ଗଞ୍ଜାମ

ହିତାଧିକାରୀଙ୍କ ଘରକୁ ଯାଇ ଦିଆଯିବ ଭତ୍ତା ଟଙ୍କା

ଛତ୍ରପୁର, ୨୦।୩(ଡି.ଏନ୍‌.ଏ.): କରୋନାକୁ ମୁକାବିଲା କରିବା ଲାଗି ସରକାର ଅନେକ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ହିତାଧିକାରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ମଧୁବାବୁ ପେନସନ ଯୋଜନା ଏବଂ…

6 years ago

ବର୍ଷା, ପବନରେ ଦାରିଙ୍ଗବାଡ଼ି ବେହାଲ : ତହସିଲଦାର, ବିଡିଓଙ୍କ ଘଟଣାସ୍ଥଳ ପରିଦର୍ଶନ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ହୋଇଥିବା ବର୍ଷା, ପବନ ଏବଂ କୁଆପଥର ବୃଷ୍ଟିରେ ଅଞ୍ଚଳ ବେହାଲ ହୋଇପଡ଼ିଛି । ଏଥିରେ ବହୁ…

6 years ago

ବଜ୍ରପାତରେ ଭାଙ୍ଗିଲା ବିଷ୍ଣୁ ମନ୍ଦିର ଚୂଡ଼ା

ପାତ୍ରପୁର,୨୦ା୩ (ଡି.ଏନ୍‌.ଏ.) - ପାତ୍ରପୁର ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ କୁଆପଥର ବୃଷ୍ଟି ହୋଇଛି। ବଣଶୋଳା ଗ୍ରାମ ବଡ଼ସାହିରେ ଥିବା…

6 years ago

ବସ୍‌ରେ ପାଣି, ହ୍ୟାଣ୍ଡୱାଶ୍‌ ବ୍ୟବସ୍ଥା ଉପରେ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୨୦ା୩ - କରୋନା ମହାମାରୀର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ଘରୋଇ, ସରକାରୀ, ସିଟି ବସ୍‌ କର୍ତ୍ତୃପକ୍ଷ । କରୋନା ସଂକ୍ରମଣକୁ ରୋକିବାକୁ ନେଇ…

6 years ago

ଫୁଲଚାଷ କରି ସ୍ବାବଲମ୍ବୀ ହେଉଛନ୍ତି ଗଞ୍ଜାମ ମହିଳା

ସନ୍ତୋଷ ପାଢୀ ଛତ୍ରପୁର,୨୦ା୩(ଡି.ଏନ୍‌.ଏ.) - ମହିଳା ସବୁ କ୍ଷେତ୍ରରେ ଆଗକୁ ଯାଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାରେ ଲାଗିଛନ୍ତି।  ଏପରିକି ପୁରୁଷଙ୍କୁ ମଧ୍ୟ କେତେକ କ୍ଷେତ୍ରରେ…

6 years ago

ଡାକ ବିଭାଗ ଚିଠି ଶଟିଂରେ ତ୍ରୁଟି: ଗଞ୍ଜାମ ଥାନା ଚିଠି ପହଞ୍ଚିଲା ହିଞ୍ଜିଳି ଥାନାରେ

ହିିଞ୍ଜିଳିକାଟୁ, ୧୯ା୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିିଳିକାଟୁ ଡାକ ବିଭାଗ କାର୍ଯ୍ୟାଳୟରେ ଚିଠି ଶଟିଂରେ ତ୍ରୁଟି ହେତୁ ଏକ ରେଜିଷ୍ଟ୍ରି ଚିଠି ଗଞ୍ଜାମ ଥାନା ପରିବର୍ତ୍ତେ ହିଞ୍ଜିିଳି ଥାନାରେ…

6 years ago

ଆସିକାରୁ ବ୍ରହ୍ମପୁର ଚାଲାଣ ବେଳେ ୨ ବସ୍ତା ଗଞ୍ଜେଇ ଜବତ: ୩ କୋର୍ଟଚାଲାଣ

ହିିଞ୍ଜିଳିକାଟୁ,୧୯ା୩ (ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳି ପୋଲିସ ମଙ୍ଗଳବାର ଖଣ୍ଡରା ଛକରେ ପାଟ୍ରୋଲିଂ କରୁଥିବା ବେଳେ ବିଶେଷ ସୂତ୍ରରୁ ଖବର ପାଇ ଏକ ଅଟୋ ଉପରେ ଚଢ଼ାଉ…

6 years ago

ଗଞ୍ଜାମରୁ ଉଠିଲା ୧୪୪ ଧାରା: କୋଭିଡ-୧୯ ନିର୍ଦ୍ଦେଶନାମା ବଳବତ୍ତର

ଛତ୍ରପୁର, ୧୯।୩(ଡି.ଏନ୍‌.ଏ.)-କରୋନା ଭୟାବହତା ନେଇ ଗତ ୧୫ ତାରିଖରେ ଗଞ୍ଜାମ ଜ଼ିଲାରେ ଲାଗୁ ହୋଇଥିବା ୧୪୪ ଧାରାକୁ ବୁଧବାର ଜ଼ିଲାପାଳ ଉଠାଇ ଦେଇଛନ୍ତି। ଅପରପକ୍ଷେ କୋଭିଡ-୧୯ ରେଗୁଲସନ…

6 years ago

କରୋନା କଟକଣା: ବନ୍ଦହେଲା ଛତ୍ରପୁର ସାପ୍ତାହିକ ହାଟ

ଛତ୍ରପୁର,୧୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରରେ ଗୁରୁବାର ସାପ୍ତାହିକ ହାଟକୁ ପ୍ରଶାସନ ବନ୍ଦ କରିଦେଇଛନ୍ତି। ପୂର୍ବରୁ ଏନେଇ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ଫଳରେ…

6 years ago

ବଜ୍ରପାତରେ ଯୁବତୀଙ୍କ ଜୀବନଗଲା

ଭଞ୍ଜନଗର,୧୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ହାତୀଗୁଡ଼ାରେ ଗୁରୁବାର ମଧ୍ୟାହ୍ନରେ ବଜ୍ରପାତ ଘଟି ଜଣେ ଯୁବତୀଙ୍କ ଜୀବନ ଚାଲିଯାଇଛି। ସେ ହେଲେ ଟୁନି ପୋଲାଇ। ସେ…

6 years ago