ଗଞ୍ଜାମ

ଆନ୍ଧ୍ରକୁ ବେଆଇନ ବାଲି ଚାଲାଣ: ୮ ଟ୍ରକ୍‌ ଜବତ

ଚିକିଟି,୨୮ା୫(ଡି.ଏନ.ଏ.)-ଚିକିଟି ବ୍ଲକ୍‌ ଗିରିସୋଲା ଗ୍ରାମ ନିକଟରେ ପଡୋଶୀ ରାଜ୍ୟ ଆନ୍ଧ୍ରକୁ ବେଆଇନ୍‌ ବାଲି ଚାଲାଣ ହେଉଥିବାବେଳେ ଗୁରୁବାର ଚିକିଟି ତହସିଲ୍‌ଦାର ହରପ୍ରସାଦ ଭୋଇ ଚଢାଉ କରି ୮ଟି…

6 years ago

କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଲେ ବିଧାୟିକା

କବିସୂର୍ଯ୍ୟନଗର,୨୮ା୫-କବିସୂର୍ଯ୍ୟନଗରରେ ଥିବା ବିଭିନ୍ନ କ୍ୱାରାଣ୍ଟାଇନ କେନ୍ଦ୍ରକୁ ଗୁରୁବାର ବିଧାୟିକା ଲତିକା ପ୍ରଧାନ ବୁଲି ଦେଖିଛନ୍ତି। ଏଥିସହ କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବା ପ୍ରବାସୀମାନଙ୍କ ସହ ଆଲୋଚନା କରିଛନ୍ତି। ସହରର…

6 years ago

ଅନୁମତି ପରେ ବି ସ୍ବାଭାବିକ ହୋଇପାରିଲାନି ଘରୋଇ ବସ୍‌ ଚଳାଚଳ: ୧୧ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଭୁବନେଶ୍ୱର ଗଲା ବସ୍‌

ବ୍ରହ୍ମପୁର ଅଫିସ, ୨୮ା୫: ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ କରିବା ନେଇ ସରକାରଙ୍କ ପକ୍ଷରୁ ଅନୁମତି ମିଳିବା ପରେ ମଧ୍ୟ ଗୁରୁବାର ବ୍ରହ୍ମପୁରରେ ସ୍ବାଭାବିକ ହୋଇପାରିଲା ନାହିଁ…

6 years ago

ଗଞ୍ଜାମରେ ସୁସ୍ଥ ହେଲେଣି ୩୦୨ ଆକ୍ରାନ୍ତ: ଆଉ ୮୯ କରୋନା ଆକ୍ଟିଭ

ଛତ୍ରପୁର, ୨୮।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ୩୯୪ ଜଣଙ୍କଠାରେ କରୋନା ପଜିଟିଭ୍‌ ମିଳିଛି। ଏଥିରୁ ୩୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ସେହିଭଳି ୩…

6 years ago

ଲାଞ୍ଚ ନେବା ମାମଲା: ଜେଲ୍‌ଗଲେ ବନରକ୍ଷୀ, ରାତ୍ରି ଜଗୁଆଳ

ବ୍ରହ୍ମପୁର ଅଫିସ,୨୮ା୫: ଗଞ୍ଜାମ ଜିଲା ସୋରଡ଼ା ବନାଞ୍ଚଳ ଅଧୀନ ପିପଳପଙ୍କା ବନରକ୍ଷୀ ବିଷ୍ଣୁପ୍ରିୟା ଦାଶ ଏକ ମାମଲା ରଫାଦଫା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା…

6 years ago

୧୦ ହଜାର ଲାଞ୍ଚ: ଭିଜିଲାନ୍ସ ଜାଲରେ, ବନରକ୍ଷୀ, ରାତ୍ର ଜଗୁଆଳି

ବ୍ରହ୍ମପୁର ଅଫିସ/ସୋରଡା(ଡି.ଏନ.ଏ.), ୨୮ା୫-ଗଞ୍ଜାମ ଜିଲା ସୋରଡ଼ା ବନଖଣ୍ଡ ଅଧୀନରେ ଥିବା ପିପଳପଙ୍କା ବନରକ୍ଷୀ ବିଷ୍ଣୁପ୍ରିୟା ଦାଶ ଜଣେ ଆଦିବାସୀଙ୍କ ନାମରେ ମାମଲା ରୁଜୁ ନ କରିବା ପାଇଁ…

6 years ago

ଚେନ୍‌ ଟାଣି ଖଲ୍ଲିକୋଟ ଷ୍ଟେଶନରେ ଓହ୍ଲାଇଗଲେ ୪୧୩ ପ୍ରବାସୀ ଓଡିଆ

ଖଲିକୋଟ,୨୮ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ରେଲ୍‌ୱେ ଷ୍ଟେଶନରେ ବୁଧବାର ଅପରାହ୍ନ ପ୍ରାୟ ୧ଟାରେ ଏକ ଶ୍ରମିକ ସ୍ପେଶାଲ ଟ୍ରେନର ଚେନ୍‌ ଟାଣି ୪୩୧ ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇ ପଳାଇଥିଲେ।…

6 years ago

୫ ଜୁଆଡ଼ି ଗିରଫ, ଟଙ୍କା ଜବତ

ବୁଗୁଡ଼ା,୨୭ା୫(ଡି.ଏନ.ଏ.)- ବୁଗୁଡ଼ା ଥାନା ଆଦିପୁର ଗ୍ରାମ ନିକଟସ୍ଥ ଏକ ବଟ ମୂଳରେ ବୁଧବାର ଅପରାହ୍ନରେ ଜୁଆଖେଳ ଚାଲିଥିବାବେଳେ ବୁଗୁଡ଼ା ଥାନା ଆଇଆଇସି ଚିତ୍ତରଞ୍ଜନ ବେହେରା ସଦଳବଳ ଚଢାଉ…

6 years ago

ଗଞ୍ଜାମରେ ୨ ହୋମଗାର୍ଡ କରୋନା ପଜିଟିଭ୍‌

ଛତ୍ରପୁର,୨୭l୫(ଡି.ଏନ.ଏ)-ଗଞ୍ଜାମ ପୋଲିସ ଜିଲା ପୋଲସରା ଥାନାର ୨ ଜଣ ହୋମଗାର୍ଡ କରୋନା ସଂକ୍ରମିତ ହୋଇଥିବା ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ପଜିଟିଭ…

6 years ago

ଯୁବକଙ୍କୁ ଅପହରଣ ପରେ ହତ୍ୟା

ପାଟପୁର,୨୭ା୫- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ଜଙ୍ଗଲରୁ ପାଟପୁର ପୋଲିସ ବୁଧବାର ଗଛରେ ବନ୍ଧା ହୋଇଥିବା ଅବସ୍ଥାରେ ଜଣେ ଯୁବକଙ୍କ…

6 years ago