ଗଞ୍ଜାମ

ପାରଳା ମହାରାଜା ଇଞ୍ଜିନିୟରିଂ କଲେଜରେ ଗ୍ୟାସ୍‌ ଫାଟି ୩ ଛାତ୍ର ଆହତ

ବ୍ରହ୍ମପୁର ଅଫିସ, ୬।୮: ବ୍ରହ୍ମପୁର ଉପକଣ୍ଠ ଚଣ୍ଡିପଦରସ୍ଥିତ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ଛାତ୍ରାବାସ-୧ରେ ମଙ୍ଗଳବାର ଗ୍ୟାସ୍‌ ପାଇପ ଫାଟି ୩ ଛାତ୍ର ଆହତ ହୋଇଛନ୍ତି ।…

7 years ago

ମହିଳାଙ୍କୁ ବଳାତ୍କାର ଉଦ୍ୟମ ମାମଲାଜେଲ ଗଲେ ଗ୍ରାସୀମର ପୂର୍ବତନ ସୁରକ୍ଷା ଅଧିକାରୀ

ଛତ୍ରପୁର/ଗଞ୍ଜାମ, ୬ା୮(ଡି.ଏନ.ଏ.)-ଗଞ୍ଜାମ ଥାନା ଅଞ୍ଚଳରେ କାମ ଦେବା ନାଁରେ ଜଣେ ମହିଳାଙ୍କୁ ବଳାକତ୍ାର ଉଦ୍ୟମ କରିବା ଘଟଣାର ଅଭିଯୁକ୍ତ ତଥା ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍‌ର ପୁର୍ବତନ ମୁଖ୍ୟ ସୁରକ୍ଷା…

7 years ago

ଗଞ୍ଜାମ ଜିଲାରେ ବଢ଼ିଲା ଝିଅଙ୍କ ସଂଖ୍ୟା

ବ୍ରହ୍ମପୁର ଅଫିସ୍‌,୬ା୮-ପୁଅମାନଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ନୈରାଶ୍ୟଜନକ ଯୋଗୁ ଯେଉଁ ଗଞ୍ଜାମ ଜିଲାର ବଦନାମ୍‌ ଥିଲା, ସେଇ ଜିଲାରେ ଝିଅଙ୍କ ସଂଖ୍ୟା ଉତ୍ସାହଜନ ଭାବେ ବଢ଼ିବାରେ ଲାଗିଛି।…

7 years ago

କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଜମି ମିଳିଲା

ଛତ୍ରପୁର,୬ା୮(ଡି.ଏନ.ଏ.)-ଛତ୍ରପୁର ମିଳିତ କ୍ରିୟାନୁଷ୍ଠାନ କମିଟିର ଏକ ଜରୁରୀ ବୈଠକ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ରିଡିଙ୍ଗ ରୁମରେ ଅନୁଷ୍ଠିତ ହୋଇଥିଲା ା ଛତ୍ରପୁରରେ ଖୋଲିବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟ…

7 years ago

ପୂର୍ବତନ ବିଧାୟକଙ୍କ ନାଁରେ ଜମି ହଡ଼ପ ଅଭିଯୋଗ

ପୋଲସରା,୬।୮(ଡି.ଏନ.ଏ.)-ପୋଲସରାର ପୂର୍ବତନ ବିଧାୟକଙ୍କ ନାଁରେ ଜମି ହଡ଼ପ ଅଭିଯୋଗ ଆସିଛି। ଅବନ୍ତୀନଗରସ୍ଥିତ ପୈତୃକ ଜମିରେ ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ ଚଞ୍ଚକତା କରି ଘର ନିର୍ମାଣ କରିଥିବା…

7 years ago

ଗୋଟିଏ ଦିନରେ ସାପ କାମୁଡ଼ାରେ ୮ ଆହତ

ଭଞ୍ଜନଗର,୫।୮(ଡି.ଏନ.ଏ.)-ବର୍ଷାଦିନେ ଗାତ ଗୁଡିକରେ ପାଣି ଭର୍ତ୍ତି ହୋଇଯାଉ ଥିବାରୁ ସାପ ବାହାରି ଶୁଖିଲା ସ୍ଥାନକୁ ଚାଲିଆସି ଲୋକଙ୍କୁ କାମୁଡ଼ୁଛନ୍ତି। ଏପରିକି ଘର ଭିତରକୁ ମଧ୍ୟ ପଶି ଆସୁଛନ୍ତି।…

7 years ago

ପୋଲିସ ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁ ଆହତ

ଆସିକା,୫।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା-ବାଲିପଦର ମୁଖ୍ୟ ରାସ୍ତାର ଚାରିମଇଲି ନିକଟରେ ସୋମବାର ଭୋର ସମୟରେ ଆସିକା ପୋଲିସ ପକ୍ଷରୁ ହୋଇଥିବା ଏନ୍‌କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁଚରଣ ସ୍ବାଇଁ…

7 years ago

ଛତ୍ରପୁର ହସ୍ପିଟାଲ ପ୍ରତି ଅବହେଳା ଅଭିଯୋଗ

ଛତ୍ରପୁର,୫ା୮(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୨୦୦୦ ନୂଆ ଜୁନିୟର ଡାକ୍ତର ପଦବୀ ସୃଷ୍ଟି ହୋଇଛି। ଏହାକୁ ରାଜ୍ୟପାଳ ମଞ୍ଜୁରୀ ପ୍ରଦାନ କରିଛନ୍ତିି।…

7 years ago

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗୁଟ୍‌ଖା ଜବତ: ବାପପୁଅଙ୍କ ସମେତ ୩ ଗିରଫ

ବ୍ରହ୍ମପୁର ଅଫିସ,୫ା୮-ବ୍ରହ୍ମପୁର ସଦର ଥାନା ପୋଲିସ ୨ଟି ବଡ ଧରଣର ଗୁଟ୍‌ଖା କାରଖାନା ଉପରେ ଚଢାଉ କରି କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଗୁଟ୍‌ଖା ଜବତ କରିଛି। ଶନିବାର…

7 years ago

ମୌଳିକ ସୁବିଧାରୁ ବଞ୍ଚିତ ଅଭିଯୋଗ

ବ୍ରହ୍ମପୁର ଅଫିସ,୫ା୮-ବ୍ରହ୍ମପୁର ସହରକୁ ସ୍ବଚ୍ଛ, ସୁନ୍ଦର ଓ ବିକାଶ ପଥରେ ଆଗେଇ ନେବାକୁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଉଛି। ବିଏମ୍‌ସି ଅନ୍ତର୍ଗତ…

7 years ago