ଦିଗପହଣ୍ଡି,୨୫ା୭(ଡି.ଏନ.ଏ.)-ଦିଗପହଣ୍ଡି ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖା ନିକଟରୁ ବୁଧବାର ସକାଳ ପ୍ରାୟ ସାଢ଼େ ୯ଟାରେ ଲୁଟେରା ଅଭିନବ ଉପାୟରେ ଜଣେ ବୃଦ୍ଧଙ୍କଠାରୁ ଟଙ୍କା ଲୁଟି ଫେରାର୍ ହୋଇଯାଇଛନ୍ତିି।…
ଆସିକା,୨୫ା୭ (ଡି.ଏନ୍.ଏ.) - ଆସିକା ଥାନା ଇଲାକାର ବିଭିନ୍ନ ଗ୍ରାମାଞ୍ଚଳରେ ଚାଲିଥିବା ଚୋରା ରନ୍ଧା ମଦ ଭାଟି ଓ ମଦ ଦୋକାନ ଉପରେ ବୁଧବାର ପୋଲିସ ଓ…
ଛତ୍ରପୁର,୨୫ା୭(ଡି.ଏନ.ଏ.) - ଗଞ୍ଜାମ ଜିଲାରେ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଆହୁରି କ୍ରିୟାଶୀଳ କରିବା ସହ ମହିଳା ସଂଘ ସଦସ୍ୟାମାନଙ୍କୁ ଆମତ୍ନିର୍ଭରଶୀଳ କରାଯିବ। ବୁଧବାର ଏ ନେଇ ଛତ୍ରପୁରସ୍ଥିତ…
ଭଞ୍ଜନଗର,୨୫।୭(ଡି.ଏନ୍.ଏ.)-ଭଞ୍ଜନଗର ସରକାରୀ ମସତ୍ୟ ଯାଅଁ।ଳ ଉପତ୍ାଦନ କେନ୍ଦ୍ରରୁ ଚଳିତ ବର୍ଷ ପାଇଁ ବୁଧବାର ଠାରୁ ବିଭିନ୍ନ କିସମର ଯାଅଁ।ଳ ବିକ୍ରି ଆରମ୍ଭ ହୋଇଛି। ଆସିକା କେନ୍ଦ୍ର ସମବାୟ…
ଚିକିଟି/ହାତୀଓଟ,୨୫ା୭(ଡି.ଏନ୍.ଏ.)- ଚିକିିଟି ବ୍ଲକ ଚାନ୍ଦପୁର ପଞ୍ଚାୟତ ଆଦିବାସୀ ବାତରଡାପଲ୍ଲୀ ଗ୍ରାମରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୮ ଆଦିବାସି ପରିବାରଙ୍କ ୧୬ ବଖରା ଜଳିଯାଇଛି। ସେହିପର ପୋଲସରା…
ଫୁଲବାଣୀ ଅଫିସ, ୨୫ା୭-ଏକ ଲାଞ୍ଚ ମାମଲାର ବିଚାର କରି ବୁଧବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ଭଗବାନ ପ୍ରଧାନ ଅଭିଯୁକ୍ତ ବରିଷ୍ଠ କିରାଣିଙ୍କୁ ୨ ବର୍ଷ ଜେଲ…
ଭଞ୍ଜନଗର,୨୪।୭(ଡି.ଏନଏ): ପଥର, ବାଲି, ଗୋଡ଼ି ବେନିୟମ ଚାଲାଣ ଯୋଗୁ ସରକାର ବିପୁଳ ରାଜସ୍ବ ହରାଉଛନ୍ତି। ବୁଧବାର ଭଞ୍ଜନଗର ତହସିଲ ଓ ଗାଲେରୀ, ଭଞ୍ଜନଗର ପୋଲିସ ପକ୍ଷରୁ ବିଭିନ୍ନ…
ଶେରଗଡ,୨୪ା୭(ଡି.ଏନ୍.ଏ.)- ଶେରଗଡ଼ ବ୍ଲକ ବାଦୁଆ ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନରେ ଯାଇ ବୁଧବାର ଶେରଗଡ଼ ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବ୍ଲକ ଅଧକ୍ଷା ସାରସ…
କ.ନୂଆଗଁା,୨୪ା୭(ଡି.ଏନ୍.ଏ.)-କନ୍ଧମାଳ ଜିଲା ସାରଙ୍ଗ ଗଡ଼ ଥାନା ଅଞ୍ଚଳରେ ବୁଧବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବନେଗଁାର ଜମ୍ବେବ ପ୍ରଧାନ (୨୦)।…
କନିଷି,୨୪।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକରେ ବର୍ଷାଭାବରୁ ଚାଷୀକୁଳ ଚିନ୍ତାରେ ପଡ଼ିଛନ୍ତି । ଶ୍ରାବଣ ମାସରେ ମୁଣ୍ଡଫଟା ଖରା ହେଉଥିବାରୁ କେନାଲରେ ପାଣି ନାହିଁ। ଫଳରେ ଧାନରୁଆ…