାଲ ପରିଦର୍ଶନ କଲେ ଜିଲାପାଳ: ଔଷଧ ଚିଠାରେ କମ୍ପାନୀ ନାଁ ଦେଖି କ୍ଷୁବ୍ଧ

ବ୍ରହ୍ମପୁର ଅଫିସ୍‌,୧୧ା୧୧-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ପୂର୍ବାହ୍ନରେ ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ ପରିଦର୍ଶନରେ ଯାଇଥିଲେ। ଜିଲାପାଳ ବିଭିନ୍ନ…

6 years ago

ତାସ ଖେଳକୁ ନେଇ ଆକ୍ରମଣ, ୩ ଗିରଫ

ଦିଗପହଣ୍ଡି,୧୦ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ନୂଆ ପେଣ୍ଡୁରାବାଡି ଗାଁରେ ତାସ ଖେଳକୁ କେନ୍ଦ୍ରକରି ଗ୍ରାମର ସୁଶାନ୍ତ ବେହେରାଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ସୁଶାନ୍ତଙ୍କ ଏତଲାକ୍ରମେ ପୋଲିସ ନଂ. ୨୩୦/୧୯,…

6 years ago

ମହିଳାଙ୍କୁ ଅସଦାଚରଣ ଅଭିଯୋଗ : ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୦ା୧୧(ଡି.ଏନ.ଏ.)-ଦିଗପହଣ୍ଡି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଧମକ ଓ ଅସଦାଚରଣ କରିବା ଅଭିଯୋଗରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ରବିବାର ପୋଲିସ ଗିରଫ କରିଛି। ସେ ହେଲେ ରାମ ପାତ୍ର।…

6 years ago

୪ କୁଇଣ୍ଟାଲ ମାଧବୀ ଚେର ସହ ଗାଡ଼ି ଜବତ, ମାଲିକ ଗିରଫ

ବୁଗୁଡ଼ା,୧୦ା୧୧(ଡି.ଏନ.ଏ.)- ବୁଗୁଡ଼ା ବନାଞ୍ଚଳ ଠଣାପଲ୍ଲୀ-ଗୋଳାବନ୍ଧ ରାସ୍ତାରେ ଶନିବାର ରାତ୍ର ପ୍ରାୟ ୧୦ଟାରେ ବୁଗୁଡ଼ା ବନ ବିଭାଗ ଦ୍ୱାରା ଚଢାଉ କରାଯାଇ ୧୨ ବସ୍ତା (୪ କୁଇଣ୍ଟାଲ) ମାଧବୀ…

6 years ago