ଗଞ୍ଜାମ

ମିନିବସ୍‌ ଚୋରି ଉଦ୍ୟମ : ଚାଳକଙ୍କୁ ଅଟକ ରଖି ପୋଲିସର ପଚରାଉଚରା

ଦିଗପହଣ୍ଡି,୧୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରୁ ଯାତ୍ରୀବାହୀ ମିନିବସ୍‌ ନଂ ଓଆର- ୦୭- ୬୫୦୧କୁ ଚୋରି କରି ଜଣେ ଚାଳକ ନେଇ ଯାଉଥିବାବେଳେ ରବିବାର ଅପରାହ୍ନରେ ଡିଭାଇଡରରେ…

7 years ago

ଛାତ ପଲସ୍ତରା ଖସି ଜଣେ ଗୁରୁତର, ୨ ଆହତ

ଗଞ୍ଜାମ,୧୮।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମର ଲଳିତ ତରାଇଙ୍କ ଘର ଛାତରୁ ପଲସ୍ତରା ଖସି ଜଣେ ଶିଶୁ ଗୁରୁତର ହୋଇଥିବା ବେଳେ ୨…

7 years ago

ବିଦ୍ୟାଳୟ ବନ୍ଦ, ୧୬ ଛାତ୍ରୀଛାତ୍ର ପଢ଼ା ଛାଡ଼ିଲେ ଗ୍ରାମବାସୀଙ୍କ ନବୀନ ନିବାସ ଘେରାଉ ଚେତାବନୀ

ଚିଲିକା,୧୮ା୮(ଡି.ଏନ.ଏ.): ଚଳିତ ଶିକ୍ଷାବର୍ଷରେ ରାଜ୍ୟରେ ବହୁ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରସଂଖ୍ୟା କମ୍‌ ଥିବାରୁ ସେଗୁଡ଼ିକୁ ବନ୍ଦ କରାଯାଇ ନିକଟତମ ବିଦ୍ୟାଳୟ ସହିତ ମିଶାଇ ଦିଆଯାଇଛି ।ଏହାକୁ…

7 years ago

ବ୍ରହ୍ମପୁର-ସମ୍ବଲପୁର ରେଳଲାଇନ ଦାବି ପ୍ରସଙ୍ଗ : ଏମ୍‌ପିଙ୍କୁ ଭେଟିଲେ ୩ ବାର୍‌ ଆସୋସିଏଶନ କର୍ମକର୍ତ୍ତା

ଭଞ୍ଜନଗର,୧୮।୮(ଡି.ଏନ.ଏ)-ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳଲାଇନ ପାଇଁ ଭଞ୍ଜନଗର ବାର୍‌ ଆସୋସିଏଶନ ବିଭିନ୍ନସ୍ତରରେ ଦାବି ଉଠାଉଛି। ବାର୍‌ ଆସୋସିଏଶନ କର୍ମକର୍ତ୍ତା କିଛିଦିନ ପୂର୍ବେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର…

7 years ago

ଜୁନିୟର, ପ୍ରାଥମିକ ଶିକ୍ଷକଙ୍କ ପ୍ରମାଣପତ୍ର ଯାଞ୍ଚ ଆରମ୍ଭ

ଛତ୍ରପୁର,୧୮ା୮(ଡି.ଏନ.ଏ)-ଛତ୍ରପୁର ବ୍ଲକର ସମସ୍ତ ସରକାରୀ ସ୍କୁଲରେ କାର୍ଯ୍ୟରତ ଜୁନିୟର, ପ୍ରାଥମିକ ଶିକ୍ଷକଙ୍କ ଜାତି ଓ ମାଇଗ୍ରେଶନ ପ୍ରମାଣପାତ୍ରର ଯାଞ୍ଚ ଶନିବାରଠାରୁ ଆରମ୍ଭ ହୋଇଛି। ବ୍ଲକ ଶିକ୍ଷା ଅଧିକାରୀଙ୍କ…

7 years ago

ରାଜ୍ୟ ନୋଡାଲ ଅଧିକାରୀଙ୍କ ଦିଗପହଣ୍ଡି ଗସ୍ତ

ଦିଗପହଣ୍ଡି,୧୮ା୮(ଡି.ଏନ.ଏ.)-ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ରାଜ୍ୟ ନୋଡାଲ ଅଧିକାରୀ ଅଜୟ କୁମାର ବାଇ ଶୁକ୍ରବାର ଦିଗପହଣ୍ଡି ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଅଗ୍ରଗତି…

7 years ago

ବିଭିନ୍ନ ଯୋଜନାର ଅଗ୍ରଗତି ସମୀକ୍ଷା: ଶୌଚାଳୟ, ଆବାସ କାର୍ଯ୍ୟ ଶୀଘ୍ର ସାରିବାକୁ ନିର୍ଦ୍ଦେଶ

ଦିଗପହଣ୍ଡି,୧୮ା୮(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ୨୫ ପଞ୍ଚାୟତ ଅଧୀନ ଗାଁ ଗୁଡ଼ିକରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା ବୈଠକ ଶନିବାର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ବିଡିଓ…

7 years ago

ଲୋକଙ୍କ ପାଖରେ ପହଞ୍ଚିଲା ଲୋକାୟୁକ୍ତ

ବ୍ରହ୍ମପୁର ଅଫିସ,୧୮ା୮-ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ (ଡିଏଲଏସ୍‌ଓ) ତରଫରୁ ହିଲପାଟଣାସ୍ଥିତ ସାଂସ୍କୃତିକ ଭବନରେ ଶନିବାର ଲୋକାୟୁକ୍ତ ଆଇନ-୨୦୧୪କୁ ନେଇ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

7 years ago

ଯୁବତୀଙ୍କୁ ହତ୍ୟା ଉଦ୍ୟମ ଘଟଣା: ଖଣ୍ଡି ଗ୍ୟାଙ୍ଗର ମୁଖ୍ୟ ସମେତ ୬ ଗଲେ ଜେଲ

ବ୍ରହ୍ମପୁର ଅଫିସ,୧୮ା୮-ବ୍ରହ୍ମପୁର ବଡବଜାର ଥାନା ଲକ୍ଷ୍ମୀନୃସିଂହ ସାହିରେ ୬ ଜଣ ଦୁର୍ବୃତ୍ତ ଆତଙ୍କ ଚଳାଇବା ସହ ବାଲବଚା ଗ୍ୟାଙ୍ଗର ମୁଖ୍ୟ ଲବ ସେଠୀଙ୍କୁ ନ ପାଇ ତାଙ୍କ…

7 years ago

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଆରମ୍ଭ

ଦାରିଙ୍ଗବାଡ଼ି,୧୭।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଦାରିଙ୍ଗବାଡ଼ି ଅଞ୍ଚଳରେ ବିବାହ କରିଥିବା ପ୍ରିୟତମା ପ୍ରଧାନ (୨୩)। ମୃତଦେହକୁ ପୋଲିସ ଜବତ…

7 years ago