ଗଞ୍ଜାମ

ବ୍ରହ୍ମପୁର ଆଇଟିଆଇ ପ୍ରସ୍ତୁତ କଲା ସବୁଠୁ ଶସ୍ତା ଅଟୋମେଟିକ୍‌ ହ୍ୟାଣ୍ଡ ସାନିଟାଇଜର: ଭାରତର ସମସ୍ତ ଆଇଟିଆଇକୁ ଫେସ୍‌ ସିଲ ପ୍ରସ୍ତୁତି ତାଲିମ ଦେବ

ବ୍ରହ୍ମପୁର ଅଫିସ,୨୧ା୫: କରୋନା ମୁକାବିଲା ପାଇଁ ବ୍ରହ୍ମପୁର ଆଇଟିଆଇ ସ୍ବୟଂଚାଳିତ ଓ ପଦଚାଳିତ ସାନିଟାଇଜର ମେଶିନ ତିଆରି କରିଛି। ଇଲେକ୍ଟ୍ରିକାଲ ଓ ପ୍ଲମ୍ବର ସ୍କାର୍ପ ସାମଗ୍ରୀକୁ ବିନିଯୋଗ…

6 years ago

ଛତ୍ରପୁର ବିଡିଓଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ; ଏନ୍‌ଏସ୍‌ଏ ଲଗାଇବାକୁ ଓଏଏସ୍‌ ସଂଘର ଦାବି

ଛତ୍ରପୁର, ୨୧।୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶଙ୍କୁ ଆକ୍ରମଣ ଓ ହତ୍ୟା ଧମକ ମାମଲାରେ ସମ୍ପୃକ୍ତଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। ଗିରଫ…

6 years ago

ମହିଳାଙ୍କୁ ମେଡିକାଲ ନେବା ସମୟରେ ଓଲଟିଲା ଅଟୋ, ଆଶାକର୍ମୀଙ୍କ ସମେତ ୪ ଆହତ

ଛତ୍ରପୁର,୨୧ା୫(ଡି.ଏନ୍‌.ଏ.): ବ୍ରହ୍ମପୁର ବଡ଼ ମେଡିକାଲକୁ ଜଣେ ମହିଳାଙ୍କୁ ନେଇ ଯାଉଥିବା ବେଳେ ଗୁରୁବାର ପୂର୍ବାହ୍ନରେ ଏକ ଅଟୋ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟ ନିକଟରେ ଭାରସାମ୍ୟ ହରାଇ ଓଲଟି…

6 years ago

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୨୧।୫: ରାଜ୍ୟରେ ଗୁରୁବାର ସକାଳେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ୮୫ ବର୍ଷୀୟ ହୋଇଥିବା ବେଳେ ସେ ସୁରଟ ଫେରନ୍ତା ବୋଲି…

6 years ago

କ୍ରିକେଟ ନ ଖେଳିବାକୁ ତାଗିଦ୍‌ କରିବାରୁ ପ୍ରଶାସନିକ ଅଧିକାରୀଙ୍କୁ ଦୁର୍ବ୍ୟବହାର

ଗଞ୍ଜାମ,୨୧ା୫(ଡି.ଏନ୍‌.ଏ.)-କଟକଣା ସତ୍ତ୍ୱେ କ୍ରିକେଟ ଖେଳୁଥିବା କେତେଜଣ ଅମାନିଆ ଯୁବକଙ୍କୁ ଛତ୍ରପୁର ବିଡିଓ ଓ ତହସିଲଦାର ତାଗିଦ କରିବାରୁ ସେମାନେ ଦୁର୍ବ୍ୟବହାର କରିଥିବା ଗଞ୍ଜାମ ଥାନାରେ ଅଭିଯୋଗ ହୋଇଛି।…

6 years ago

୫୧ ବସ୍ତା ଗୁଟ୍‌ଖା ଜବତ, ଜଣେ ଅଟକ

ଶେରଗଡ,୨୧ା୫(ଡି.ଏନ୍‌.ଏ.)- ଶେରଗଡ ପୋଲିସ ଓ ପ୍ରଶାସନ ତହସିଲ ରୋଡରେ ଥିବା ଏକ ଘରୁ ବିପୁଳ ପରିମାଣର ଗୁଟ୍‌ଖା ଓ ଖଇନି ଜବତ କରିଛି। ଜଣେ ବ୍ୟକ୍ତିଙ୍କ ଘରେ…

6 years ago

ପାଚେରି ଡେଇଁ ଧାରଣାରେ ବସିଲେ ଅନ୍ତେବାସୀ

ଶେରଗଡ଼,୨୧ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଠୁରୁବୁରାଇ ଉଚ୍ଚ ବିଦ୍ୟାଳୟରେ ହୋଇଥିବା ସଙ୍ଗରୋଧ କେନ୍ଦ୍ରରେ ବୁଧବାର ବାସିଖାଦ୍ୟ ଦିଆଯାଇଥିବାରୁ ଅନ୍ତେବାସୀମାନେ ପାଚେରୀ ଡେଇଁ ରାସ୍ତା ଅବରୋଧ କରିଥିଲେ।…

6 years ago

କୋଭିଡ୍‌ ନିୟମ ଉଲ୍ଲଘଂନ, ଔଷଧ ଦୋକାନ ସିଲ୍‌

ଦିଗପହଣ୍ଡି,୨୧ା୫(ଡି.ଏନ୍‌.ଏ.)- କୋଭିଡ-୧୯ ନିୟମ ଉଲ୍ଲଘଂନ କରି ବ୍ୟବସାୟ କରୁଥିବା ଅଭିଯୋଗରେ ଦିଗପହଣ୍ଡି ବସ୍‌ଷ୍ଟାଣ୍ଡସ୍ଥିତ ରଥ ମେଡିସିନ ଷ୍ଟୋରକୁ ତହସିଲ ପ୍ରଶାସନ ପକ୍ଷରୁ ବୁଧବାର ସିଲ କରାଯାଇଛି। ଦିଗପହଣ୍ଡି…

6 years ago

ସାବିତ୍ରୀ ପାଇଁ ଆଗୁଆ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ପୋଲସରା,୨୦ା୫(ଡି.ଏନ.ଏ.)-ପୋଲସରା ବ୍ଲକ କଳମ୍ବ ସରପଞ୍ଚ ପ୍ରଶାନ୍ତ କୁମାର ପ୍ରଧାନ ସାବିତ୍ରୀ ବ୍ରତ ପାଇଁ ଶୁକ୍ରବାର ପୂର୍ବାହ୍ନ ୯ଟାରୁ ଶନିବାର ସକାଳ ୭ଟା ପର୍ଯ୍ୟନ୍ତ ପଞ୍ଚାୟତକୁ ଶଟ୍‌ଡାଉନ ଘୋଷଣା…

6 years ago

ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୁରୁତର

ଖଲ୍ଲିକୋଟ,୨୦ା୫(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଢ଼ିମିରିଆ ଛକ ନିକଟରେ ବୁଧବାର ସକାଳେ ତାମିଲନାଡୁରୁ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଟ୍ରକ ପଛରେ ପିଟି ଦେଇଥିଲା। ଏଥିରେ…

6 years ago