ହିଞ୍ଜିଳିକାଟୁ,୧୪।୮(ଡି.ଏନ୍.ଏ.) : ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଲକ୍ଷ୍ମୀବଜାର ଚନ୍ଦ୍ରକଳ୍ପେଶ୍ୱର ମନ୍ଦିର ସାମ୍ନାରେ କୁଢ଼କୁଢ଼ ଆବର୍ଜନା ପଡ଼ି ରହି ଜନ ଅସନ୍ତୋଷ ସୃଷ୍ଟି କରୁଥିଲା। ବର୍ଷା ହେବାରୁ ଆବର୍ଜନା…
ଦିଗପହଣ୍ଡି,୧୪। ୮(ଡି.ଏନ୍.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡିମ୍ବୁଳା ପଞ୍ଚାୟତ ନିକଟ ଜଙ୍ଗଲରେ ବହୁଦିନ ଧରି ଚାଲିଥିବା ଚୋରା ମଦଭାଟି ଉପରେ ବୁଧବାର ଭୋର ସମୟରେ…
ହିଞ୍ଜିଳିକାଟୁ,୧୪।୮(ଡି.ଏନ୍.ଏ.): ଜମ୍ମୁ କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବିଭିନ୍ନସ୍ତରରେ ଭିନ୍ନଭିନ୍ନ ଆଲୋଚନା କରାଯାଉଛି। ତେବେ ସେଠାକାର କଲେଜ ଛାତ୍ରୀଛାତ୍ରଙ୍କୁ ସ୍ନେହ ଶ୍ରଦ୍ଧା ଜ୍ଞାପନ ପାଇଁ ହିଞ୍ଜିଳିକାଟୁ…
ଶେରଗଡ଼,୧୪।୮(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ରୁ ବୁଧବାର ସକାଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଝାଡୁଧରି ପରିମଳ ସଚେତନତାର ଶୁଭାରମ୍ଭ କରିଛନ୍ତି। ସକାଳ ସାଢ଼େ ୬ଟାରେ ଶେରଗଡ଼…
ବ୍ରହ୍ମପୁର ଅଫିସ,୧୪ା୮-ଅବିଭକ୍ତ ଗଞ୍ଜାମ -ଗଜପତି ଜିଲା ଆର.ଉଦୟଗିରି ବ୍ଲକ ଆଦିବାସୀ ଅଧ୍ୟୁଷିତ ପଞ୍ଚାୟତ ଛେଳିଗଡ଼ ନିକଟରେ ଦୀର୍ଘବର୍ଷରୁ ପ୍ରସ୍ତାବିତ ଛେଳିଗଡ଼ ଜଳ ବିଦ୍ୟୁତ୍ ପ୍ରକଳ୍ପ ନିର୍ମାଣ ବିଳମ୍ବ…
ଭଞ୍ଜନଗର,୧୪।୮(ଡି.ଏନ.ଏ)-ଜଗନ୍ନାଥପ୍ରସାଦ ଥାନା ଗୋଚ୍ଛାବାଡ଼ିର ପ୍ରଦ୍ୟୁମ୍ନ କୁମାର ନାୟକ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡ଼ିଜେ ମହଲତ ସା ମାମଲାର ବିଚାର କରି ୭…
ଭଞ୍ଜନଗର,୧୪।୮(ଡି.ଏନ.ଏ)-ସୋମବାର ରାତିରେ ଭଞ୍ଜନଗର ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ଗ୍ରାମାଞ୍ଚଳରେ ବିଦ୍ୟୁତ୍ ସେବା ମଧ୍ୟ ପ୍ରଭାବିତ ହୋଇଥିଲା। ସ୍ଥାନୀୟ ସାଉଥ୍କୋ କାର୍ଯ୍ୟାଳୟ ସମ୍ମୁଖରେ ଥିବା…
ଗୋପାଳପୁର,୧୪ା୮-ରାସ୍ତା ଓ କୋଠାବାଡ଼ି (ଆର ଆଣ୍ଡ ବି) ବ୍ରହ୍ମପୁର-୧ ବିଭାଗ ପକ୍ଷରୁ ବ୍ରହ୍ମପୁର ଓ ହରିପୁରକୁ ସଂଯୋଗ କରୁଥିବା ଏକ ଝୁଲା ବ୍ରିଜ୍ ନିର୍ମାଣ ଚାଲିଛି। ଏଥିପାଇଁ…
ଦିଗହପଣ୍ଡି/ପାଟପୁର, ୧୪ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା ପାଟପୁର ଥାନାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ହତ୍ୟା ମାମଲାର ତଦନ୍ତ ପାଇଁ ପୋଲିସ ଥାନାକୁ ଆଣିଥିବା ଜଣେ ଯୁବକ…
ବ୍ରହ୍ମପୁର ଅଫିସ୍,୧୪ା୮-ଉତ୍ତର-ପଶ୍ଚିିମ ବଙ୍ଗୋପସାଗରରେ ଦେଖା ଦେଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହୋଇଛି। କିନ୍ତୁ ରାଜ୍ୟର ଅନ୍ୟ ଜିଲାଗୁଡ଼ିକ ତୁଳନାରେ ଦକ୍ଷିଣ ଓଡ଼ିଶାର ଦୁଇଟି ପ୍ରମୁଖ…