ଭଞ୍ଜନଗର,୩୦।୭(ଡି.ଏନ.ଏ.)-ସୋମବାର ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ପକ୍ଷରୁ ସ୍ଥାନୀୟ ଲାଲସିଂ ନର୍ସରୀ ପରିସରରେ ୫ମ ଆର୍ନ୍ତଜାତିକ ବାଘ ଦିବସ ପାଳିତ ହୋଇଯାଇଛି। ପୃଥିବୀର ୧୩ ଦେଶରେ ମହାବଳ…
ଛତ୍ରପୁର,୩୦ା୭(ଡି.ଏନ.ଏ.)-ବ୍ରିଟିଶ ବୈଜ୍ଞାନିକ ଗବେଷଣା କେନ୍ଦ୍ର ପକ୍ଷରୁ ମହାକାଶରେ ଦ୍ୱିତୀୟ ପୃଥିବୀ ସନ୍ଧାନ କରାଯାଇଥିବା କୁହାଯାଉଛି। ଏହା ଉପରେ କେନ୍ଦ୍ର ବୈଜ୍ଞାନିକ ତଥା ପ୍ରଫେସର ଲୁଇସ୍ ଭିଡିଓ କନଫରେନ୍ସି…
ଶଙ୍କରାଖୋଲ,୩୦ା୭(ଡି.ଏନ୍.ଏ.)-ଟିକାବାଲି ଥାନା (ଏଲ୍) ବପଲମେଣ୍ଡି ପଞ୍ଚାୟତ ନିକଟ ପାନାବାଡି ଗ୍ରାମ ବୁଲାଣିରେ ସୋମବାର ସକାଳ ପ୍ରାୟ ୯ଟାରେ ଏକ କାର (ନଂ.ଡବ୍ଲ୍ୟୁବି୦୬ବି-୦୮୫୯) ଭାରସାମ୍ୟ ହରାଇ ୨୦ଫୁଟ ତଳକୁ…
ବ୍ରହ୍ମପୁର ଅଫିସ୍,୩୦ା୭-ଚଳିତବର୍ଷ ପାଇଁ ଯୁକ୍ତ ୨ ନାମଲେଖା ଶେଷ ହୋଇଛି। ସୋମବାରଠାରୁ ପାଠପଢ଼ା ସହ ଆରମ୍ଭ ହୋଇଛି ନୂତନ ଶିକ୍ଷା ବର୍ଷ। ବର୍ଷା ଯୋଗୁ ପ୍ରଥମ ଦିନରେ…
ଛତ୍ରପୁର,୩୦ା୭(ଡି.ଏନ.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ପୂର୍ବାହ୍ନରେ ଖଲ୍ଲିକୋଟ ବ୍ଲକ ମଥୁରା ପଞ୍ଚାୟତ ଅଧିନ ଭରସା ଗଁାରେ ଥିବା ଜମିରେ ଧାନ ଗଛ ରୋଇଛନ୍ତି।…
ହିଞ୍ଜିଳିକାଟୁ,୨୯ା୭(ଡି.ଏନ୍.ଏ.)- ହିଞ୍ଜିଳିକାଟୁ ବ୍ଲକ ଦାରୁଭଦ୍ରାଠାରେ ରବିବାର ସନ୍ଧ୍ୟାରେ ବିଲରେ ହଳ କରୁଥିବାବେଳେ ଏକ ଟ୍ରାକ୍ଟର ଓଲଟି ପଡିବାରୁ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଉକ୍ତ ଗ୍ରାମର…
ଭଞ୍ଜନଗର,୨୯।୭(ଡି.ଏନ.ଏ)-ଚଳିତବର୍ଷ ରାଜ୍ୟରେ ଏ ପର୍ଯ୍ୟନ୍ତ ଆବଶ୍ୟକ ପରିମାଣର ବର୍ଷା ହୋଇନାହିଁ। ଫଳରେ ଚାଷ କାର୍ଯ୍ୟ ବିଶେଷ ଭାବେ ପ୍ରଭାବିତ ହୋଇଛି । ଧାନତଳି ପୋଡ଼ି ନଷ୍ଟ ହେବା…
ବ୍ରହ୍ମପୁର ଅଫିସ,୨୯ା୭-ଆୟକର ବିଭାଗ ପକ୍ଷରୁ ବ୍ରହ୍ମପୁରର ଜଣେ ସୁନା ବ୍ୟବସାୟୀ କେ.ପ୍ରସାଦ ରାଓ ସୁବୁଦ୍ଧିଙ୍କ ବଡବଜାର ଗୌଡ଼ ସାହିସ୍ଥିତ ବାସଭବନରେ ଚଢାଉ କରାଯାଇଛି। ଗତ ୨୬ ତାରିଖରେ…
ଆସିକା,୨୯ା୭(ଡି.ଏନ୍.ଏ): ଗାଙ୍ଗପୁର ଥାନା ପଳାସପଲ୍ଲୀ ଗ୍ରାମରେ ରବିବାର ପୂର୍ବାହ୍ନରେ ସାଇକଲରେ ବୁଲି ମାଂସ ବିକ୍ରି କରୁଥିବା ଜଣେ ବ୍ୟକ୍ତିଙ୍କୁ ଛେଳି ଚୋର ସନ୍ଦେହରେ ଗ୍ରାମବାସୀ ପୋଲିସ ଜିମା…
ବ୍ରହ୍ମପୁର ଅଫିସ୍,୨୯ା୭-ଗଞ୍ଜାମ ଜିଲାରେ କାମଳ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ମହାମାରୀ ରୂପ ନେଇ ନ ଥିଲେ ମଧ୍ୟ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାଜନକ ହୋଇଛି।…