ଗଞ୍ଜାମ

ପଦ୍ମନାଭପୁର ଗାଁକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଦିଗପହଣ୍ଡି,୨୫ା୬(ଡି.ଏନ୍‌.ଏ.): କୋଭିଡ୍‌-୧୯ ପରିପ୍ରେକ୍ଷୀରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଏବଂ ମାସ୍କ ପରିଧାନ କରିବା ନେଇ ପ୍ରଶାସନ କଡ଼ା ନଜର ରଖିଥିବା ବେଳେ ଗୁରୁବାର ଦିଗପହଣ୍ଡି ବ୍ଲକ…

6 years ago

ସୁସ୍ଥ ହୋଇ କାର୍ଯ୍ୟରେ ଯୋଗ ଦେଲେ ୨ କରୋନା ଯୋଦ୍ଧା

ଛତ୍ରପୁର,୨୫ା୬(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଅଧୀନ କାର୍ଯ୍ୟ କରୁଥିବା ୨ ଜଣ କରୋନା ଯୋଦ୍ଧା ଗୁରୁବାର ସୁସ୍ଥ ହୋଇଛନ୍ତି। ଏମାନେ ହେଲେ ଛତ୍ରପୁର ଏସ୍‌ଡିପିଓ ଓ ଥାନା ଆଇଆଇସି।…

6 years ago

ସାନିଟାଇଜ୍‌ ହେଲା ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ

ଛତ୍ରପୁର,୨୫ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ବରିଷ୍ଠ ଅଫିସରମାନେ ମଧ୍ୟ ସଂକ୍ରମିତ ହେଲେଣି। ୧୦ଦିନ ପାଇଁ ସମସ୍ତ ସରକାରୀ କାର୍ଯ୍ୟାଳୟକୁ…

6 years ago

ଗଞ୍ଜାମରେ ପୁଣି ୫୮ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୮କୁ ବୃଦ୍ଧି

ଛତ୍ରପୁର,୨୫ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦ୍ରୁତଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ଜିଲାରେ ୫୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ବର୍ତ୍ତମାନ…

6 years ago

ପୁରୁଷୋତ୍ତମପୁରରେ ବିଭିନ୍ନ ବଜାର, ବସ୍‌ଷ୍ଟାଣ୍ଡକୁ ସିଲ କଲା ଏନ୍‌ଏସି ପ୍ରଶାସନ

ପୁରୁଷୋତ୍ତମପୁର, ୨୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ଗୁରୁବାର ବିଭିନ୍ନ ବଜାରକୁ ଏନ୍‌ଏସି ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି।…

6 years ago

ବାଲ୍ୟ ବିବାହ ରୋକିଲା ପ୍ରଶାସନ

ଧରାକୋଟ,୨୪ା୬(ଡି.ଏନ.ଏ.)- ଧରାକୋଟ ବ୍ଲକ ଶରଧାପୁର ଗ୍ରାମର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ବିବାହ ବନ୍ଦ କରିଛି ପ୍ରଶାସନ। ଜୁନ୍‌ ୨୫ରେ ତାଙ୍କ ବିବାହ ଶେରଗଡ଼ ଅନ୍ତର୍ଗତ ପଲ୍ଲୀପଦ୍ମନାଭପୁରରେ…

6 years ago

ଏସ୍‌ଏଚ୍‌ଜିଠାରୁ ଋଣ କିସ୍ତି ଆଦାୟ କରୁଛନ୍ତି ଫାଇନାନ୍ସ କମ୍ପାନୀ, ଋଣ ଛାଡ଼ ପାଇଁ ଆର୍‌ଡିସିଙ୍କୁ ଦାବିପତ୍ର

ବ୍ରହ୍ମଗିରି ଅଫିସ,୨୪ା୬: ରିଜର୍ଭବ୍ୟାଙ୍କ ଅଫ୍‌ ଇଣ୍ଡିଆ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଫାଇନାନ୍ସ କମ୍ପାନୀଗୁଡିକର ଋଣ କିସ୍ତିି ଆଦାୟ ଛାଡ଼ କରିବାକୁ ଘୋଷଣା କରିଛନ୍ତି। ସେହିପରି ଓଡ଼ିଶା ହାଇକୋର୍ଟ…

6 years ago

ଗଞ୍ଜାମର ଦୁର୍ଦ୍ଦାନ୍ତ ଅପରାଧୀ କୈଳାସଙ୍କ ନା’ରେ ଲାଗିଲା ଏନ୍‌ଏସ୍‌ଏ

ବ୍ରହ୍ମପୁର ଅଫିସ ,୨୪।୬- ଗଞ୍ଜାମ ଜିଲାର ଅନ୍ୟତମ ଦୁର୍ଦ୍ଦାନ୍ତ ଅପରାଧି ତଥା ବଡବଜାର ଥାନା ଅନ୍ତର୍ଗତ ସିତାଢ଼ିମ୍ବିରା ସାହିର କୈଳାସ ଘଡେଇଙ୍କ ନାମରେ ଜାତୀୟ ନିରାପତ୍ତା ଆଇନ(…

6 years ago

ପାରିବାରିକ କଳହର କରୁଣ ପରିଣତି: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ଲହୁ ଲୁହାଣ

ଦିଗପହଣ୍ଡି,୨୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଡ଼ା ପଞ୍ଚାୟତ ଓଡ଼ାସିଙ୍ଗି ଗ୍ରାମର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ଏକ ଘରମଧ୍ୟରୁ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।…

6 years ago

ପୋଲିସ ମାଡ଼ ଅଭିଯୋଗ : ଏଏସ୍‌ପିଙ୍କୁ ଭେଟିଲେ ପରିବାର ସଦସ୍ୟ

ଛତ୍ରପୁର,୨୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ପୋଲିସ ମଙ୍ଗଳବାର ରାତିରେ ବଡ଼ମାଧପୁର ଗାଁର ଶଙ୍କର୍ଷଣ ସାହୁଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଶଙ୍କର୍ଷଣଙ୍କ ନତକଟରେ ମଦ ଥିବା ସନ୍ଦେହକରି…

6 years ago