ଗଞ୍ଜାମ

ଗଞ୍ଜେଇ ଭର୍ତ୍ତି ଅଟୋ ଜବତ: ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୨ା୫: ଅବକାରୀ ଗୋଇନ୍ଦା ଟିମ୍‌ ଶୁକ୍ରବାର ଏକ ଗଞ୍ଜେଇ ଭର୍ତ୍ତି ଅଟୋ ଜବତ କରିଛି। ଜଣେ ଚାଲାଣକାରୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ବଡ଼ଗଡ଼ ଥାନା…

12 months ago

ବ୍ରହ୍ମପୁର ଉପକଣ୍ଠରେ ପୁଣି ଜଣେ ଯୁବକଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୧୨ା୫: ସହର ଓ ସହର ଉପକଣ୍ଠରେ ଏବେ ଆଇନ ଶୃଙ୍ଖଳା ଧିରେ ଧିରେ ବିଗିଡ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ଜଣେ ଯୁବକଙ୍କୁ ହତ୍ୟା କରି ରାସ୍ତାକଡ଼ରେ…

12 months ago

ଗଜଲବାଡି ବନାଞ୍ଚଳରୁ ପୁରୀ ଗଲା ରଥକାଠ

ସୋରଡା,୧୧।୫(ଡି.ଏନ.ଏ): ପୁରୀ ରଥଯାତ୍ରା ପାଇଁ ଦକ୍ଷିଣ ଘୁମୁସର ଗଜଲବାଡି ବନାଞ୍ଚଳରୁ ୨୨ଟି କାଠ ପୁରୀ ଯାଇଛି। ଗାଜଳବାଡିଠାରେ କାଠ ବୋଝେଇ ଟ୍ରକକୁ ପ୍ରଥମେ ବନ୍ଦାପନା ପୂଜା ପରେ…

12 months ago

ଯୁବକଙ୍କୁ ମାଡ଼ମାରି ଲୁଟି ନେଲେ ସୁନା ଚେନ୍‌, ଟଙ୍କା

ବ୍ରହ୍ମପୁର ଅଫିସ,୧୧ା୫: ଶେରଗଡ଼ ବାଇସିଙ୍ଗି ଗ୍ରାମର ଧୁର୍ଜଟି ପ୍ରଧାନ ଓ ତାଙ୍କର ଦୁଇ ସାଙ୍ଗଙ୍କୁ କେତେକ ଦୁର୍ବୃତ୍ତ ମାଡ଼ମାରି ସୁନା ଚେନ, ମୋବାଇଲ ଓ ଟଙ୍କା ଲୁଟି…

12 months ago

ମହିଳାଙ୍କୁ ବଳାତ୍କାର ଉଦ୍ୟମ କରି ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର ଅଫିସ,୧୧ା୫: ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ସହ ମରଣାନ୍ତକ ଆକ୍ରମଣ ହୋଇଛି। ଏନେଇ ମହିଳା ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି।…

12 months ago

ଦୁଇ ସ୍କ୍ରାପ୍‌ ଦୋକାନରୁ ବାଇକ୍‌ର ବହୁ ଯନ୍ତ୍ରାଂଶ ଜବତ, ୨ ଗିରଫ

ପୋଲସରା,୧୧ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ପକ୍ଷରୁ ଚଢ଼ିଆପଡ଼ା ଗ୍ରାମରେ ଥିବା ଦୁଇଟି ସ୍କ୍ରାପ୍‌ ଦୋକାନ ଉପରେ ଚଢ଼ାଉ କରି ବିପୁଳ ପରିମାଣର ଗାଡ଼ିର ଯନ୍ତ୍ରାଂଶ ଜବତ…

12 months ago

ମେ’ ୨୦ରେ ଉଦ୍‌ଘାଟନ ହେବ ଆସିଷ୍ଟାଣ୍ଟ ସେସନ୍ସ ଜଜ୍‌ କୋର୍ଟ

ପୁରୁଷୋତ୍ତମପୁର,୧୧।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଆସିଷ୍ଟାଣ୍ଟ ସେସନ୍ସ ଜଜ୍‌ ତଥା ସିଭିଲ ଜଜ୍‌ ସିନିୟର ଡିଭିଜନ କୋର୍ଟ ପ୍ରତିଷ୍ଠା ଲାଗି ଦୀର୍ଘଦିନ ହେଲା ଓକିଲ ସଂଘ ଦାବି…

12 months ago

୧୪ ଦିନ ପରେ ଦୁବାଇରୁ ଗଞ୍ଜାମ ମର୍ଦ୍ଦକୋଟକୁ ଆସିଲା ଓଡ଼ିଆ ଶ୍ରମିକଙ୍କ ମୃତଦେହ

ବେଗୁନିଆପଡ଼ା,୧୧ା୫(ଡି.ଏନ୍‌.ଏ.): ପରିବାର ପ୍ରତିପୋଷଣ ପାଇଁ ସୁଦୂର ଦୁବାଇ ଯାଇଥିଲେ ଜଣେ ବ୍ୟକ୍ତି। ହାର୍ଟ ଆଟାକ୍‌ରେ ତାଙ୍କର ଜୀବନ ଚାଲିଯାଇଥିଲା। ଗଞ୍ଜାମ ଜିଲା କୋଦଳା ଥାନା ଅନ୍ତର୍ଗତ ମର୍ଦ୍ଦକୋଟ…

12 months ago

୨ କନ୍ୟା ସନ୍ତାନ ପରେ ସ୍ତ୍ରୀ ଅଲୋଡା: ସମାଜସେବୀଙ୍କ ସହାୟତାରେ ଘରେ ପଶିଲେ

ଛତ୍ରପୁର,୧୧ା୫(ଡି.ଏନ୍‌.ଏ.): ଦୁଇ କନ୍ୟା ସନ୍ତାନ ପରେ ସ୍ତ୍ରୀ ଅଲୋଡ଼ା ହୋଇଯାଇଛନ୍ତି। ନିଜ ସ୍ତ୍ରୀ ଓ ୨ ପିଲାମାନଙ୍କୁ ଛାଡ଼ି ସ୍ବାମୀ ପ୍ରତ୍ୟାଖାନ କରିବା ସହ ସୁଦୂର କେରଳ…

12 months ago

୩ ଜଣଙ୍କୁ ହତ୍ୟା ଉଦ୍ୟମ: ଖଣ୍ଡା ବାଇକ୍‌ ଜବତ, ୪ ଗିରଫ

ବ୍ରହ୍ମପୁର ଅଫିସ,୧୧ା୫: ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ହିଲ୍‌ପାଟଣା ଗଣେଶ ମନ୍ଦିର ନିକଟରେ ଥିବା ସମ୍ପର୍କ ଟ୍ରାଭେଲର୍ସ ମାଲିକ ସମେତ ୩ଜଣଙ୍କୁ ବୁଧବାର ରାତିରେ ହତ୍ୟା ଉଦ୍ୟମ…

12 months ago