ଗଞ୍ଜାମ

ଆଦିବାସୀଙ୍କ ଧାରଣା ପ୍ରତ୍ୟାହୃତ

ପାତ୍ରପୁର,୨୮ା୧୧(ଡି.ଏନ୍‌.ଏ.)-ପାତ୍ରପୁର ବ୍ଲକ ତୁମ୍ବା, ବୁରାତାଲ ଓ ଆଙ୍କୁଲି ପଞ୍ଚାୟତବାସୀ ତିତ୍‌ଲି ବାତ୍ୟା ପରବର୍ତ୍ତୀ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ଠାରୁ ତହସିଲ କାର୍ଯ୍ୟାଳୟ ଆଗରେ ଦେଇଥିବା ଧାରଣା…

6 years ago

୧୦ ଦିନ ପରେ ଥାନାରେ ଏତଲା

ଗଞ୍ଜାମ,୨୮ା୧୧(ଡି.ଏନ.ଏ.)- ଗଞ୍ଜାମ ଥାନା ଅଞ୍ଚଳରେ ଜଣେ ନାବାଳିକା (୧୬)ଙ୍କୁ ଅପହରଣ କରାଯାଇଥିବା ନେଇ ଗତ ୨୧ରେ ଅଭିଯୋଗ ହୋଇଛି। ଅପହରଣର ୧୦ ଦିନ ପରେ ଅପହୃତା ନାବାଳିକାଙ୍କ…

6 years ago

ଶାଶୁ, ଶ୍ୱଶୁର, ଦିଅରଙ୍କ ମାଡ଼ରେ ବୋହୂ ଗୁରୁତର

ଖଲ୍ଲିକୋଟ,୨୮ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ମହେଶ୍ୱରପୁର ଗ୍ରାମରେ ବୁଧବାର ଶାଶୁ, ଶ୍ୱଶୁର ଓ ଦିଅରଙ୍କ ମାଡ଼ରେ ବୋହୁ ଗୁରୁତର ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ନଂ. ୩୪୭/୧୯ରେ…

6 years ago

ମହିଳାଙ୍କ ତଣ୍ଟିକାଟି ହତ୍ୟା

ଶେରଗଡ଼,୨୮ା୧୧(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଶେରଗଡ଼ ନିକଟସ୍ଥ ପାରସିଙ୍ଗି ଗ୍ରାମରେ ବୁଧବାର ରାତି ପ୍ରାୟ ୯ଟାରେ ଜଣେ ମହିଳାଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଛି। ମୃତ ମହିଳା ଜଣକ ହେଲେ କବିତା…

6 years ago

ତିତ୍‌ଲି କ୍ଷତିପୂରଣ ଦାବି: ଧାରଣା ଦ୍ୱିତୀୟ ଦିନରେ

ପାତ୍ରପୁର,୨୭।୧୧(ଡି.ଏନ୍‌.ଏ.): ତିତ୍‌ଲି କ୍ଷୟକ୍ଷତି ପ୍ରଦାନ ଦାବି ନେଇ ଦ୍ୱିତୀୟ ଦିନରେ ୩ଟି ଆଦିବାସୀ ପଞ୍ଚାୟତର ଲୋକେ ପାତ୍ରପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତ ତିତ୍‌ଲି…

6 years ago

ଗଞ୍ଜାମ ବସ୍‌ ବନ୍ଦ: ୫ ରୁ୍‌ଟ୍‌ରେ ଯାତ୍ରୀଙ୍କ ପାଇଁ ପ୍ରଶାସନର ସ୍ବତନ୍ତ୍ର ବସ୍‌

ବ୍ରହ୍ମପୁର ଅଫିସ, ୨୭।୧୧-ହଲଦିଆପଦର ବସଷ୍ଟାଣ୍ଡରୁ ଘରୋଇ ବସ୍‌ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ବସ୍‌ ମାଲିକ ସଂଘ ବନ୍ଦ ଡାକରା ଦେଇଥିବାବେଳେ ପ୍ରଶାସନ ଏହାର…

6 years ago

ଦ୍ୱିତୀୟ ଦିନରେ ଘରୋଇ ବସ ମାଲିକ ସଂଘର ବନ୍ଦ ପାଳନ: ହନ୍ତସନ୍ତ ଯାତ୍ରୀ

ବ୍ରହ୍ମପୁର ଅଫିସ,୨୭।୧୧-ହଲାଦିଆପଦରରୁ ଘରୋଇବସ ଚଳାଚଳ ନେଇ ବିଡିଏର ନୋଟିସକୁ ବିରୋଧ କରି ଗଞ୍ଜାମ ଜିଲା ଘରୋଇ ବସ ମାଲିକ ସଂଘର ବନ୍ଦ ଡାକରା ବୁଧବାର ଦିତୀୟ ଦିନରେ…

6 years ago

ଦିଲ୍ଲୀ ଏମ୍‌ସ ଆକାଉଣ୍ଟରୁ ୪.୭୬ କୋଟି ଠକେଇ ଘଟଣା: ବ୍ୟାଙ୍କ କର୍ତ୍ତୃପକ୍ଷ ସାମିଲ ସୂଚନା

ଫୁଲବାଣୀ ଅଫିସ, ୨୭ା୧୧-ଦିଲ୍ଲୀ ଏମ୍‌ସ(ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ)ର ଆକାଉଣ୍ଟରୁ ୪ କୋଟି ୭୬ ଲକ୍ଷ ୪୬ ହଜାର ୬୨୫ ଟଙ୍କା ଚେକ୍‌ ଜରିଆରେ…

6 years ago

ପାତ୍ରପୁର ସରପଞ୍ଚ ଅଯୋଗ୍ୟ ଘୋଷିତ

ପାତ୍ରପୁର,୨୭ା୧୧(ଡି.ଏନ୍‌.ଏ.)-ନିର୍ବାଚନ ସରିବାର ଅଢ଼େଇବର୍ଷ ପରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ପାତ୍ରପୁର ସରପଞ୍ଚ ଏ. ଶ୍ରୀଦେବୀଙ୍କ ପଦବୀକୁ କୋର୍ଟ ଅଯୋଗ୍ୟ ଘୋଷିତ କରିଛି। ପାତ୍ରପୁର ପାଷ୍ଟ ଟ୍ରାକ୍‌…

6 years ago

ମେମୁ ଟ୍ରେନ୍‌କୁ ବ୍ରହ୍ମପୁରରୁ ଚଳାଇବାକୁ ଦାବି

ବ୍ରହ୍ମପୁର ଅଫିସ୍‌,୨୭ା୧୧-ଗଞ୍ଜାମ ଜିଲା ବିଜୁ ପଟ୍ଟନାୟକ ସିନିୟର୍‌ ସିଟିଜେନ୍‌ ଫୋରମ୍‌ ତରଫରୁ ବିଭିନ୍ନ ଦାବି ସମ୍ପର୍କରେ ମଙ୍ଗଳବାର ଷ୍ଟେଶନ୍‌ ମ୍ୟାନେଜର୍‌ଙ୍କ ମାଧ୍ୟମରେ କେନ୍ଦ୍ର ରେଳମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ…

6 years ago