ଗଞ୍ଜାମ

ବ୍ୟାଙ୍କ ସୁରକ୍ଷା ଯାଞ୍ଚ କଲା ପୋଲିସ

ବ୍ରହ୍ମପୁର ପୋଲିସ, ୩୧ା୭- ବ୍ୟାଙ୍କ ସୁରକ୍ଷା ବ୍ୟବସ୍ଥାରେ ଢିଲା ରହିଥିବା ଯୋଗୁ ବିଗତ ଦିନରେ ଅନେକ ଗ୍ରାହକ ଠକେଇର ଶିକାର ହୋଇଥିବା ନଜିର ରହିଛି। ଏପରିକି ଗ୍ରାହକମାନେ…

7 years ago

କୃଷି ସଙ୍କଟ ପାଇଁ ସରକାରୀ ନୀତି ଦାୟୀ

ବ୍ରହ୍ମପୁର ଅଫିସ୍‌,୩୧ା୭- ଅଖିଳ ଭାରତ କିଶାନ୍‌ ମଜଦୁର ସଭା (ଏଆଇକେଏମ୍‌ଏସ୍‌)ର ଦୁଇଦିନିଆ ସର୍ବଭାରତୀୟ ସାଧାରଣ ପରିଷଦ ଅଧିବେଶନ ମଙ୍ଗଳବାରଠାରୁ ପ୍ରକାଶମ୍‌ ହଲ୍‌ରେ ଆରମ୍ଭ ହୋଇଛି। ସଂଗଠନର ଜାତୀୟ…

7 years ago

ଜିଲାପାଳ ଧାନତଳି ରୋଇବା ପ୍ରସଙ୍ଗ ଟୁଇଟ୍‌ କରି ନବୀନ, ଧର୍ମେନ୍ଦ୍ରଙ୍କ ପ୍ରଶଂସା

ଛତ୍ରପୁର,୩୧ା୭(ଡି.ଏନ.ଏ)- ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଖଲ୍ଲିକୋଟ ବ୍ଲକ ମଥୁରା ପଞ୍ଚାୟତ ଭରସା ଗାଁର ଏକ ଜମିରେ ଧାନତଳି ରୋଇଥିଲେ। ଏ ସମ୍ପର୍କରେ ବିଭିନ୍ନ…

7 years ago

ଜନସେବା କେନ୍ଦ୍ରକୁ ତାଗିଦ: ନିର୍ଦ୍ଧାରିତ ଦରଠାରୁ ଅଧିକ ନେଲେ କାର୍ଯ୍ୟାନୁଷ୍ଠାନ

ଚନ୍ଦ୍ରଗିରି,୩୦।୭(ଡି.ଏନ୍‌.ଏ.): ବାରମ୍ବାର ସରକାରୀ ଦପ୍ତରକୁ ନଯାଇ ସହଜରେ ଏବଂ କମ୍‌ ଖର୍ଚ୍ଚରେ କିପରି ବିଭିନ୍ନ ସରକାରୀ ପ୍ରମାଣପତ୍ର ପାଇପାରିବେ ସେ ନେଇ ବିଭିନ୍ନ ସ୍ଥାନରେ ଜନସେବା କେନ୍ଦ୍ର…

7 years ago

କାଦୁଅ କରିବା, ଗଜାଧାନ ବୁଣା ଯନ୍ତ୍ରର କ୍ଷେତ୍ର ପ୍ରଦର୍ଶନ

ସୋରଡ଼ା,୩୦ା୭(ଡି.ଏନ.ଏ.)-ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ପଶୁ ଶକ୍ତିର ସଦୁପଯୋଗ ସମ୍ବନ୍ଧୀୟ ସର୍ବଭାରତୀୟ ସଂଯୋଜିତ ଗବେଷଣା ପ୍ରକଳ୍ପ, ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର, ଗଞ୍ଜାମ ଓ…

7 years ago

ଜରିମାନା ଆଦାୟକୁ ଗୋପାଳକଙ୍କ ବିରୋଧ: କମିଶନରଙ୍କୁ ଦାବିପତ୍ର ପ୍ରଦାନ

ବ୍ରହ୍ମପୁର ଅଫିସ,୩୦।୭: ରାସ୍ତାରେ ଏଣେତେଣ ବୁଲି ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବା ଗାଈ, ଗୋରୁ ଏବଂ ମଇଁଷି ମାଲିକଙ୍କଠାରୁ ଜରିମାନା ଆଦାୟ ପାଇଁ ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)…

7 years ago

୮୦ ବିସ୍ଥାପିତ ଶ୍ରମିକଙ୍କୁ ଉଠାଇନେଲା ପୋଲିସ

ଛତ୍ରପୁର, ୩୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟା ପ୍ରକଳ୍ପ କାର୍ଯ୍ୟାଳୟରେ ସ୍ଥାୟୀ ନିଯୁକ୍ତି ଦାବିରେ ଗତ ଶନିବାରଠାରୁ ୮୦ ଶ୍ରମିକ ଧାରଣାରେ ବସିଥିଲେ। ଧାରଣାରେ…

7 years ago

ବସ୍‌ ଧକ୍କାରେ ମହିଳା ମୃତ, କ୍ଷତିପୂରଣ ଦାବିରେ ଗ୍ରାମବାସୀଙ୍କ ରାସ୍ତାରୋକୋ

ଗଞ୍ଜାମ,୩୦ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ପୁଇଁତୋଳା ଗ୍ରାମ ନିକଟରେ ମଙ୍ଗଳବାର ଭୋରରେ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

7 years ago

ଚାଲିଛି ବେଆଇନ ପଥର ଫୁଟା: ଦୁର୍ଘଟଣା ପରେ ଚଢ଼ାଉ, ୬ ଗିରଫ

ଭଞ୍ଜନଗର,୩୦।୭(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଅନେକ ପଥର କ୍ୱାରୀ ବିଭିନ୍ନ କାରଣ ଯୋଗୁ ନିଲାମ ହୋଇପାରୁନାହିଁ। ଏହାର ସୁଯୋଗ ନେଇ ପଥର ମାଫିଆ ବେନିୟମ ଭାବେ ପାହାଡ଼ରୁ ପଥର ଫୁଟାଇ…

7 years ago

୨୦୨୨ ସୁଦ୍ଧା ବାଘ ସଂଖ୍ୟା ଦୁଇଗୁଣା ଯୋଜନା

ଭଞ୍ଜନଗର,୩୦।୭(ଡି.ଏନ.ଏ.)-ସୋମବାର ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ସ୍ଥାନୀୟ ଲାଲସିଂ ନର୍ସରୀ ପରିସରରେ ୫ମ ଆର୍ନ୍ତଜାତିକ ବାଘ ଦିବସ ପାଳିତ ହୋଇଯାଇଛି। ପୃଥିବୀର ୧୩ ଦେଶରେ ମହାବଳ…

7 years ago