ଗଞ୍ଜାମ

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା' ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

4 months ago

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

4 months ago

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

4 months ago

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

4 months ago

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

4 months ago

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ  ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

4 months ago

ପିକ୍ଅପ  ଧକ୍କାରେ ସାଇକେଲ ଆରୋହୀ ମୃତ:  ମୃତଦେହ ଜବତ

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି - ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗୋକର୍ଣ୍ଣପୁର ଗ୍ରାମ ଶିବାନନ୍ଦ ଆଶ୍ରମ ନିକଟରେ ଏକ ମହିନ୍ଦ୍ରା ପିକ୍ଅପ…

4 months ago

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

4 months ago

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

4 months ago

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

4 months ago